-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ପାନୀୟଜଳ ସମସ୍ୟା ନେଇ ଗ୍ରାମରେ ତୀବ୍ର ଉତ୍ତେଜନା, କାର୍ଯ୍ୟନୁଷ୍ଠାନ ଦାବି

10-Apr-2021



ଟିଟିଲାଗଡ,(ପ୍ରେରଣା ଖବର): ଗ୍ରୀଷ୍ମ ଋତୁର  ଆରମ୍ଭରୁ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଲାଗି ରହିଥିବା ବେଳେ ଟିଟିଲାଗଡ ଉପଖଣ୍ଡ ଅଞ୍ଚଳରେ ଏ ସମସ୍ୟାର ସମାଧାନ କରିବା ନିମନ୍ତେ ବାରମ୍ବାର ଦାବି ହୋଇ ଆସୁଛି । ଏପରି କି ତତଲାଗଡ଼ ବୋଲା ଯାଉଥିବା ଟିଟିଲାଗଡରେ ଜଳଛତ୍ର ଟିଏ  ବି ହୋଇଅପାରିନି । ଅପରପକ୍ଷରେ ଅଂଶୁଘାତର ଶିକାର ସାଧାରଣ ହେବା ଦେଖାଯାଉଛି । ଏଭଳି ସ୍ଥିତିରେ ଟିଟିଲାଗଡ ଉପଖଣ୍ଡ ନିକଟସ୍ଥ ବିଭିନ୍ନ ଗ୍ରାମାଞ୍ଚଳରେ ପରିସ୍ଥିତି  ମାତ୍ରାଧିକ ଭାବେ ଅଣାୟତ  ହୋଇ ପଡିଛି । ସେହିପରି ଏହି ପାନୀୟ ଜଳ ସମସ୍ୟା ନେଇ ଟିଟିଲାଗଡ ଥାନା ଅନ୍ତର୍ଗତ ସିରୁଲ ଗ୍ରାମରେ ପାନୀୟଜଳ ପାଇଁ ଗ୍ରାମବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଯିବା

ସହ ଗ୍ରାମବାସୀ ସରପଞ୍ଚଙ୍କ ସହ ଅନ୍ୟ ସରକାରୀ କର୍ମଚାରୀ ଙ୍କ ମଧ୍ୟରେ ବେଶ ପାଟିତୁଣ୍ଡ ହେବା ସହ ପରିସ୍ଥିତି ଅଣାୟତ ହୋଇ ପଡ଼ିଥିଲା । ସୂଚନା ଅନୁଯାୟୀ ଏହି ସିରୁଲ ଗ୍ରାମ ପଞ୍ଚାୟତରେ ଦୁଇଗୋଟି ନଳକୂପ ଉପରେ ନିର୍ଭର କରୁଥିବା ୱାର୍ଡବାସି ଘଣ୍ଟାଘଣ୍ଟା ଧରି ଅପେକ୍ଷା କରିବା ସହ ଖରାରେ ପାନୀୟଜଳ ପାଇଁ ନିର୍ଭର କରୁଥିବା ବେଳେ ଏ ନେଇ ପାନୀୟଜଳ ପାଇଁ ଥିବା ନଳକୂପ  ନିକଟରେ ସୋପକୀଟ କିମ୍ବା ପାଇପଲାଇନ ବ୍ୟବସ୍ଥା ନ ଥିବାରୁ ଲୋକେ ଅଳିଆ, ଆବର୍ଜନାମୟ ପରିବେଶରେ ଅଧିକ ଦୁର୍ଦ୍ଦଶାର ସମ୍ମୁଖିନ ହେଉଛନ୍ତି । ଏ ନେଇ ଏହି ପାଇପ ଲାଇନ ଯୋଗେ ଅବା ସୋପକୀଟ ବ୍ୟବସ୍ଥା ପାଇଁ ବାରମ୍ବାର

ସରପଞ୍ଚ, ବିଡ଼ିଓ,ତଥା ସମସ୍ତ ଅଧିକାରୀ ଙ୍କୁ ଗୁହାରି କରି ନିରାଶ ହୋଇ ଟିଟିଲାଗଡ ଉପଜିଲ୍ଲାପାଳ ସୋମେସ ଉପାଧ୍ୟାୟଙ୍କୁ ଗୁହାରି କରି ଥିଲେ । ଉପଜିଲ୍ଲାପାଳ ଏ ନେଇ ତୁରନ୍ତ ଉକ୍ତ ପାଇପଲାଇନ କିମ୍ବା ସୋପକୀଟ ନିର୍ମାଣ କାର୍ଯ୍ୟ ଆରମ୍ଭ କରିବାକୁ କହିଥିଲେ । ହେଲେ ଉକ୍ତ  ଗ୍ରାମର ହରିଜନ ପଡା ନିବାସୀ ଏହାର ବିରୋଧ କରି ଥିଲେ । ସେମାନେ ଉକ୍ତ ନଳ କୂଅ ରୁ ସେମାନେ ପାଣି ନେବା ସହ ଡ୍ରେନ ବା ନାଳ ନିର୍ମାଣ ପାଇଁ ଦାବି କରିଥିଲେ  । ତେବେ ଉକ୍ତ ନିର୍ମାଣ କାର୍ଯ୍ୟ କୁ ବିରୋଧ କରି ଆଜି ଗ୍ରାମର ଉଭୟ ପକ୍ଷ ରୁ ତୀବ୍ର ଉତେଜନା ପ୍ରକାଶ ପାଇଥିଲା । ଏପରି କି ସରପଞ୍ଚ ଓ ଅନ୍ୟ ସରକାରୀ ଅଧିକାରୀଙ୍କ ସହ ବେଶ ଧସ୍ତାଧସ୍ତି ପରିସ୍ଥିତି ସୃଷ୍ଟି ହୋଇଥିଲା ।   ଏ ନେଇ ଟିଟିଲାଗଡ ଥାନା ଏ ଏସ ଆଇ ଖେମସିଙ୍ଗ ମାଝୀ ସୂଚନା ପାଇ ଘଟଣାସ୍ଥଳରେ ପହଞ୍ଚି ସମସ୍ୟା ଅନୁଧ୍ୟାନ କରିଥିବା ବେଳେ ତୁରନ୍ତ ଏ ନେଇ ବିଭାଗୀୟ ଉଚ୍ଚ ଅଧିକାରୀ ଦୃଷ୍ଟି ଦେଇ ଏହି ପାନୀୟଜଳ ସମସ୍ୟା ଦୂର କରନ୍ତୁ ବୋଲି ଗ୍ରାମବାସୀ ଦାବି କରିଛନ୍ତି । ସେହିପରି ପାନୀୟଜଳ ସାଧାରଣ କିପରି ସଠିକ ଭାବେ ପାଇପାରିବେ ସେ ନେଇ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି ହେଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like