-+91-9937148622 |

prerana_bgr@rediffmail.com |

  Monday 29th June 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   (29-Jun-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    (29-Jun-2026)       ||      ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ   (29-Jun-2026)       ||      *ମଦ ବିକ୍ରୀ ବନ୍ଦ ସହ ଗ୍ରାମ ର ବିଭିନ୍ନ ସମସ୍ୟା ନେଇ ମହିଳାଙ୍କ ବଜ୍ର ଶପଥ*   (29-Jun-2026)       ||      ବାଟରେ ଅଟକିଗଲା ଆମ୍ବୁଲାନ୍ସ, ଏକ କିଲୋମିଟର ଦୂରକୁ ଷ୍ଟ୍ରେଚରରେ ବୁହାହେଲେ ରୋଗୀ   (29-Jun-2026)       ||      ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   (29-Jun-2026)       ||      ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   (29-Jun-2026)       ||      ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   (29-Jun-2026)       ||      ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   (28-Jun-2026)       ||      ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ    (28-Jun-2026)       ||      ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ    (28-Jun-2026)       ||      ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   (28-Jun-2026)       ||      ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ    (28-Jun-2026)       ||      *ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   (28-Jun-2026)       ||      ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   (28-Jun-2026)       ||      ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (28-Jun-2026)       ||      ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   (28-Jun-2026)       ||      ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (27-Jun-2026)       ||      ସୁଜାତା ଙ୍କୁ ସାକ୍ଷାତ କରି ସ୍ୱାଗତ ଜଣାଇଲେ ଗିରିରାଜ   (27-Jun-2026)       ||      ବଙ୍ଗୋମୁଣ୍ଡା ମଣ୍ଡି ରେ ପଡ଼ିଛି ଧାନ ବିଜେଡ଼ି ର ବିକ୍ଷୋଭ ପ୍ରଦର୍ଶନ   (27-Jun-2026)       ||     

HOME   ରାଜ୍ୟ

ଟାଟା ପାୱାର’ ଦାୟିତ୍ଵ ନେବା ପରଠୁ ୭ ମାସ ମଧ୍ୟରେ ବିଦ୍ୟୁତ ଶୁକ୍ଳ ଦୁଇ ଥର ୟୁନିଟ୍ ପିଛା ୫୦ପଇସା ବୃଦ୍ଧି

09-Apr-2021



ଭୁବନେଶ୍ୱର:(ଶୁଭାଶିଷ ନାୟକ)କରୋନା ମହାମାରୀର ତାଣ୍ଡବ ଲୀଳାରେ ଗରିବ ଓ ମଧ୍ୟବିତ୍ତ ଲୋକଙ୍କ ଆର୍ଥିକ ମେରୁଦଣ୍ଡ ଭାଙ୍ଗି ପଡିଥିବା ବେଳେ ଏବେ ପୁଣି ‘ଟାଟା ପାୱାର’ର ଅହେତୁକ  ବର୍ଦ୍ଧିତ ବିଦ୍ୟୁତ୍ ଶୁଳ୍କ ଲୋକଙ୍କ ଆର୍ଥିକ ଚିନ୍ତାକୁ ବହୁଗୁଣିତ କରିଦେଇଛି।  ‘ଟାଟା ପାୱାର’ କମ୍ପାନୀ ବିତରଣ ଦାୟିତ୍ଵ ନେବା ପରଠାରୁ ଗତ ୭ମାସ ମଧ୍ୟରେ ବିଦ୍ୟୁତ ଶୁକ୍ଳ ଦୁଇ ଥର ୟୁନିଟ୍ ପିଛା ୫୦ପଇସା ବୃଦ୍ଧି ଘଟିଛି।

ନୁତନ ଦର ଅନୁସାରେ ୨୦୦ ୟୁନିଟ୍ ବ୍ୟବହାର କାରୀଙ୍କ ପାଇଁ ୟୁନିଟ୍ ପିଛା ୫ ଟଙ୍କା ୬୦ ପଇସା ଓ ୪୦୦ରୁ ଅଧିକ ୟୁନିଟ୍ ବ୍ୟବହାର କାରିଙ୍କ ପାଇଁ ୟୁନିଟ୍ ପିଛା ୬ଟଙ୍କା ୨୦ପଇସା ଦେବାକୁ ପଡ଼ୁଛି।କିନ୍ତୁ ଆମ ରାଜ୍ୟରେ ବିଦ୍ୟୁତ୍ ଉତ୍ପାଦନର କ୍ରୟ ୟୁନିଟ୍ ପିଛା ୩୦ପଇସା ପଡ଼ୁଥିବା ବେଳେ ଉପଭୋକ୍ତାଙ୍କ ପାଇଁ ଦୁଇଗୁଣରୁ ଅଧିକ ବୃଦ୍ଧି କରାଯାଇଛି। ତେଣୁ ଏହାକୁ ଦୃଷ୍ଟିରେ ରଖି  ବର୍ଦ୍ଧିତ ଦର କୁ ଯଥାଶୀଘ୍ର ପ୍ରତ୍ୟାହାର  ଦାବିରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟି( ମାସ୍କବାଦୀ) ଭୁବନେଶ୍ୱର କମିଟି ତରଫରୁ ପ୍ରସ୍ତାବିତ ବିଦ୍ୟୁତ ଶୁକ୍ଳ ମୂଲ୍ୟବୃଦ୍ଧି ବିଦ୍ୟୁତ କଷ୍ଟମର କେୟାର ଆଗରେ ବିକ୍ଷୋଭ ପ୍ରତିବାଦ କରାଯାଇ ସରକାର ଙ୍କ ଉଧେଶ୍ୟରେ ଦାବିପତ୍ର ପ୍ରଦାନ କରାଯାଇଛି । 

ଆଜିର ଏହି   ବିକ୍ଷୋଭ ପ୍ରତିବାଦରେ ଦଳ ପକ୍ଷରୁ ସି ପି ଆ ଇ ଏମ୍ ର ରାଜ୍ୟ ସମ୍ପାଦକ ମଣ୍ଡଳୀ ସଦସ୍ୟ ଜଗନ୍ନାଥ ମିଶ୍ର ,ସୁରେଶ ପାଣିଗ୍ରାହୀ ,ପ୍ରଦୀପ୍ତ ନାୟକ, ତପସ୍ୱୀ ପ୍ରହରାଜ, ପ୍ରଭାତ ପାଣିଗ୍ରାହୀ ,ବସନ୍ତ ସାହୁ ସମେତ ଦଳର ଶତାଧିକ କର୍ମୀ  ପ୍ରମୁଖ ଉପସ୍ଥିତ ରହି ଏହି ଜନବିରୋଧୀ ବିଦ୍ୟୁତ ମୂଲ୍ୟବୃଦ୍ଧି ସମ୍ପର୍କରେ ନିଜ ନିଜର ଅଭିଭାଷଣ ରଖିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   29-Jun-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    29-Jun-2026
  ଜିଲ୍ଲା  
ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ   29-Jun-2026
  ଜିଲ୍ଲା  
*ମଦ ବିକ୍ରୀ ବନ୍ଦ ସହ ଗ୍ରାମ ର ବିଭିନ୍ନ ସମସ୍ୟା ନେଇ ମହିଳାଙ୍କ ବଜ୍ର ଶପଥ*   29-Jun-2026
  ଜିଲ୍ଲା  
ବାଟରେ ଅଟକିଗଲା ଆମ୍ବୁଲାନ୍ସ, ଏକ କିଲୋମିଟର ଦୂରକୁ ଷ୍ଟ୍ରେଚରରେ ବୁହାହେଲେ ରୋଗୀ   29-Jun-2026
  ଜିଲ୍ଲା  
ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   29-Jun-2026
  ଜିଲ୍ଲା  
ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   29-Jun-2026
  ଜିଲ୍ଲା  
ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   29-Jun-2026
  ଜିଲ୍ଲା  
ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   28-Jun-2026
  ଜିଲ୍ଲା  
ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ   28-Jun-2026
  ଜିଲ୍ଲା  
ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ   28-Jun-2026
  ଜିଲ୍ଲା  
ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   28-Jun-2026

You Might Also Like