-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ରାଜନୀତି

ପିପିଲି ନିର୍ବାଚନ ପୂର୍ବରୁ କଂଗ୍ରେସ ପ୍ରାର୍ଥୀ କରୋନା ପଜିଟିଭ

10-Apr-2021



ଭୁବନେଶ୍ୱର,(ପ୍ରେରଣା ଖବର ବ୍ୟୁରୋ) : ସମ୍ପ୍ରତି ପିପିଲିରେ ରାଜନୀତିକ ପାରଦ ଉପରମୁହାଁ ହୋଇଛି  । ପ୍ରାର୍ଥୀମାନେ ନିଜ ସମର୍ଥକମାନଙ୍କୁ ଧରି ଦୁଆର ଦୁଆର ବୁଲି ଭୋଟ ଭିକ୍ଷା କରୁଛନ୍ତି  । ବିଜେଡ଼ି ପ୍ରାର୍ଥୀ ରୁଦ୍ର ମହାରଥି ଓ ବିଜେପି ପ୍ରାର୍ଥୀ ଆଶ୍ରୀତ ପଟ୍ଟନାୟକ ଦିନରାତି ଏକ କରି ଭୋଟରଙ୍କୁ ଆକୁର୍ଷ୍ଟ କରିବାରେ ଲାଗିଛନ୍ତି  । ତେବେ ଆଉ ୭ ଦିନ ପରେ ନିର୍ବାଚନ ହେବାର ଥିବାବେଳେ ପ୍ରଚାର ପାଇଁ ହାତରେ ୬ ଦିନ ରହିଛି  । କିନ୍ତୁ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜ ଆଉ ନିର୍ବାଚନ ପ୍ରାଚର କରିବେ ନାହିଁ  । ଖାଲି ଅଜିତ ନୁହଁନ୍ତି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଠାରୁ ଆରମ୍ଭ କରି ଅନେକ ବରିଷ୍ଠ ନେତାଙ୍କ ପର୍ଯ୍ୟନ୍ତ ନିର୍ବାଚନ କରିବା ନେଇ ଆଶଙ୍କା ପ୍ରକାଶ ପାଇଛି  ।

ଅଜିତ ଏବେ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଛନ୍ତି  । ପୂର୍ବରୁ ସେ ନିର୍ବାଚନ ପ୍ରଚାର ବେଳେ ଅସୁସ୍ଥ ହେବାରୁ ବିଶ୍ରାମ ନେଉଥିଲେ  । ତାଙ୍କୁ ଡେଲାଙ୍ଗ ଡାକ୍ତରଖାନାରେ ଭର୍ତି କରାଯାଇଥିଲା  । ସେଠାରେ ତାଙ୍କ ସ୍ଥିତି ନସୁଧୁରିବାରୁ ଅଜିତଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସପିଟାଲକୁ ସ୍ଥାନାନ୍ତର କରାଯାଇଥିଲା  । ସ୍ୱାବ ପରୀକ୍ଷା ପରେ ତାଙ୍କୁ କରୋନା ହୋଇଥିବା ଜଣାପଡ଼ିଛି  । ଯାହାକି ଦଳୀୟ କର୍ମୀଙ୍କୁ ହତୋତ୍ସାହିତ କରିଦେଇଛି  । ସେହିପରି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ୪ ଦିନ ପାଇଁ ଆଇସୋଲେସନରେ ରହିଥିବାବେଳେ ଏହାପରେ ତାଙ୍କର ମଧ୍ୟ ପରୀକ୍ଷା ହେବ  । ପିପିଲିରେ କରୋନା ଗାଇଡ଼ଲାଇନର ଅନୁପାଳନ ହେଉନାହିଁ । ରାଜ୍ୟର ବିଭିନ୍ନ ଅଂଚଳର ନେତା ଲୋକଙ୍କ ପାଖକୁ ଯାଇ ମିଳାମିଶା କରୁଛନ୍ତି  । ଅଜିତ ଆକ୍ରାନ୍ତ ହୋଇଥିବାରୁ ତାଙ୍କର ଘନିଷ୍ଠ ସହଯୋଗୀମାନେ ବି ଆକ୍ରାନ୍ତ ହେବାର ଆଶଙ୍କା ରହିଛି  ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like