-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||     

HOME   ଜିଲ୍ଲା

ଆଦିବାସୀ କଲ୍ୟାଣ ସଂଘ ଚଙ୍ଗରିଆ ଶାଖା ପକ୍ଷରୁ ଏକ ପ୍ରସ୍ତୁତି ବୈଠକ

18-Oct-2020



ଖପ୍ରାଖୋଲ (ଗୋରେଖନାଥ ବରିହା) ବଲାଙ୍ଗୀର ଜିଲ୍ଲା ଖପ୍ରାଖୋଲ ବ୍ଳକ ଚଙ୍ଗରିଆ ପଞ୍ଚାୟତ ର ଆଦିବାସୀ କଲ୍ୟାଣ ସଂଘ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ସଂଘ ର ସଭାପତି ବିଭିଷଣ ବରିହା ଙ୍କ ଅଧ୍ୟକ୍ଷତାରେ ହୋଇଯାଇଛି । ଏଥିରେ ଗ୍ରାମାଞ୍ଚଳ ଗୁଡ଼ିକ ରେ ଆଦିବାସୀ ମାନେ ଅନେକ ସରକାରୀ ସହାୟତାରୁ ବଂଚିତ ହେଉଥିବା , ବିଧବା ଭତ୍ତା ,ଜନ ମଙ୍ଗଳ ଯୋଜନା ସହାୟତା , ପ୍ରଧାନମନ୍ତ୍ରୀ ଆବାସ, ମୋବଗିଚା , ଗାଈ ଗୁହାଳ ଆଦି ଯୋଜନାରେ ସାମିଲ ହୋଇ କିପରି ଲାଭ ଉଠେଇପାରିବା ସେନେଇ ଆଲୋଚନା କରାଯିବା ସହ ଉପସ୍ଥିତ ସରପଞ୍ଚ ଓ ସମିତି ସଭ୍ୟାଙ୍କୁ ସଂଘ ପକ୍ଷରୁ ଦୃଷ୍ଟି ଆକର୍ଷଣ କରାଯାଇଥିଲା । ବର୍ତମାନ କରୋନା ବିପତ୍ତି ମୁକାବିଲା ପାଇଁ ସରକାର ଲକ୍ ଡାଉନ୍ ସଟଡାଉନ ରେ ସ୍କୁଲ କଲେଜ , କନ୍ୟାଶ୍ରମ ସେବାଶ୍ରମ ଗୁଡିକବନ୍ଦ ରହୁଥିବା ଯୋଗୁଁ ପିଲାମାନଙ୍କୁ ଘର ପାଠପଢିବା ଯତ୍ନବାନ ହେବାକୁ ଅନୁରୋଧ କରାଯାଇଥିଲା। ଚଙ୍ଗରିଆରେ ସ୍ଥାପିତ କନ୍ୟାଶ୍ରମ କୁ ହାଇସ୍କୁଲ କରିବାକୁ ବିଭାଗ ଅଧିକାରୀ ଙ୍କ ଦୃଷ୍ଟି ଆକର୍ଷଣ କରିବା କୁ ନିଷ୍ପତ୍ତି ନିଆଯାଇଥିଲା। ହାଇସ୍କୁଲ ନିର୍ମାଣ ପାଇଁ ସରକାରୀ ଜମି ରହିଥିବା ହେତୁ ବିଭାଗିୟ ଅଧିକାରୀ ତୁରନ୍ତ ଜମି ଚିହ୍ନଟ କରି ଆବଶ୍ୟକ ପଦକ୍ଷେପ ନେବାକୁ ଆଦିବାସୀ କଲ୍ୟାଣ ସଂଘ ପକ୍ଷରୁ ଦାବି କରାଯାଇଛି।। କରୋନା କଟକଣା ହେତୁ ସମସ୍ତେ ମାସ୍କ ପିନ୍ଧି ସାମାଜିକ ଦୂରତା ରକ୍ଷା କରିଥିଲେ । ସଂଘ ର ଏକ ବୈଠକ ଗୃହ ନିର୍ମାଣ ପାଇଁ ନିଷ୍ପତ୍ତି ନିଆଯାଇଥିଲା । ଦୁନ୍ଦେଲ ଗ୍ରାମ ର ଗୈାନ୍ତିଆ ପ୍ରମୋଦ କୁମାର ବଡକା ୫ ଡିସିମିଲ ଜମି ସଂଘ କୁ ଦାନ ଦେବା କୁ ମତ ଦେଇଥିଲେ । ଆସନ୍ତା ତା ୨୫.୧୦ ରେ ସଂଘ ର ସଭା ଗୃହ ନିର୍ମାଣ ପାଇଁ ଗୈାନ୍ତିଆ ପ୍ରମୋଦ କୁମାର ବଡକା ଙ୍କ ଦାନ ଦେବା କୁ ଥିବା ଜମି ରେ ବିଜୟା ଦଶମୀ ଦିନ ଭୂମି ପୂଜା କରିବା କୁ ନିଷ୍ପତ୍ତି ନିଆଯାଇଥିଲା। ଏଥିରେ ଜଗନ୍ନାଥ ଧରୁଆ , ପ୍ରମୋଦ ଧରୁଆ,ଗଜିନ୍ଦ୍ର ବର୍ଗେ , କୁରେଶ୍ଵର ବରିହା, ଭଗବାନ ଧରୁଆ ,ବିଦ୍ୟା ବରିହା , ପ୍ରମୋଦ କୁମାର ବଡକା , ବଂଶିଧର ବୁଡ଼େକ ,ଦୁତିବାହାନ ଧରୁଆ , ଶ୍ରୀବତ୍ସ ଧରୁଆ ,ବେଲାରସେନ ବନଗୁଲା , ଥବିର ଧରୁଆ , ନରେନ୍ଦ୍ର ବରିହା ବଲଭଦ୍ର ଧରୁଆ , ବିନୋଦ ରାୟ , ପ୍ରେମରାଜ ଧରୁଆ ,ରାଜ ଧରୁଆ ପ୍ରମୁଖ ଉପସ୍ଥିତ ଥିଲେ ।ସଂଘ ସଂପାଦକ ଗୋରେଖନାଥ ବରିହା ସଭାପରିଚାଲନା କରିଥିବା ବେଳେ ଜଗନ୍ନାଥ ଧରୁଆ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026

You Might Also Like