-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ବିଶେଷ

ଆଜି ଦିନର ଜିଲ୍ଲା ଓ ରାଜ୍ୟର ପ୍ରମୁଖ ସାତୋଟି ଖବର

08-Apr-2021



(1) ଢେଙ୍କାନାଳ କଦଳୀପାଳ ଗାଁରେ ହାଣ୍ଡିଆ ପିଆକୁ କେନ୍ଦ୍ରକରି ହତ୍ୟାକାଣ୍ଡ। ଗ୍ରାହକଙ୍କ ଆକ୍ରମଣରେ ହାଣ୍ଡିଆ ବିକୁଥିବା ଡଙ୍କାବୋଲ ଗାଁର ମହିଳା ମୃତ

( 2)ରୁକୁଣା ରଥଯାତ୍ରା ନେଇ BMC ଅଫିସରେ ବୈଠକ ଶେଷ। ବିନା ଭକ୍ତରେ ରୁକୁଣା ରଥଯାତ୍ରା ନେଇ ବୈଠକରେ ନିଷ୍ପତ୍ତି। ସେବାୟତ ଓ ପୋଲିସ ରଥ ଟାଣିବା ନେଇ ବୈଠକରେ ନିଷ୍ପତ୍ତି। ଆଗକୁ ସ୍ଥିତି ଦେଖି ନିଷ୍ପତ୍ତି
 ବଦଳିପାରେ କହିଲେ ଅତିରିକ୍ତ ଜିଲ୍ଲାପାଳ

(3)ବଲାଙ୍ଗିର ରାଜେନ୍ଦ୍ର ୟନିଭରସିଟିରେ ଅନ୍‌ଲାଇନ ପରୀକ୍ଷା ଦାବି। ଅନ୍‌ଲାଇନ ପରୀକ୍ଷା ଦାବିରେ ମୁଖ୍ୟ ଫାଟକ ଆଗରେ ପିଲାଙ୍କ ଧାରଣା

(4)ଭୁବନେଶ୍ୱର ୟୁନିଟ-୧ ସ୍ଥିତ SBI ମେନ୍ ବ୍ରାଞ୍ଚ ପୁଣି ସିଲ୍ ହେଲା; ଅଧିକ ସଂକ୍ରମିତ ଚିହ୍ନଟ ହେବାରୁ ଆଉ ୪ ଦିନ ବନ୍ଦ ହେଲା; ୮ରୁ ୧୧ ତାରିଖ ପର୍ଯ୍ୟନ୍ତ ୯୬ ଘଣ୍ଟା ସିଲ୍ କଲା ବିଏମ୍‌ସି; ପୂର୍ବରୁ ବ୍ୟାଙ୍କରୁ ଏକାଧିକ ପଜିଟିଭ ଚିହ୍ନଟ ପରେ ୨ ଦିନ ସିଲ୍ ହୋଇଥିଲା

(5) ବ୍ରହ୍ମପୁର ସଦର ଥାନା ଶ୍ରୀରଙ୍ଗରାଜପୁର ଗାଁରେ ବୋମାମାଡ଼। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବିଳମ୍ବିତ ରାତିରେ ବୋମାମାଡ଼। ଘଟଣାସ୍ଥଳରେ ପହଞ୍ଚି ସଦର ଥାନା ପୋଲିସର ତଦନ୍ତ ଜାରି

(6)ଯାଜପୁର: ପୋଖରୀରୁ ମଣିଷ କଙ୍କାଳ ଉଦ୍ଧାର; ସଦର ଥାନା କପିଳେଶ୍ୱର ବଣିଆପଡ଼ାର ଏକ ପୋଖରୀରୁ ଉଦ୍ଧାର; ସୂଚନା ପାଇ ପହଞ୍ଚିଲା ସଦର ପୋଲିସ; ତନାଘନା ଆରମ୍ଭ.

(7) କୋରୋନା ସଂକ୍ରମଣ ନେଇ ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସଙ୍କ ପ୍ରତିକ୍ରିୟା। ‘ସଂକ୍ରମଣ ବୃଦ୍ଧି ପାଉଥିବା ରାଜ୍ୟରୁ ଓଡ଼ିଶା ଆସିଲେ ହେବ RT-PCR ଟେଷ୍ଟିଂ। ବାହାର ରାଜ୍ୟରୁ ଆସୁଥିବା ଲୋକମାନେ ୭ ଦିନ ସଙ୍ଗରୋଧରେ ରହିବେ ’: ନବ ଦାସ.*


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like