-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଆଇନ ଶିକ୍ଷାର ପରିଚାଳନାକୁ ଆହୁରି ବିକେନ୍ଦ୍ରୀକରଣ କିମ୍ବା କୋସଲାଂଚଳରେ ଆଇନ ବିଶ୍ୱବିଦ୍ୟାଳୟର ସ୍ଥାପନା ଦାବୀ

10-Apr-2021



ବଲାଙ୍ଗିର(ପ୍ରେରଣା ଖବର): କୋସଲାଂଚଳ, ହାଇକୋର୍ଟର ସ୍ଥାୟୀ ବେଂଚ ଠୁଁ ଅରମ୍ଭ କରି ରାଜନୈତିକ ତଥା ପ୍ରଶାସନୀକ ବିକେନ୍ଦ୍ରୀକରଣ ଦାବୀ କରି ଆସୁଥିବା ସମୟରେ ରାଜ୍ୟ ସରକାର ସବୁକିଛି କଟକ ଓ ଭୂବନେଶ୍ୱରରେ କେନ୍ଦ୍ରୀଭୁତ କରିବାରେ ଲାଗିଛନ୍ତି । କେନ୍ଦ୍ରୀଭୁତ କରିବାର ଏହି ଅପସଂସ୍କୃତିରେ ଅନ୍ୟ ଏକ ପ୍ରୟାସ ସଦ୍ୟ ଆରମ୍ଭ ହୋଇଥିବା କୋସଲାଂଚଳର ସମସ୍ତ ଆଇନ ମହାବିଦ୍ୟାଳୟ ଗୁଡିକର ସମସ୍ତ ଶୈକ୍ଷିକ କାର୍ଯ୍ୟକଳାପକୁ କଟକ ସ୍ଥିତ ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ଅଧିନକୁ ନେଇଯିବା ।ଏହାପରେ କୋସଲାଂଚଳ ସମସ୍ତ ଆଇନ ମହାବିଦ୍ୟାଳୟ ଗୁଡିକର ପରିକ୍ଷା ପରିଚାଳନା, ସାର୍ଟିଫିକେଟ ପ୍ରଦାନ ଆଦି ସମସ୍ତ କାର୍ଯ୍ୟ ଯାହାକି ସମ୍ବଲପୁର ବିଶ୍ୱବିଦ୍ୟାଳୟ ଅଧିନରେ ପରିଚାଳିତ ହେଉଥିଲା କଟକରୁ ପରିଚାଳିତ ହେବ ଏବଂ ଆଇନ ଶିକ୍ଷାଗ୍ରହଣ କରୁଥିବା ବିଦ୍ୟାର୍ଥୀମାନେ ପ୍ରତ୍ୟେକ କାର୍ଯ୍ୟ ପାଇଁ କଟକ ଦଉଡିବାକୁ ବାଧ୍ୟ ହେବେ । ପ୍ରଶାସନୀକ ବିକେନ୍ଦ୍ରୀକରଣ ଦ୍ୱାରା ସବୁବେଳେ ସାଧାରଣ ନାଗରୀକଙ୍କ ହିତ ସାଧିତ ହେବାରେ ସହାୟକ ହେଉଥିବା ବେଳେ ଓଡିଶା ସରକାର ଏହିପରି କାର୍ଯ୍ୟକଳାପ କୋସଲାଂଚଳ ଗରୀବ ଜନସାଧାରଣଙ୍କ ପାଇଁ ଦୁର୍ବିସହ ହୋଇଯାଉଛି ।ଶିକ୍ଷାକୁ ସୁଲଭ କରିବା ପାଇଁ କୋସଲାଂଚଳବସୀ ବିଭିନ୍ନ ସମୟରେ ବିଶ୍ୱବିଦ୍ୟାଳୟ ଦାବୀ କଲାପରେ କଳାହାଣ୍ଡି ଓ ବଲାଙ୍ଗିର ଠାରେ ବିଶ୍ୱବିଦ୍ୟାଳୟ ଗଠିତ ହୋଇଛି । ଏହି ସମୟରେ ଆଇନ ଶିକ୍ଷାର ପରିଚାଳନାକୁ କଟକ ସ୍ଥାନାନ୍ତରିତ କରି ଆଇନ ଶିକ୍ଷା ଗ୍ରହଣ କରିବାରେ ଇଛୁକ ଥିବା ଶିକ୍ଷାର୍ଥୀ ମାନଙ୍କ ବୋଝ ବଢାଯିବା ଦୁଃର୍ଭାଗ୍ୟଜନକ ।
ସରକାରଙ୍କର ଏହିପରି ସବୁକିଛି କେନ୍ଦ୍ରୀଭୁତ କରିବାର ପ୍ରୟାସକୁ କୋସଲ ରାଜ୍ୟ ସମନ୍ୱୟ ସମିତି ଘୋର ନିନ୍ଦା କରିବା ସହ ଏହି   ପ୍ରେସ ବିଜ୍ଞପ୍ତି ଜରିଆରେ ଦାବୀ ଉପସ୍ଥାପିତ କରେ ଯେ, ଆଇନ ଶିକ୍ଷାର ପରିଚାଳନାକୁ ଆହୁରି ବିକେନ୍ଦ୍ରୀକରଣ କରାଯାଇ କୋସଲାଂଚଳରେ ରହିଥିବା ବିଭିନ୍ନ ବିଶ୍ୱବିଦ୍ୟାଳୟର ଅନ୍ତର୍ଭୂକ୍ତ କରାଯାଉ କିମ୍ବା କୋସଲାଂଚଳରେ ଅନ୍ୟ ଏକ ଆଇନ ବିଶ୍ୱବିଦ୍ୟାଳୟ ଗଠନ କରି ସମସ୍ତ ଆଇନ ମହାବିଦ୍ୟାଳୟକୁ ତା ସହ ଅନୁବନ୍ଧିତ କରାଯାଉ ବୋଲି କୋସଲ ରାଜ୍ୟ ସମନ୍ୱୟ ସମିତିର କେନ୍ଦ୍ରୀୟ ଅଧ୍ୟକ୍ଷ  ପ୍ରମୋଦ କୁମାର ମିଶ୍ର ଜଣେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like