-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ଯୁବକଙ୍କ ଗଳିତ ମୃତ ଦେହ ଉଦ୍ଧାର ହତ୍ୟା ନା ଆତ୍ମହତ୍ୟା ସନ୍ଧେହ ଘେରରେ

09-Apr-2021



ଗଞ୍ଜାମ (ଉମା ମହାରଣା): ଖଲିକୋଟ ଥାନା ଅନ୍ତର୍ଗତ ବି. ନୂଆପଲି ରେ ଘଟିଛି ଏକ ଅଭାବନିୟ ଘଟଣା । ସୀମାଞ୍ଚଳ ଦାସ (୧୮)ଙ୍କ ମୃତ ଦେହ ଏହି ଗ୍ରାମର ଜନ୍ହା ପଡିଆ ରେ ଥିବା ଏକ କୂଅ ରୁ ଠାବ କରାଯାଇଛି । ସେ ଦ୍ରିଘ ଦୁଇ ମାସ ହେଲା ନିଖୋଜ ଥିଲେ । ଘଟଣା ସ୍ଥଳରେ  ବେଗୁନିଆପଡା ଫାଣ୍ଡି ଅଧିକାରୀ ଦୀପ୍ତି ରଞ୍ଜନ ବେହେର , ଖଲିକୋଟ ପୋଲିସ , ,କୋଦଳା ଦମକଳ ବାହିନୀ ପହଂଚି ଶବକୁ ଉଦ୍ଧାର କରିଛନ୍ତି ।

ଘଟଣା ରୁ ପ୍ରକାଶ ସୀମାଞ୍ଚଳ ଙ୍କ କୋଦଳା ଥାନା ଅନ୍ତର୍ଗତ ଦାନପୁର ହୋଇ ଥିବା ବେଳେ ଦୀର୍ଘ ଦିନ ହେଲା ବାପା ଟୁଙ୍ଗୁରୁ ଙ୍କ ସହ  କୋଦଳା ଥାନା  ବିରିବାଟିଆ ମାମୁ ଘରେ ରହୁଥିଲେ । ପରିବାର ଙ୍କ କହିବା ପ୍ରକାରେ ସୀମାଞ୍ଚଳ କିଛି ଦିନ ତଳେ ଦିନେ ସନ୍ଧ୍ୟାରେ ଝାଡା ଯିବାକୁ କହି ଆଉ ଫେରି ନ ଥିଲେ।ପରିବାର ଲୋକ ଖୋଜାଖୋଜି କରିଥିଲେ ମଧ୍ୟ କୌଣସି ଖବର ପାଇ ନ ଥିଲେ। ପ୍ରକାଶ ଥାଉ କି ଉକ୍ତ ସ୍ଥାନରେ ଚୋରା ମଦ ବିକ୍ରି ହେଉଥିବା କାରଣ ରୁ ଘଟିଛି ନା ପ୍ରେମ ସମ୍ପର୍କ ରୁ ନା ଅନ୍ୟ କୌଣସି କାରଣରୁ ହୋଇଛି ତାହା ସବ୍ୟ ବ୍ୟବଛେଦ ପରେ ଜଣା ପଡିବ


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like