-+91-9937148622 |

prerana_bgr@rediffmail.com |

  Tuesday 30th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ସ୍ଥିତ ଗଙ୍ଗାଧର ମେହର କ୍ଲବରେ ସ୍ୱର୍ଗତ ଭଗବାନସାହୁଙ୍କ ୯୬ ତମ ଜୟନ୍ତୀ ଉତ୍ସବ ପାଳିତ   (30-Jun-2026)       ||      ଅଜଣା ଗାଡ଼ି ଧକ୍କା ରେ ମୋଟରସାଇକଲ ଚାଳକ ମୃତ*   (30-Jun-2026)       ||      ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା    (29-Jun-2026)       ||      ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   (29-Jun-2026)       ||      ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   (29-Jun-2026)       ||      ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   (29-Jun-2026)       ||      ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   (29-Jun-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   (29-Jun-2026)       ||      ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   (29-Jun-2026)       ||      କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   (29-Jun-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    (29-Jun-2026)       ||      ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ   (29-Jun-2026)       ||      *ମଦ ବିକ୍ରୀ ବନ୍ଦ ସହ ଗ୍ରାମ ର ବିଭିନ୍ନ ସମସ୍ୟା ନେଇ ମହିଳାଙ୍କ ବଜ୍ର ଶପଥ*   (29-Jun-2026)       ||      ବାଟରେ ଅଟକିଗଲା ଆମ୍ବୁଲାନ୍ସ, ଏକ କିଲୋମିଟର ଦୂରକୁ ଷ୍ଟ୍ରେଚରରେ ବୁହାହେଲେ ରୋଗୀ   (29-Jun-2026)       ||      ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   (29-Jun-2026)       ||      ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   (29-Jun-2026)       ||      ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   (29-Jun-2026)       ||     

HOME   ଜିଲ୍ଲା

ଦିବ୍ୟାଙ୍ଗ ଯୁବତୀ ଙ୍କୁ ବାରମ୍ବାର ବିବାହ ପ୍ରତିଶ୍ରୁତି ଦେଇ ଦୁଷ୍କର୍ମ କରି ବିବାହ କୁ ମନା କରିବା ଯୋଗୁଁ ଆତ୍ମହତ୍ୟା ଉଦ୍ୟମ

10-Apr-2021



ସଇଁତଳା (ପ୍ରେରଣା ଖବର) :ବଲାଙ୍ଗୀର ଜିଲ୍ଲା ସଇଁତଳା ଅଞ୍ଚଳରେ ଜଣେ ଦିବ୍ୟାଙ୍ଗ ଯୁବତୀ ଙ୍କ ଆତ୍ମହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଛି ।  ଜଣେ ଦିବ୍ୟାଙ୍ଗ ଯୁବତୀଙ୍କୁ ବାହା ହେବାର ପ୍ରତିଶ୍ରୁତି ଦେଇ ପ୍ରେମ ଓ ପରେ ପ୍ରତାରଣା ଯୋଗୁଁ ସେ ମାନସିକ ଚିନ୍ତାରେ ବିଷପିଇ ଦେଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ଡାକ୍ତରଖାନାରେ  ଭର୍ତ୍ତି କରାଯାଇଛି ।

ଉକ୍ତ ଦିବ୍ୟାଙ୍ଗ ଯୁବତୀଙ୍କୁ ତାଙ୍କର ସଂର୍ପକୀୟ ମାମୁ ପୁଅ ଭାଇ ବାହା ହେବାର ପ୍ରତିଶ୍ରୁତି ଦେଇ ବାରମ୍ୱାର ଦୁଷ୍କର୍ମ କରୁଥିଲେ । ଏ ସଂପର୍କରେ ପରିବାର ଲୋକେ ଜାଣିବା ପରେ ବିବାହ ପାଇଁ ଉକ୍ତ ଅଭିଯୁକ୍ତ ଭୀମକୁ  କହିଥିଲେ। ହେଲେ ସେ ପ୍ରତାରଣା କରି ବିବାହ ହେବା କୁ ମାନା କରି ଫେରାର ହୋଇଯାଇଥିଲା । ଫଳରେ ମାନସିକ ଚିନ୍ତାରେ ଦିବ୍ୟାଙ୍ଗ ଯୁବତୀ ବିଷପିଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ତାଙ୍କୁ ପ୍ରଥମେ ସଇନ୍ତଲା ହସପିଟାଲ ଏବଂ ପରେ ଅଧିକ ଗୁରୁତର ଅବସ୍ଥା ଦେଖି ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସପିଟାଲରେ ଭର୍ତ୍ତି କରାଯାଇଛି । ଏନେଇ ସଇନ୍ତଲା ଥାନାରେ ମାମଲା ରୁଜୁ କରି ପୋଲିସ ତଦନ୍ତ ଜାରି ରଖିଛି ବୋଲି ସୂଚନା ମିଳିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ସ୍ଥିତ ଗଙ୍ଗାଧର ମେହର କ୍ଲବରେ ସ୍ୱର୍ଗତ ଭଗବାନସାହୁଙ୍କ ୯୬ ତମ ଜୟନ୍ତୀ ଉତ୍ସବ ପାଳିତ   30-Jun-2026
  ଜିଲ୍ଲା  
ଅଜଣା ଗାଡ଼ି ଧକ୍କା ରେ ମୋଟରସାଇକଲ ଚାଳକ ମୃତ*   30-Jun-2026
  ରାଜ୍ୟ  
ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା   29-Jun-2026
  ଜିଲ୍ଲା  
ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   29-Jun-2026
  ଜିଲ୍ଲା  
ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   29-Jun-2026
  ଜିଲ୍ଲା  
ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   29-Jun-2026
  ଜିଲ୍ଲା  
ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   29-Jun-2026
  ଜିଲ୍ଲା  
କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   29-Jun-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026

You Might Also Like