-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଅପରାଧ

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ଅବସ୍ଥା ଗୁରୁତର ହେବାରୁ ବୁର୍ଲା ହସ୍ପିଟାଲକୁ ସ୍ଥାନାନ୍ତରିତ- ଦୁଇ ଆକ୍ରମଣକାରୀଙ୍କୁ ଗିରଫ କଲା ସଦର ପୋଲିସ

09-Apr-2021



ବଲାଙ୍ଗୀର,(ସନ୍ତୋଷ କୁମାର ଠାକୁର) ବଲାଙ୍ଗୀରରେ ଦିନକୁ ଦିନ ଅସାମାଜିକ କାର୍ଯ୍ୟକଳାପ ବୃଦ୍ଧି ପାଇବାରେ ଲାଗିଛି । ଦିନ ଦ୍ୱିପହରରେ ଚାଲିଛି ଅପରାଧ, ନରାହଜାନି ମାରପିଟ ଓ ଆକ୍ରମଣ । ଏପରି ଅପରାଧିକ କାର୍ଯ୍ୟକଳାପ ଏବେ ସହରରେ ସୀମତି ନହୋଇ ଗ୍ରାମାଚଂଳକୁ ବ୍ୟାପିବାରେ ଲାଗିଛି । ସୂଚନା ମତେ, ଆଜି  ଦିନ ୧ଟା ସମୟରେ ବଲାଙ୍ଗୀର ସଦର ବ୍ଲକ କୁଟୁମଡୋଲା ଗ୍ରାମରେ ଗୋଟିଏ ଗୋଷ୍ଠୀର ଦୁଇ ଜଣ ଯୁବକ ସୁରେଶ ବରିହା ଓ ଶ୍ୟାମ ଚିନ୍ଦା ନିଜ ଗାଁ ହୃଷୀକେଶ ସାହୁ ନାମକ ଜଣେ ଯୁବକଙ୍କୁ ଘରରୁ ଡାକିନେଇ ମରଣାନ୍ତକ ଆକ୍ରମଣ କରିଥିଲେ । ହୃଷିକେଶଙ୍କ ପତ୍ନୀ ସଂଯୁକ୍ତା ଏମାନଙ୍କୁ ବାରଣ କରିବାରୁ ଏମାନେ ସଂଯୁକ୍ତାକୁ ମଧ୍ୟ ମାରପିଟ କରି ଅଶ୍ଲୀଳ ଭାଷାରେ ଗାଳିଗୁଳଜ କରିଥିଲେ । ଏପରିକି ସଂଯୁକ୍ତାଙ୍କ ଠାରୁ ଆକ୍ରମଣକାରୀ ମାନେ ଗୋଟିଏ ମୋବାଇଲ ଓ ୧ଠ ହଜାର ଟଙ୍କା ଛଡାଇ ନେଇଥିଲେ । ପରେ ଏମାନେ ଦୁଇ ଜଣ ମିଶି ହୃଷୀକେଶକୁ କୌଣସି ଧାରୁଆ ଅସ୍ତ୍ରରେ ଆକ୍ରମଣ କରି ଲହୁଲୁହାଣ କରି ଦେଇଥିଲେ । ଆକ୍ରମଣରେ ହୃଷୀକେଶଙ୍କ ପେଟରେ ଆଘାତ ଲାଗିବା ସହ ବାମ ହାତର ପାପୁଲି କଟିଯାଇଛି । ଦୁଇ ଆକ୍ରମଣକାରୀ ସୁରେଶ ବରିହା ଓ ଶ୍ୟାମ ଚିନ୍ଦା ପ୍ରଚୁର ମଦ ପିଇଥିବା ବେଳେ ଶୁରେଶ ନାଁ ରେ ପୂର୍ବରୁ ମଧ୍ୟ ବିଭିନ୍ନ ମାମଲାରେ ଅପରାଧିକ ରେକର୍ଡ ରହିଥିବା ଜଣା ପଡିଛି । ପରେ ସାମ୍ବାଦିକ ବିଶ୍ୱମୟ ପୂଜାରୀ ଓ ଗାଁ ର କିଛି ସହୃଦୟ ବ୍ୟକ୍ତିଙ୍କ ଉଦ୍ୟମରେ ହୃଷୀକେଶଙ୍କୁ ବଲାଙ୍ଗୀରଭୀମ ଭୋଇ ମେଡିକାଲ କଲେଜ ଓ ହସ୍ପିଟାଲରେ ଭର୍ତ୍ତି  କରାଯାଇଥିଲା । ହୃଷୀକେଶଙ୍କ ରକ୍ତଶ୍ରାବ ବନ୍ଦ ନହେବା ସହ ଅବସ୍ଥା ଗୁରୁତର ଥିବାରୁ ଡାକ୍ତର ତାଙ୍କୁ ବୁର୍ଲା ଭୀମସାରଙ୍କୁ ସ୍ଥାନାନ୍ତର କରିବା ପାଇଁ ପରାମର୍ଶ ଦେଇଛନ୍ତି । ଆକ୍ରମଣକାରୀ ଦୁଇ ଜଣଙ୍କୁ ବଲାଙ୍ଗୀର ସଦର ପୋଲିସ ଗିରଫ କରିଥିବା ବେଳେ ଆକ୍ରମଣର ପ୍ରକୃତ କାରଣ ଏ ପର୍ଯ୍ୟନ୍ତ ଜଣାପଡି ନାହିଁ । ଜିଲ୍ଲାରେ ଶାନ୍ତିଶୃଙ୍ଖଳା ବଜାୟ ରଖିବା ପାଇଁ ଏପରି ଅପରାଧିକ ତତ୍ତ୍ୱ ମାନଙ୍କୁ ଦମନ କରାଯିବା ଓ କଡା ଦଣ୍ଡ ଦିଆଯିବାକୁ  ସାମ୍ବାଦିକ ବିଶ୍ୱମୟ ପୂଜାରୀ ଜିଲ୍ଲା ପ୍ରଶାସନକୁ ନିବେଦନ କରିଛନ୍ତି । 


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like