-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ସୋନପୁର : ଏମ୍ ଇ ସ୍କୁଲ୍ ସ୍ଥାନାନ୍ତରକୁ ଦୁମେରପାଲି ଗ୍ରାମବାସୀଙ୍କ ବିରୋଧ

09-Apr-2021



ସୁବର୍ଣ୍ଣପୁର,ବଘିଆ(ପ୍ରେରଣା ଖବର): ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ୍ ବଘିଆ ପଞ୍ଚାୟତ ଅନ୍ତର୍ଗତ ଦୁମେରପାଲି ଗ୍ରାମରେ ଥିବା ପ୍ରାଥମିକ ବିଦ୍ୟାଳୟକୁ ସ୍ଥାନାନ୍ତର କରିବାର ଯୋଜନା ସରକାର କରିଛନ୍ତି । ଏହି ସ୍କୁଲ ୧୯୭୧ ମସିହାରେ ନିର୍ମାଣ ହୋଇଥିଲା । ବର୍ତମାନ ସ୍କୁଲର ଛାତ୍ରଛାତ୍ରୀ ସଂଖ୍ୟା ୩୦ ଜଣରୁ ଉର୍ଦ୍ଧ୍ବ । ସରକାରୀ ନିୟମ ଅନୁଯାୟୀ ୨୦ ଜଣରୁ କମ ଛାତ୍ର ଛାତ୍ରୀ ଥିଲେ ସ୍କୁଲ ନିକଟସ୍ଥ ସ୍କୁଲ ସହ ମିଶିଯାଏ । କିନ୍ତୁ କେଉ ଉଦ୍ଦେଶ୍ୟରେ ସ୍କୁଲକୁ ବଘିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସହ ମିଶିବାର ଯୋଜନା କରାଯାଉଛି ଏକ ପ୍ରଶ୍ନବାଚୀ । ଦୂମେରପାଲି ଏକ ଆଦିବାସୀପ୍ରବଣ ଗ୍ରାମ ଅଟେ । ଏ ଅଞ୍ଚଳର ଲୋକେ ଚାଷ ଉପରେ ନିର୍ଭର କରୁଥିବା ବେଳେ ଶିକ୍ଷl ଏବଂ ସ୍ବାସ୍ଥ୍ୟ ଦୃଷ୍ଟିରୁ ପଛୁଆ । ଏଠାରୁ ଯଦି ସ୍କୁଲ ବାଘିଆକୁ ଉଠିଯାଇ ତେବେ ଶିକ୍ଷl କ୍ଷେତ୍ରରେ ପଛୁଆ ହୋଇ ରହିଯିବ  । ଆର୍ ଟି ଇ ଆକ୍ଟ ଅନୁଯାୟୀ ସମସ୍ତେ ଶିକ୍ଷl ପାଇବାର ଅଧିକାର ଅଛି । ସରକାର ସ୍କୁଲକୁ ଅନ୍ୟତ୍ର ସ୍ଥାନାନ୍ତର କରୁଥିବା ଯୋଗୁ ଗୋଟିଏ ଅଞ୍ଚଳର ଶିଶୁ ମାନଙ୍କୁ ଶିକ୍ଷlରୁ ବଞ୍ଚିତ କରୁଛନ୍ତି । ବଘିଆରୁ ଦୁମେରପାଳି ଗ୍ରାମ ପ୍ରାୟ ୧ କି.ମି ୨୦୦ ମିଟର ହୋଇଥିବା ବେଳେ ଏହି ରାସ୍ତା ଦେଇ ଭାରିଜାନ ଚଲାଚଲ ହୁଏ । ଏଣୁ ଅଭିଭାବକ ମାନେ ନିଜ ଶିଶୁ ମାନଙ୍କୁ ଛାଡ଼ିବା ପାଇଁ ମଣୁ ନାହାନ୍ତି । ଗ୍ରାମବାସୀ ମାନେ ଗତ ତା ୮.୪.୨୦୨୧ ରେ ଗଣ ଶିକ୍ଷା ନିର୍ଦ୍ଦେଶକଙ୍କୁ ଲେଖି ଜଣାଇଛନ୍ତି । ଏଣୁ ସରକାର ଏ ଦିଗରେ ଦୃଷ୍ଟି ଦେଇ ସ୍କୁଲ  ସ୍ଥାନାନ୍ତର ନ କଲେ ଗ୍ରାମବାସୀ ଉପକୃତ ହେବେ । ଯଦି ସରକାର କୌଣସି ପଦକ୍ଷେପ ନ ନିଅନ୍ତି ତେବେ ଦୂମେରପାଳି ଗ୍ରାମବାସୀ ବାଧ୍ୟ ହୋଇ ବି ଇ ଓ ଅଫିସ ଘେରାଉ କରିବେ ବୋଲି ତୀବ୍ର ଚେତାବନୀ ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like