-+91-9937148622 |

prerana_bgr@rediffmail.com |

  Thursday 5th March 2026 |

| | | |

R.N.I. Regd No. ODIODI/2010/46693

Breaking News

ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   (05-Mar-2026)       ||      ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   (05-Mar-2026)       ||      ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ    (05-Mar-2026)       ||      ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   (05-Mar-2026)       ||      ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   (05-Mar-2026)       ||      ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   (05-Mar-2026)       ||      ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   (05-Mar-2026)       ||      *ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   (05-Mar-2026)       ||      ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ    (05-Mar-2026)       ||      ବଲାଙ୍ଗୀର : କିଛି ଔଷଧ ବିତରକ ସଂସ୍ଥାରେ ନିମ୍ନମାନର ଏବଂ ସ୍ୱଳ୍ପ ଅବଧି ଥିବା ଔଷଧ ମହଜୁଦ    (04-Mar-2026)       ||      ରାଜାରାଜୁଡା ଅମଳର ଜଳାଶୟ ରାଣୀ ବନ୍ଧର ସୁରକ୍ଷା ଓ ପୁନଃରୁଦ୍ଧାର ପାଇଁ ବ୍ୟାପକ ଅଭିଯାନ, ସରକାରୀ ଅନୁଦାନର ସଠିକ ବିନିଯୋଗ ନହଲେ ଆନ୍ଦୋଳନ ପାଇଁ ଚେତାବନୀ ଦେଲା ରାଣୀ ବନ୍ଧ ସୁରକ୍ଷା କମିଟି   (04-Mar-2026)       ||      ହୋଲିରେ ଅଘଟଣ: ରଙ୍ଗ ଖେଳ ପରେ ଗାଧୋଇବାକୁ ଯାଇ ଯୁବକ ମୃତ୍ୟୁ   (04-Mar-2026)       ||      ହୃଦୟକୁ ହୃଦୟର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ    (04-Mar-2026)       ||      ଏକ ଭିନ୍ନ ଶିକ୍ଷକ   (04-Mar-2026)       ||      ବରପାଲି ରେ ରାଜ୍ୟ ସ୍ତରୀୟ ସାହିତ୍ୟ ସମ୍ମିଳନୀ ଆଦ୍ୟ ଫଗୁଣ   (04-Mar-2026)       ||      *ଡାବୁଗାଁ ରେ ଧୂମଧାମ ରେ ପାଳିତ ହେଲା ରଙ୍ଗର ପର୍ବ ହୋଲି, ଜନସାଧାରଣ ଙ୍କ ସହ ହୋଲି ଖେଳିଲେ ଡାବୁଗାଁ ବିଧାୟକ*   (04-Mar-2026)       ||      କୁଶଙ୍ଗ ଦୋଳଯାତ୍ରା ଉଦ୍‌ଯାପିତ   (04-Mar-2026)       ||      କେବେ ସଜଡ଼ାଯିବ ବରୀ ମାଉଣ୍ଡ ହାଇମାଷ୍ଟ ଲାଇଟ   (04-Mar-2026)       ||      ତୃତୀୟ ସୁକତେଲ ମହୋତ୍ସବ ଉଦଯାପିତ♦️ "ଲୁପ୍ତ ପ୍ରାୟ ଲୋକ ଗୀତ ଓ ନୃତ୍ୟର ପୁନରୁଥାନର ଅନନ୍ୟ ମଞ୍ଚ"   (03-Mar-2026)       ||      ଗୋଛାପଡା ଥାନା ଅଞ୍ଚଳରେ ପୁଣି ଗୁରୁ ଶିଷ୍ୟ ସମ୍ପର୍କରେ କଳଙ୍କ : ସମ୍ପୃକ୍ତ ଶିକ୍ଷକ ଥାନାରେ ଅଟକ    (03-Mar-2026)       ||     

HOME   ଜିଲ୍ଲା

ବକେୟା ପ୍ରୋତ୍ସାହନ ରାଶି ପାଇବା ଦାବୀରେ ଡାକ୍ତରଖାନା ମୁଖ୍ୟ ଫାଟକରେ ତାଲା

07-Apr-2021



ବାଲିଗୁଡ଼ା,(ପ୍ରେରଣା ଖବର ବ୍ୟୁରୋ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ  କୋଟଗଡ଼ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର ମୁଖ୍ୟ ଫାଟକରେ ତାଲା ପକାଇ ଧାରଣା ରେ ବସିଲେ ଶତାଧିକ ଆଶାକର୍ମୀ । ସୂଚନା ପ୍ରକାରେ ୨୦୧୬ ନଭେମ୍ବର ମାସଠାରୁ ୨୦୧୭ଫେବୃଆରୀ ମାସ ପର୍ଯ୍ୟନ୍ତ ପାଇବାକୁ ଥିବା ପ୍ରୋତ୍ସାହନ ରାଶି ଆଜି ପର୍ଯ୍ୟନ୍ତ ମିଳିନାହିଁ । ଏନେଇ ତିନି ତିନି ଥର କନ୍ଧମାଳ ଜିଲ୍ଲାପାଳ ଡ଼ଃ. ବୃନ୍ଦା ଡି ଙ୍କ ନିକଟରେ ଅଭିଯୋଗ ଜଣାଇଥିଲେ ମଧ୍ୟ ଏଯାବତ୍ କୌଣସି ସୁଫଳ ମିଳିନାହିଁ । ଗତ ଦୁଇ ଦିନ ତଳେ ସମୂହ ଆଶାକର୍ମୀ ମାନେ କୋଟଗଡ଼ରେ ପହଂଚି ମେଡିକାଲ ଇନଚାର୍ଜ ଡ଼ଃ. ଦେବନାଥ ଦେ ଙ୍କୁ ଜିଲ୍ଲାପାଳଙ୍କ ଉଦେଶ୍ୟ ରେ ଏକ ଦାବିପତ୍ର ଦେବା ସହ ତିନି ଦିନ ମଧ୍ୟରେ ଦାବୀ ପୂରଣ ନ ହେଲେ କୋଟଗଡ଼ ଡାକ୍ତରଖାନା ମୁଖ୍ୟ ଫାଟକ ରେ ବୁଧବାର ଦିନ ତାଲା ପକାଇ ଧାରଣା ରେ ବସିବେ ବୋଲି ଜଣାଇଥିଲେ । ଦାବି ପୂରଣ ନହେବାରୁ ଆଜି ସମୂହ ଆଶାକର୍ମୀ କୋଟଗଡ଼ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରର ମୁଖ୍ୟ ଫାଟକରେ ତାଲା ପକାଇ ଧାରଣାରେ ବସିଛନ୍ତି । ଦାବି ପୂରଣ ନହେଲେ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଧାରଣାରେ ବସି ଆନ୍ଦୋଳନ କରିବାକୁ ଚେତାବନୀ ଦେଇଛି ଆଶାକର୍ମୀ ସଂଘ । ସେପଟେ ଆନ୍ଦୋଳନର ଦୀର୍ଘ ସମୟ ପରେ ଖବରପାଇ ବିଭାଗୀୟ ଅଧିକାରୀମାନେ ଘଟଣା ସ୍ଥଳରେ ପହଞ୍ଚି ଆନ୍ଦୋଳନକାରୀ ଆଶାକର୍ମୀ ମାନଙ୍କୁ ବୁଝାସୁଝା କରିବା ସହ ୧ମାସ ମଧ୍ୟରେ ସମସ୍ୟାର ସମାଧାନ କରିବାକୁ ପ୍ରତିଶ୍ରୁତି ଦେବାପରେ ଆଶାକର୍ମୀମାନେ ଆନ୍ଦୋଳନରୁ ହଟିଥିବା ଜଣାପଡ଼ିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   05-Mar-2026
  ଜିଲ୍ଲା  
ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   05-Mar-2026
  ଜିଲ୍ଲା  
ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ   05-Mar-2026
  ଜିଲ୍ଲା  
ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   05-Mar-2026
  ଜିଲ୍ଲା  
ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   05-Mar-2026
  ଜିଲ୍ଲା  
ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   05-Mar-2026
  ଜିଲ୍ଲା  
ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   05-Mar-2026
  ଜିଲ୍ଲା  
*ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   05-Mar-2026
  ଜିଲ୍ଲା  
ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ   05-Mar-2026
  ଜିଲ୍ଲା  
ବଲାଙ୍ଗୀର : କିଛି ଔଷଧ ବିତରକ ସଂସ୍ଥାରେ ନିମ୍ନମାନର ଏବଂ ସ୍ୱଳ୍ପ ଅବଧି ଥିବା ଔଷଧ ମହଜୁଦ   04-Mar-2026
  ଜିଲ୍ଲା  
ରାଜାରାଜୁଡା ଅମଳର ଜଳାଶୟ ରାଣୀ ବନ୍ଧର ସୁରକ୍ଷା ଓ ପୁନଃରୁଦ୍ଧାର ପାଇଁ ବ୍ୟାପକ ଅଭିଯାନ, ସରକାରୀ ଅନୁଦାନର ସଠିକ ବିନିଯୋଗ ନହଲେ ଆନ୍ଦୋଳନ ପାଇଁ ଚେତାବନୀ ଦେଲା ରାଣୀ ବନ୍ଧ ସୁରକ୍ଷା କମିଟି   04-Mar-2026
  ଜିଲ୍ଲା  
ହୋଲିରେ ଅଘଟଣ: ରଙ୍ଗ ଖେଳ ପରେ ଗାଧୋଇବାକୁ ଯାଇ ଯୁବକ ମୃତ୍ୟୁ   04-Mar-2026

You Might Also Like