-+91-9937148622 |

prerana_bgr@rediffmail.com |

  Sunday 1st November 2026 |

| | | |

R.N.I. Regd No. ODIODI/2010/46693

Breaking News

ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   (01-Nov-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ    (01-Nov-2026)       ||      ୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ    (01-Nov-2026)       ||      ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||      ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||      ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   (31-Oct-2026)       ||      ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   (31-Oct-2026)       ||      ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   (31-Oct-2026)       ||      ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   (31-Oct-2026)       ||      ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   (31-Oct-2026)       ||      ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   (31-Oct-2026)       ||      ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   (31-Oct-2026)       ||     

HOME   ରାଜ୍ୟ

ଗତ ୨୪ ଘଣ୍ଟାରେ ରାଜ୍ୟରେ ୮୭୯ ଜଣ କରୋନା ପଜିଟିଭ୍ ଚିହ୍ନଟ । ସମୁଦାୟ ୮୭୯ ପଜିଟିଭ୍ କେସ୍‌ ମଧ୍ୟରୁ କ୍ୱାରେଣ୍ଟିନରୁ ୫୧୮ ଜଣ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍‌ ହେଉଛି ୩୬୧

08-Apr-2021



ଭୁବନେଶ୍ୱର(ପ୍ରେରଣା ଖବର ବ୍ୟୁରୋ) : କରୋନାର ଦ୍ୱିତୀୟ ଲହରର କୋପ ରାଜ୍ୟରେ ଦେଖିବାକୁ ମିଳିଲାଣି। ଦିନକୁ ଦିନ ଲମ୍ବ ଡିଆଁ ମାରି ଆଖି ପିଛୁଳାକେ ମାଡ଼ି ଚାଲିଛି ସଂକ୍ରମଣ। କିଛି ଦିନ ପୂର୍ବେ ରାଜ୍ୟରେ ଦୈନିକ ୫୦୦ ପାଖାପାଖି ସଂକ୍ରମିତ ଚିହ୍ନଟ ହେଉଥିବା ବେଳେ ଗତକାଲି ଏହା ୮୦୦ ପାଖାପାଖି ପହଞ୍ଚି ଯାଇଥିଲା। ହେଲେ ଆଜି ଏହା ୯୦୦ ମୁହାଁ ହୋଇଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୮୭୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।ସମୁଦାୟ ୮୭୯ ପଜିଟିଭ୍ କେସ୍‌ ମଧ୍ୟରୁ କ୍ୱାରେଣ୍ଟିନରୁ ୫୧୮ ଜଣ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍‌ ହେଉଛି ୩୬୧ଟି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪୪ ଜଣ ଚିହ୍ନଟ ହୋଇଛନ୍ତି। ଏହି ଜିଲ୍ଲାରୁ ଗତକାଲି ୧୧୮ ଜଣ ପଜିଟିଭ ଚିହ୍ନଟ ହୋଇଥିଲେ। ଖୋର୍ଦ୍ଧା ପଛକୁ ରହିଛି ସୁନ୍ଦରଗଡ଼ ଜିଲ୍ଲା। ଏହି ଜିଲ୍ଲାରୁ ୧୩୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି!!

 ଅନୁଗୋଳରେ ୨୦ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରେ ୨୨, ବରଗଡ଼ରେ ୫୩, ଭଦ୍ରକରେ ୧୭, ବଲାଙ୍ଗିରରେ ୨୬, ବୌଦ୍ଧରେ ଜଣେ, କଟକରେ ୫୦, ଦେବଗଡ଼ରେ ଜଣେ, ଗଜପତିରେ ଜଣେ, ଗଞ୍ଜାମରେ ୩୧, ଜଗତସିଂହପୁରରେ ୨, ଯାଜପୁରରେ ୧୫, ଝାରସୁଗୁଡ଼ାରେ ୨୩, କଳାହାଣ୍ଡିରେ ୪୩, କନ୍ଧମାଳରେ ୫, କେନ୍ଦ୍ରାପଡ଼ାରେ ୯, କେନ୍ଦୁଝରରେ ୨୫, କୋରାପୁଟରେ ୫, ମୟୂରଭଞ୍ଜରେ ୨୯, ନବରଙ୍ଗପୁରରେ ୧୯, ନୟାଗଡ଼ରେ ୬, ନୂଆପଡ଼ାରେ ୬୧, ପୁରୀରେ ୪୫, ରାୟଗଡ଼ାରେ ୧୩, ସମ୍ବଲପୁରରେ ୪୮ ଓ ସୋନପୁରରେ ୨ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ ପୁଲ୍‌ରୁ ୩୨ ଜଣ ଚିହ୍ନଟ ହୋଇଛନ୍ତି*ଭୁବନେଶ୍ୱର* : ୮୭୯ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ପଜିଟିଭ୍ ସଂଖ୍ୟା ୩,୪୫,୫୨୬ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୩,୩୮,୬୬୨ ଜଣ ସୁସ୍ଥ ହୋଇସାରିଛନ୍ତି। ୪,୮୮୮ ଜଣ ଚିକିତ୍ସାଧୀନ ଅଛନ୍ତି। ଅନ୍ୟପକ୍ଷରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୯୨୩ରେ ପହଞ୍ଚିଛି!!


News Comment




Photo in News

Advertisment
Lastest News
  ଜିଲ୍ଲା  
ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   01-Nov-2026
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ   01-Nov-2026
  ଜିଲ୍ଲା  
ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   01-Nov-2026
  ରାଜ୍ୟ  
ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା   01-Nov-2026
  ଜିଲ୍ଲା  
କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ   01-Nov-2026
  ଜିଲ୍ଲା  
ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   01-Nov-2026
  ଜିଲ୍ଲା  
ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ   01-Nov-2026
  ଜିଲ୍ଲା  
ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ   01-Nov-2026
  ଜିଲ୍ଲା  
ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   01-Nov-2026
  ଜିଲ୍ଲା  
ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   01-Nov-2026
  ଜିଲ୍ଲା  
ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Nov-2026

You Might Also Like