-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ରାଜ୍ୟ

କୋଭିଡ କଟକଣା କୁ ଫୁ ରେ ଉଡାଇ ଦେଲେ ଖୋଦମନ୍ତ୍ରୀ, ବିଧାୟକ ଓ ପୋଲିସ ପ୍ରଶାସନ

08-Apr-2021



ସାଲେପୁର(ଦୀପକ କୁମାର ଷଡଙ୍ଗୀ) : ପଣ୍ଡିତ ପୁଅ ମାଙ୍କଡ଼ ମାରିଲେ ଦୋଷ ନାହିଁ, ଆମେ କହୁଛୁ ଆଜି ହୋଇଥିବା ସାଲେପୁର ହାଇସ୍କୁଲ ନୂତନ ଅଡିଟରୀୟମ ଏବଂ ସାଲେପୁର ସ୍ୱୟଂସାଶିତ  ମହାବିଦ୍ୟାଳୟ ର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କଥା ଖୋଦ ଅରୁଣ ସାହୁ ଯିଏକି ନବୀନବାବୁଙ୍କ ଅନୁଷରଣ ରେ ପରିଚାଳିତ ସିଏ କେମିତି ସଭା ସମିତି କରିପାରିଲେ, ଓଡିଶା ସରକାର ନବମ କ୍ଲାସ୍ ଏକାଦଶ ପିଲାଙ୍କ ପାଠପଢା ବନ୍ଦକରିଥିବା ବେଳେ ସେହି ସ୍କୁଲର ପିଲାଙ୍କୁ ଧରି ଓ ମହାବିଦ୍ୟାଳୟ ରେ ସଭାସମିତି କଲେ ଏଥିରେ କଣ ପିଲାଙ୍କ ପାଠ ପଢାଠୁ ସଭାରେ ଯୋଗଦେବା ଏତେ ଗୁରୁତର ,ଏବେ

ଏହା ବୃଦ୍ଧିଯିବି ମହଲରେ ଚର୍ଚ୍ଚା ହେଉଛି। ଖୋଦ ମନ୍ତ୍ରୀ ପ୍ରତାପଜେନା ଆଇନମନ୍ତ୍ରୀ ଯିଏକି ମାହାଙ୍ଗା ନିର୍ବାଚନ ମଣ୍ଡଳୀରେ ଚର୍ଚ୍ଚାରେ ଥିବା ବେଳେ ସିଏକଣ ଜାଣିପାରିଲେ ନାହିଁ ମାହାଙ୍ଗାରେ ଜଣେ କୋଭିଡି ରେ ମୃତ୍ୟୁ ବରଣ କରିଥିବା ସମୟରେ ସାଲେପୁର ରେ ଏତେ ବଡ଼ ସାହସ କଲେ କିପରି କଣ ନିଜେଆଇନମନ୍ତ୍ରୀ ବୋଲି? ବିଧାୟକ ପ୍ରଶାନ୍ତ ବେହେରା ବିନା ମାକ୍ସରେ ଖୁଲମଖୁଲା ସଭାରେ ଯୋଗଦେଉଛନ୍ତି 

ହଜାର ହଜାର କର୍ମୀଙ୍କ ଗ୍ରହଣରେ ସିଏ କଣ? କଟକରେ କରନାଙ୍କ ସଂଖ୍ୟାଦିନକୁ ଦିନ ବଢୁଛି ବୋଲି ଜାଣି ନାହାନ୍ତି ନାଁ ଖୋଦ ଆଇନ ମନ୍ତ୍ରୀ ଏବଂ ନବୀନଙ୍କ ଖାସ୍ ମନ୍ତ୍ରୀ ଅରୁଣ ସାହୁ ଙ୍କ ସାହସରେ ଏତେବଡ଼ ମିଟିଙ୍ଗ ର ଅୟଜନ କଲେ।ପୋଲିସ ପ୍ରଶାସନ କରୁଛି କଣ? ଦୋକାନୀ ମାକ୍ସ ନପିନ୍ଧିଲେ ଏବଂ ଦୂରତା ବଜାୟ ନରଖିଲେ ମୋଟାଅଙ୍କର ଫାଇନ କାଟୁଛନ୍ତି କିନ୍ତୁ ଏଠି ବିଧାୟକ ଏବଂ ବହୁତ କର୍ମୀ ବିନା ମାକ୍ସରେ ଅଛନ୍ତି ପୋଲିସ ଏହାଦେଖି ନୀରବ ସାଜିଛି କିପରି? ।ଏବେ ଏହା ସାଲେପୁର ଅଞ୍ଚଳରେ ଜୋର ଚର୍ଚ୍ଚା ର ବିଷୟ ପାଲଟିଛି ଯେ ଏହି ଅଞ୍ଚଳ ରେ ଶାସକ ଦଳ କରୋନା ମଞ୍ଜି ର ବିହନ  ବିନା ମୂଲ୍ୟରେ ବାଣ୍ଟିବାକୁ ଆସିନଥିଲେ ତ?


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like