-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଅପରାଧ

ସାଲେପୁର କଲେଜ ଓ ହାଇସ୍କୁଲ ରେ କୋଭିଡ ସମୟରେ ଉଦଘାଟନ ଓ ଶିଳାନ୍ୟାସ କୁ ନେଇ ସାଲେପୁର ବିଜେପି ପକ୍ଷରୁ ଥାନା ରେ ଏତଲା

09-Apr-2021



ସାଲେପୁର: ସାଲେପୁର ସରକାରୀ ଉଚ୍ଚବିଦ୍ୟାଳୟ ର ନବୀକରଣ ଓ ଅଡ଼ିଟୋରିୟମ ର ଶୁଭ ଉଦଘାଟନ ଉତ୍ସବରେ ରେ ଉଦଘାଟକ ଭାବେ ମନ୍ତ୍ରୀ ପ୍ରତାପ ଜେନା,ମୁଖ୍ୟଅତିଥି ଭାବେ ଉଚ୍ଚଶିକ୍ଷା ମନ୍ତ୍ରୀ ଡ଼ଃ ଅରୁଣ ସାହୁ ଓ ସାଲେପୁର ବିଧାୟକ ପ୍ରଶାନ୍ତ ବେହେରା ଏହି ଉତ୍ସବ ରେ ଯୋଗଦାନ।ସେପରି ସାଲେପୁର ସ୍ୱୟଂଶାସିତ ମହାବିଦ୍ୟାଳୟ ର ସୈକ୍ଷିକ ଭବନ,ଛାତ୍ରାବାସ ଶ୍ରେଣୀ ପ୍ରକୋଷ୍ଠ ର ସମ୍ପ୍ରସାରଣ ଓ ନବୀକରଣ ର ଶୁଭ ଶିଳାନ୍ୟାଶ ଉତ୍ସବ ରେ ମନ୍ତ୍ରୀ ପ୍ରତାପ ଜେନା,ମନ୍ତ୍ରୀ ଅରୁଣ ସାହୁ ଓ ସାଲେପୁର ବିଧାୟକ ପ୍ରଶାନ୍ତ ବେହେରା ଯୋଗଦେବା ସାଧାରଣ ରେ ଚର୍ଚ୍ଚା ଜୋରଧରିଛି।କୋଭିଡ଼ ସମୟ ରେ ଏହି ଦୁଇଟି ସର୍ବ ପୁରାତନ ଶିକ୍ଷାନୁଷ୍ଠାନ ରେ କିପରି ଯୋଗଦେଲେ ଦୁଇଟି ମନ୍ତ୍ରୀ ଓ ବିଧାୟକ ।କୋରନା ର ପ୍ରକୋପ ବୃଦ୍ଧି ପାଇବାକୁ ଲାଗିଥିଲା ବେଳେ  

ନେତାମାନଙ୍କ ର ସଭାସମିତି ରୁ ମୋହଛାଡୁ ନଥିବା ଦେଖିବାକୁ ମିଳିଛି।ଏଠାରେ ଉଲେଖନିୟ ଯେ ସହ ସଂଖ୍ୟା ରେ ଛାତ୍ର ଛାତ୍ରୀ ଙ୍କୁ ଏକାଠି କରି ସଭାକରିବାକୁ ଅନୁମତି କିଏ ଦେଲେ ଅଞ୍ଚଳ ରେ ଚର୍ଚ୍ଚା ହେଉଥିବା ବେଳେ ଆଜି ସାଲେପୁର ବିଜେପି ପକ୍ଷରୁ ସାଲେପୁର ଥାନା ଏତଲା ଦିଆଯାଇଥିବା ଦେଖିବାକୁ ମିଳିଛି।ବିଦ୍ୟାଳୟ ଓ ମହାବିଦ୍ୟାଳୟ ରେ କୋଭିଡ ନିୟମ କିପରି  ୨ଜଣମନ୍ତ୍ରୀ,ବିଧାୟକ ଉଲଘଂନ କଲେ ତାହା ବିଜେପି ପକ୍ଷରୁ ଦର୍ଶାଇଛି। (ଦୀପକ କୁମାର ଷଡଙ୍ଗୀ ଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like