-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ରାଜନୀତି

ଟିଟିଲାଗଡରେ ଟ୍ରାଫିକ ସମସ୍ୟାର ସମାଧାନ ଦିଗରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ- ଆଜି ବହୁ ପତୀକ୍ଷିତ ଓଭର ବ୍ରିଜ୍‌ର ଶୁଭ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ- କଂଗ୍ରେସ କଲା ସ୍ୱାଗତ, ବଲାଙ୍ଗୀର ସାଂସଦଙ୍କ ରେଳମନ୍ତ୍ରୀ ଙ୍କ ସହ ଆଲୋଚନା ପରେ ଏହା ସଫଳ ହେଲା- ବିଜେପି  

09-Apr-2021



ଟିଟିିଲାଗଡ଼,( ପ୍ରେରଣା ଖବର): ଆଜି ସଂଧ୍ୟା ୫ ଟା ସମୟରେ ଭିଡିଓ କନଫେରନର୍ସିଂ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟିଟିଲାଗଡ଼ର ଓଭର ବ୍ରିଜ୍‌କୁ ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି । ଗୋଟିଏ ପଟେ ଏହାକୁ ନେଇ ବିଜେଡି ଶିବିରରେ ଉତ୍ସାହ ପରିଲକ୍ଷିତ ହେଉଥିବା ବେଳେ ବିଜେପି ଓ କଂଗ୍ରେସ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ବହୁ ପ୍ରତୀକ୍ଷିତ ଓଭରବ୍ରିଜ୍ ଉଦ୍‌ଘାଟନ କୁ ସ୍ୱାଗତ କରିଛନ୍ତି । 
  ସୂଚନାଯୋଗ୍ୟ ଯେ ଧୀର୍ଘ ୫ଠ ବର୍ଷ ହେଲା ଟିଟିଲାଗଡ଼ବାସୀ ଏହି ଓଭରବ୍ରିଜ୍ ନିର୍ମାଣ ପାଇଁ ଦାବି କରି ଆସୁଥିବା । ଏଠାକାର ଟ୍ରାଫିକ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଓଭରବ୍ରିଜ୍ ଜରୁରୀ ଥିଲା । ଏଥିପାଇଁ ଅତୀତରେ ଆନେକ ଆନ୍ଦୋଳନ ମଧ୍ୟ ହୋଇଛି । ତେବେ ଆଜି ହେବାକୁ ଥିବା ଏହି ଓଭର ବ୍ରିଜ୍ ଉଦ୍‌ଘାଟନକୁ ଦଳମତ ନିର୍ବିଶେଷରେ  ସ୍ୱାଗତ କରାଯାଇଛି ।  ବିଜେପି ଟିଲାଗଡ଼ ଓଭର ବ୍ରିଜ୍ ପ୍ରସଙ୍ଗରେ ଏକ ପ୍ରେସ୍ ମିଟ୍ କରିଛି । ବହୁ ବର୍ଷରୁ ଦାବି ହୋଇ ଆସୁଥିବା ଓଭର ବ୍ରିଜ୍ ନିର୍ମାଣ ସଂପୂର୍ଣ୍ଣ ହୋଇଥିଲେ ହେଁ ଉଦ୍‌ଘାଟନକୁ ଆହୁରି ଦୁଇ ମାସ ଆଗକୁ ଗଡାଇ ନେବା ସୂଚନା ମିଳିବା ପରେ ଟିଟିଲାଗଡ଼ ବିଜେପି କର୍ମୀ ମାନେ ଶୀଘ୍ର ବ୍ରିଜ୍ ର ଉଦ୍‌ଘାଟନ କରିବାକୁ ବଲାଙ୍ଗୀର ସାଂସଦ ସଙ୍ଗୀତା କୁମାରୀ ସିଂଦେଓଙ୍କ ଠାରେ ଦାବି କରିଥିଲେ । ସାଂସଦ ଶ୍ରୀମତୀ ସିଂଦେଓ ପାର୍ଲାମେଣ୍ଟରେ ରେଳ ମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଥିବାରୁ ଆଜି ରେଳ ଓଭର ବ୍ରିଜ୍ ଉଦ୍‌ଘାଟନ ହେଉଛି । ଏଥିପାଇଁ ଟିଟିଲାଗଡ଼ବାସୀ ବଲାଙ୍ଗୀର ସାଂସଦ ସଙ୍ଗୀତା କୁମାରୀ ସିଂଦେଓ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ଟିଟିଲାଗଡ଼ ବିଧାୟିକା ଟୁକୁନି ସାହୁ ଙ୍କୁ ବିଶେଷ କୃତଜ୍ଞତା ଜ୍ଞାପନ କରିଛନ୍ତି । ଏଥିସହ ଟିଟିଲାଗଡ଼ରେ ଦେଖାଯାଇଥିବା ପାନୀୟ ଜଳ ସମସ୍ୟା ଓ ଡାକ୍ତରଖାନାରେ ଖାଲି ପଡିଥିବା ଡାକ୍ତର ପଦବୀପୂରଣ ପାଇଁ ରାଜ୍ୟ ସରକାରଙ୍କ ଦୃଷ୍ଟି ଆକଷର୍ଘଣ କରିଛନ୍ତି । ଏହି ସାମ୍ବାଦିକ ସମ୍ମିଳନୀରେ ଟିଟିଲାଗଡ଼ ନଗର ସଭାପତି ପ୍ରଶାନ୍ତ ଷଡଙ୍ଗୀ, ମିଡିଆ ସେଲ୍ ପ୍ରଭାରୀ ଆଲୋକ ନାୟକ, ସାଂସଦଙ୍କ ପ୍ରତିନିଧି ଗୁଲାବ ସୋନୀ, ନଗର ସଂପାଦକ ପ୍ରଶାନ୍ତ ମହାନ୍ତି, କୁନା ଭାଟି, ସୁନୀଲ ଆଚାର୍ଯ୍ୟ, ସୁଧୀର ଘଡେଇ, ସଂଯୋଜକ ସଂଜୟ ତ୍ରିପାଠୀ, ରାଜେଶ ଅଗ୍ରୱାଲ ଲିଙ୍ଗରାଜ ନାୟକ, ଅଜୟ ବେହେରା, ସୋନୁ ଶ୍ରେଷ୍ଠ ପ୍ରମୁଖ ଉପସ୍ଥିତ ଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like