-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||     

HOME   ଜିଲ୍ଲା

କରୋନାରେ ଆକ୍ରାନ୍ତ ରାଜ୍ୟସଭା ସାଂସଦ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଶୀଘ୍ର ଆରୋଗ୍ୟ ପାଇଁ ନୁରବୀ ମା ଙ୍କ ମଜାର ସରିଫ ରେ ଶ୍ରଦ୍ଧା ସୁମନ ଅର୍ପଣ l

18-Oct-2020



ସମ୍ବଲପୁର(ସଞ୍ଜିବ ପାଣିଗ୍ରାହୀ ଙ୍କ ରିପୋର୍ଟ): ରାଜ୍ୟସଭା ସାଂସଦ ତଥା ବିଜୁ ଜନତା ଦଳ ର ବରିଷ୍ଠ ଉପ ସଭାପତି ପ୍ରସନ୍ନ ଆଚାର୍ଯ୍ୟଙ୍କ କରୋନା ପୋଜିଟିଭ ରିପୋର୍ଟ ବାହାରିଲା ପରେ ସେ ବର୍ତ୍ତମାନ ଭୁବନେଶ୍ୱର ରେ ଚିକିତ୍ସାଧୀନ ଅଛନ୍ତି । ତାଙ୍କର ଶୀଘ୍ର ଆରୋଗ୍ୟ କାମନା କରି ରାଜ୍ୟର ଅନେକ ସ୍ଥାନ ରେ ବିଜେଡି କର୍ମକର୍ତ୍ତା ଓ ସମର୍ଥକ ମାନେ ପୂଜା ତଥା ଦୀପ ପ୍ରଜ୍ୱଳନ ପୂର୍ବକ ପ୍ରାର୍ଥନା କରିଛନ୍ତି । ଏହି ମର୍ମରେ ଆଜି ସ୍ଥାନୀୟ ପୀର ବାବା ଛକ ସ୍ଥିତ ନୁରବି ମା ଙ୍କ ମଜାର ସରିଫ ରେ ଶ୍ରଦ୍ଧା ସୁମନ ଅର୍ପଣ କରି ତାଙ୍କର ଶୀଘ୍ର ଆରୋଗ୍ୟ କାମନା କରି ପ୍ରାର୍ଥନା କରିଥିଲେ ବହୁ ଦଳୀୟ କର୍ମୀ ତଥା ସମର୍ଥକ। ଅପରାହ୍ଣରେ ୫ ଘଟିକା ସମୟରେ ବିଜେଡି ସଂଖ୍ୟା ଲଘୁ ପୂର୍ବତନ ସଭାପତି ଜାଫର ଅଲ୍ଲୀ ଖାନ ଙ୍କ ନେତୃତ୍ୱ ରେ ବହୁ ଦଳୀୟ କର୍ମୀ ତଥା ସମର୍ଥକ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ l 

     ଏହି କାର୍ଯ୍ୟକ୍ରମ ରେ ପୂର୍ବତନ ବିଜେଡି ଜ଼ିଲ୍ଲା କାର୍ଯ୍ୟକାରୀ ସଭାପତି ଅଶୋକ ସେନାପତି, ବିଜୁ ଯୁବ ଜନତା ଦଳ ରାଜ୍ୟ ସାଧାରଣ ସମ୍ପାଦକ ହୀରାଲାଲ ବେହେରା, ବିଜୁ ଯୁବ ଜନତା ଦଳ ରାଜ୍ୟ ସମ୍ପାଦକ ମନୋଜ ମହାପାତ୍ର ଙ୍କ ସମେତ ବରିଷ୍ଠ ବିଜେଡି କର୍ମୀ ଏମଡି ଅଜୁ, ଯୁବ ସମାଜସେବୀ ଭଗତ ସିଂ, ବିଜୁ ସୃତି କମିଟି ସଭାପତି ପ୍ରଶାନ୍ତ ଥାପା, ସୟଦ ସାଜିଦ, ସୟଦ ଅବଦୁଲ ଗଫର, ଏମଡି ଶେଖ ରବାନି, ଏମଡି ମାସୁକ, ଏମଡି ମୁସ୍ତାକ ଖାନ, ଏମଡି ଇରଫାନ, ଶେଖ ହସିନ, ଏମଡି ରହିମ,ଏମଡି ଦାୟୁଦ, ରାଜ କୁମାର ସାହୁ, ସରୋଜ ସାହୁ ପ୍ରମୁଖ ଉପସ୍ଥିତ ରହି ସମୂହ ଶ୍ରଦ୍ଧା ସୁମନ ଅର୍ପଣ କରି ଶ୍ରୀ ଆଚାର୍ଯ୍ୟଙ୍କ ଆଶୁ ଆରୋଗ୍ୟ କାମନା କରିଥିଲେ। ଏହି କାର୍ଯ୍ୟକ୍ରମ ରେ ସମସ୍ତ କୋଭିଡ ନିୟମ ପାଳନ କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026

You Might Also Like