-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ରାଜ୍ୟ

ଓଡିଶାର ବାଜିଗର ବନିଛନ୍ତି ନବୀନ

08-Apr-2021



ଭୁବନେଶ୍ବର,(ଶୁଭାଶିଷ ନାୟକ): ଓଡିଶାର ବାଜିଗର ବନିଛନ୍ତି ନବୀନ ! ଏଭଳି କାହିଁକି କୁହାଯାଉଛି । କାରଣ ହେଲା ଦିର୍ଘ ୨୦ବର୍ଷ ପରେ ମଧ୍ୟ ନବୀନଙ୍କ ଶାସନରେ କଳାଦାଗ ଲଗେଇପାରି ନାହିଁ ବିରୋଧି । ତାମାନେ ନୁହଁ କି ମୁଖ୍ୟମନ୍ତ୍ରୀ ସ୍ବଚ୍ଛ ! କିନ୍ତୁ ଦିର୍ଘବର୍ଷ ଧରି ରାଜ୍ୟରେ ଅନେକ ବଡ ବଡ ଦୁର୍ନୀତି ହୋଇଛି । ସିଏ ରାଜଧାନୀ ଉପରେ ଜମିଘୋଟାଲା ହେଉ କି ଡାଲି ଦୁର୍ନୀତି ଏମିତି ଚିଟଫଣ୍ଡ ଠୁ ଆରମ୍ଭ କରି ଖଣି ଘୋଟାଲା ଭଳି ବଡବଡ ଘୋଟାଲା ରହିଛି । ହେଲେ ଏତେ ସବୁ ପରେ ମଧ୍ୟ ବିଜେଡି ସରକାର ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପରେ ତାର କୌଣସି ପ୍ରଭାବ ପକାଇ ପାରି ନାହିଁ । ଏତେସବୁ ପରେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ରାଜନୈତିକ ଗୋଟିଚାଲଣା ଯୋଗୁଁ ରାଜ୍ୟରେ ଥିବା ୨ବିରୋଧି ଦଳ ବିଜେପି ଓ କଂଗ୍ରେସ ପ୍ରାୟ ସୁପ୍ତ ପଡିରହିଛନ୍ତି । ଦଳ କଥାଛାଡନ୍ତୁ ଯିଏଯାର ସ୍ବାସ୍ଥ୍ୟ ହାସଲ କରିବାରେ ବ୍ୟସ୍ତ । ହଁ ହୁଏତ ପ୍ରଧାନମନ୍ତ୍ରୀଙ୍କ ଲୋକ ପ୍ରିୟତାକୁ ପାଥେୟକରି ବିଜେପି ରାଜ୍ୟରେ ହୋହାଲ୍ଲା କରୁଛି । ତଥାପି ଦଳ ଭିତରେ ଥିବା ଗୋଷ୍ଠୀ ବିବାଦ ଓ ମେରୀରାୟ ନୀତି ଯୋଗୁଁ ଦଳ ଆଗକୁ ଯାଇପାରୁ ନାହିଁ । ବିଜେପି ଉପର ଠାଉରିଆ ଭାବରେ ବିଜେଡିକୁ ବିରୋଧ କରୁଛନ୍ତି । ବେଳେବେଳେ ନବୀନଙ୍କ କାର୍ଯ୍ୟକୁ ପ୍ରଶଂସାରେ ପୋତି ପକାଉଛନ୍ତି କେନ୍ଦ୍ର ମନ୍ତ୍ରୀଗଣ । ଏମିତିରେ ବିଜେଡି ଓ ବିଜେପି ଭିତରେ ଭିତିରି ବୁଝାବଣା ରହିଥିବା ଜନମାନସରେ ଏକ ଧାରଣା ସୃଷ୍ଟି ହେଉଛି । ଯାହାର ଫାଇଦା ନିରଙ୍କୁଶ ଭାବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନେଇ ଚାଲିଛନ୍ତି । ଏତେବଡ ଚିଟଫଣ୍ଡ ଘୋଟାଲାରେ ସିବିଆଇ ତଦନ୍ତ ବେଳେ ରାଜ୍ୟ ଉଠୁଥିଲା ପଡୁଥିଲା ଏବଂ ଶାସକ ଦଳର ବିଧାୟକ, ନେତା ମଧ୍ୟ ଗିରଫ ହୋଇଥିଲେ ହଠାତ ଭାବରେ ସିବିଆଇ ତଦନ୍ତରେ ସିଥିଳତା ଦେଖାଦେବା ପଛରେ ନବୀନଙ୍କ ରାଜନୈତିକ ଗୋଟିଚାଳଣା ତଥା ମ୍ୟାନେଲ କଳା ସାମ୍ନାରେ ସବୁ..? ସେଥିପାଇଁ ବୋଧହୁଏ ନବୀନଙ୍କୁ ବାଜିଗର ବୋଲି କହୁଛନ୍ତି ରାଜନୈତିକ ସମୀକ୍ଷକ ।
 

 

 

 


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like