-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ଇଟାଭାଟି ପାଇଁ ନେଉଥିବା କେନ୍ଦୁଗଣ୍ଡି ସହ ଟ୍ରାକ୍ଟର ଜବତ, ପାଞ୍ଚ ଜଣ ଗିରଫ

09-Apr-2021



ବୌଦ୍ଧ(ଶ୍ରୀବନ୍ତମେହେର)କଂଟାମାଳ ବନାଞ୍ଚଳ ଅନ୍ତର୍ଗତ ଉମା ବିଟ ଅଧିନସ୍ଥ ତେନ୍ତୁଲିମୁଣ୍ଡା ଗ୍ରାମର ଭଗବାନ ରଣା ଇଟା ପୋଡ଼ିବା ପାଇଁ କେନ୍ଦୁ ଗଣ୍ଡି ନିଜର ଟ୍ରାକ୍ଟର  ଓଡି ୧୫ ପି ୮୭୩୮ ନଂ ଯୋଗେ ରାତିଅଧିଆ  ଆଣୁଥିବା ସମୟରେ ଜଙ୍ଗଲ ନିଆଁ ଲିଭାଇବା ପାଇଁ ଯାଇଥିବା ଘଣ୍ଟାପଡ଼ା ସେକ୍ସନର ଫରେଷ୍ଟର ରଂଜନ କୁମାର ସେଠୀ ବିଶ୍ଵସ୍ତ ସୂତ୍ରରୁ ଖବର ପାଇ କଣ୍ଟାମାଳ ରେଞ୍ଜରଙ୍କୁ ଖବର ଦେଇଥିଲେ । ସେ ସମୟରେ ଉପସ୍ଥିତ ଥିବା ବୌଦ୍ଧ ଜିଲ୍ଲା ଜଙ୍ଗଲ ବିଭାଗର ସହକାରୀ ବନ ସଂରକ୍ଷକ ରାଜେନ୍ଦ୍ର ଗୋଛାୟତଙ୍କ ନେତୃତ୍ଵରେ ଏକ ଟିମ୍ ଆସି ଟ୍ରାକ୍ଟର ସହ କାଠ ଜବତ କରି ମାଲିକ / ଡ୍ରାଇଭର ଭଗବାନ ରଣା (୩୫) ଙ୍କୁ ଗିରଫ କରାଯାଇଛି । ଏହାସହ ସହଯୋଗୀ ବିଷ୍ଣୁ ରଣା ,ସୁମନ୍ତ ରଣା, ଅହନ ବିଶି, କପିଳେଶ୍ୱର ରଣା ଙ୍କୁ ଗିରଫ କରିଛି ବନ ବିଭାଗ। ଏହା ସହଏହି ଟିମ୍ ରେ ଶ୍ରୀ ଗୋଛାୟତଙ୍କ ସହିତ କଣ୍ଟାମାଳ ରେଞ୍ଜର କ୍ଷୀରାବ୍ଧି ପ୍ରଧାନ, ବନପାଳ ରଂଜନ ସେଠୀ, ରମାକାନ୍ତ କଅଁର, ବନରକ୍ଷୀ ପ୍ରଦୀପ ସାହୁ, ପ୍ରଶାନ୍ତ ବାରିକ, ସୁବ୍ରତ ପ୍ରଧାନ, ମାଳତୀ ମାଝୀ ପ୍ରମୁଖ ସାମିଲ ଥିଲେ ।ପ୍ରକାଶଯୋଗ୍ୟ ଯେ ଗତକାଲି ମଧ୍ୟ ଏକ୧୦ଚକିଆ ଟ୍ରକ୍ କାଠ ସହ ଜବତ ଘଟଣାର ୨୪ ଘଣ୍ଟାନପୁରୁଣୁ ଆଉ ଗୋଟିଏ କାଠ ବୋଝେଇ ଟ୍ରାକ୍ଟର ଧରାପଡ଼ିବା ବନ ବିଭାଗର ପାରିବା ପଣିଆକୁ ଚ୍ୟାଲେଞ୍ଜ ଦେଉଛନ୍ତି କାଠ ମାଫିଆ ବୋଲି ଜନସାଧାରଣରେ ଆଲୋଚନା ହେଉଛି 


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like