-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଦେଶ ବିଦେଶ

ରେକର୍ଡ ଭାଙ୍ଗୁଛି କରୋନା: ଆଜି କୋଭିଡ଼ ସ୍ଥିତିର ସମୀକ୍ଷା କରିବେ ପ୍ରଧାନମନ୍ତ୍ରୀ, ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ ଆଲୋଚନା- ଆଜି ମୋଦୀ ନେଲେ କୋଭିଡ଼ ର ଦ୍ଵିତୀୟ ଟିକା

08-Apr-2021



ନୂଆ ଦିଲ୍ଲୀ (ପ୍ରେରଣା ଖବର ବ୍ୟୁରୋ) : ଆଜି ଦେଶର କୋଭିଡ୍ ସ୍ଥିତି ସମୀକ୍ଷା କରିବେ ପ୍ରଧାନମନ୍ତ୍ରୀ । ଦେଶରେ ଦ୍ବିତୀୟ କରୋନା ଲହର ପ୍ରଭାବରେ ଆକ୍ରାନ୍ତଙ୍କ ସଂଖ୍ୟା ପ୍ରତିଦିନ ବୃଦ୍ଧି ପାଇବାରେ ଲାଗିଛି। ଗତବର୍ଷ କରୋନାର ପ୍ରଥମ ଲହରରେ ଦେଶ ଯେତିକି ପ୍ରଭାବିତ ହୋଇ ନଥିଲା ଏବେ କରୋନାର ଦ୍ବିତୀୟ ଲହର ଦ୍ବାରା ସ୍ଥିତି ଅଧିକ ସଂଗୀନ ହେବାରେ ଲାଗିଛି ।ବର୍ତ୍ତମାନ ଦୈନିକ କରେନା ସଂକ୍ରମଣ ସବୁ ରେକର୍ଡ ଭାଙ୍ଗି ୧ ଲକ୍ଷ ଟପି ଯାଇଛି। ଦିନକୁ ଦିନ ଦେଶରେ କରୋନା ସ୍ଥିତି ଉଗ୍ର ହେଉଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ଥରେ ଆଜି ଦେଶର ସବୁ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ମୁଖ୍ୟମନ୍ତ୍ରୀମାନଙ୍କ ସହ ଆଲୋଚନା କରିବେ। ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନ୍ ଫରେନ୍ ସିଂ ଜରିଆରେ ଆଲୋଚନା କରିବେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କୋଭିଡ୍ ଓ ଟିକାକରଣ ନେଇ ମୁଖ୍ୟମନ୍ତ୍ରୀମାନଙ୍କ ସହ ଆଲୋଚନା କରିବେ ବୋଲି ଜଣାପଡ଼ିଛି।ବିଭିନ୍ନ ରାଜ୍ୟଗୁଡ଼ିକର କରୋନା ସ୍ଥିତି ଓ ଟିକାକରଣ କାର୍ଯ୍ୟକ୍ରମ କିଭଳି ଚାଲିଛି ତାହା ହିଁ ବୈଠକର ମୁଖ୍ୟ ଏଜେଣ୍ଡା ରହିଛି। ସେହିପରି କରୋନାର ଦ୍ବିତୀୟ ସଂକ୍ରମଣକୁ ରୋକିବା ପାଇଁ କ’ଣ ସବୁ ପଦକ୍ଷେପ ନିଆଯାଇ ପାରିବ, ସେ ବିଷୟରେ ମଧ୍ୟ ଆଲୋଚନା କରାଯିବ

 

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କୋଭିଡର ଦ୍ୱିତୀୟ ଟିକା ନେଇଛନ୍ତି। ଦିଲ୍ଲୀ ସ୍ଥିତ ଏମ୍ସ ହସ୍ପିଟାଲ ଯାଇ ମୋଦି ଏହି ଟିକା ନେଇଛନ୍ତି। ମାର୍ଚ୍ଚ ୧ରେ ମୋଦି ଭାରତ ବାୟୋଟେକ ଦ୍ୱାରା ପ୍ରସ୍ତୁତ କୋଭାକ୍ସିନର ପ୍ରଥମ ଟିକା ନେଇଥିଲେ। ଏବେ ମାସେ ପରେ ପ୍ରଧାନମନ୍ତ୍ରୀ ଦ୍ୱିତୀୟ ଟିକା ନେଇଛନ୍ତ iପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟ୍ୱିଟ୍ କରି ଏ ବାବଦରେ କହିଛନ୍ତି, ସେ କୋଭିଡର ଦ୍ୱିତୀୟ ଟିକା ନେଇଛନ୍ତି। କୋଭିଡକୁ ହରାଇବା ପାଇଁ ବିଭିନ୍ନ ଉପାୟ ରହିଛି ସେଥିମଧ୍ୟରୁ ଟିକା ହେଉଛି ଅନ୍ୟତମ। ଯେଉଁମାନେ ଟିକା ନେବାକୁ ଯୋଗ୍ୟ ସେମାନେ ଟିକା ନେବା ଆବଶ୍ୟକ ବୋଲି ସେ କହିଛନ୍ତି।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like