-+91-9937148622 |

prerana_bgr@rediffmail.com |

  Saturday 9th May 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର    (09-May-2026)       ||      ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-May-2026)       ||      ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      *ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   (09-May-2026)       ||      ଡ. ସଂଗୀତା ମିଶ୍ରଙ୍କୁ ଓଡିଶା ଗୌରବ ସମ୍ମାନ   (09-May-2026)       ||      ପିକେଏସ୍ ଫାଉଣ୍ଡେସନ୍ ର ବାର୍ଷିକୋତ୍ସବ♦️ ଡଃ. ମଞ୍ଜୁବାଳା ପଣ୍ଡା ଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ: ସମାଜରେ ଉଦାରବାଦୀ ଲୋକଙ୍କର ଆବଶ୍ୟକତା ରହିଛି- ଲିଙ୍ଗରାଜ    (09-May-2026)       ||      *ନବରଙ୍ଗପୁର ଜିଲ୍ଲାରେ କେନ୍ଦୁପତ୍ର ଦେଉଛି ଆଦିବାସୀ ଲୋକଙ୍କୁ ରୋଜଗାର*   (09-May-2026)       ||      ଲୋକ ମାଳ ମାଳ ମଦ ପ୍ରବଳ , ଜଗତସିଂହପୁର ଥାନା କବଜାରେ ପୁଣି ବଡ଼ ମଦ ବେପାରୀ    (09-May-2026)       ||      Mm   (09-May-2026)       ||      ପଞ୍ଚାୟତ ସମିତି ବୈଠକରେ ତରଭାକୁ ଉପଖଣ୍ଡ ମାନ୍ୟତା ଦାବୀ ଉଠିଲା    (09-May-2026)       ||      ରାଜ୍ୟ ସରକାର ନିୟମକୁ ଫୁ କରି ଯନ୍ତ୍ରୀ,ଠିକାଦାର ଶ୍ରମିକଙ୍କୁ ଦ୍ୱିପ୍ରହରରେ କାମ କରାଉଛନ୍ତି ♦️ଏବେ ଶ୍ରମିକ ଛାତରୁ ପଡ଼ି ମୃତ୍ୟୁ ହେବା ପଛରେ ଦାୟୀ କିଏ ?   (09-May-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ବିଶ୍ୱ ରେଡକ୍ରସ ଦିବସ ପାଳିତ   (08-May-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ରେଡ୍ କ୍ରସ ଦିବସ ପାଳିତ   (08-May-2026)       ||      ମା ଛେଲିଆପାଟ ସେବା ସଂଗଠନ ପକ୍ଷରୁ ନିଆରା ପ୍ରୟାସ, ପଶୁପକ୍ଷୀ ଙ୍କ ପାଇଁ ଜଲଛତ୍ର ର ସୁ ବ୍ୟବସ୍ଥା    (08-May-2026)       ||      ରଥଯାତ୍ରାର ପ୍ରଥମ ସମନ୍ବୟ ବୈଠକ ଅନୁଷ୍ଠିତ   (08-May-2026)       ||      ଧାନ ମଣ୍ଡିକୁ ଆସିଲା ମାତ୍ରେ କିଣାଯାଉ   (08-May-2026)       ||      ସ୍ୱାସ୍ଥ୍ୟ ସେବା ସମ୍ପର୍କିତ ସମୀକ୍ଷା ବୈଠକରେ ଯୋଗ ଦେଲେ ସ୍ୱାସ୍ଥ୍ୟ ମନ୍ତ୍ରୀ♦️ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ଯୋଜନାର ସଫଳ ରୂପାୟନ ଓ କାର୍ଯ୍ୟକାରିତା ବିଷୟରେ ଆଲୋଚନା   (08-May-2026)       ||      ବିଜେପି ଆଇଟି ସେଲ ସଂଯୋଜକ ନିଳାଞ୍ଚଳ ଦରୁଆନଙ୍କୁ ରାତି ଅଧରେ ଘରୁ ଉଠାଇ ନେଇ ମରଣାନ୍ତକ ଆକ୍ରମଣ: ପୁଣି ବିରୋଧ ରେ ଲେଖିଲେ ମାରି ଦେବାର ଧମକ    (08-May-2026)       ||     

HOME   ଜିଲ୍ଲା

ବର୍ଦ୍ଧିତ ବିଦ୍ୟୁତ ଦର ପ୍ରତିବାଦରେ ଉତ୍କଳ ବିକାଶ ପରିଷଦ ପକ୍ଷରୁ ଦାବିପତ୍ର

10-Apr-2021



କଟକ: ରାଜ୍ୟରେ ବର୍ଦ୍ଧିତ ବିଦ୍ୟୁତ ଦର ୟୁନିଟ ପିଛା ୩୦ ପଇସା ଲାଗୁ ହେବାର ପ୍ରତିବାଦରେ ଏକ ଦାବିପତ୍ର  କଟକ ସଦର କନ୍ଦରପୁର ବିଦ୍ୟୁତ କାର୍ଯ୍ୟାଳୟରେ ନିର୍ବାହୀ ଯନ୍ତ୍ରୀ ତୁଳସୀ ଚରଣ ଦାସଙ୍କୁ ଭେଟି ବିଦ୍ୟୁତ ବିଭାଗ ଉପ ମଣ୍ଡଳ ଅଧିକାରୀଙ୍କ ଉଦ୍ଦେଶ୍ୟରେ ଅଗ୍ରଣୀ ସାମାଜିକ ସଂଗଠନ "ଉତ୍କଳ ବିକାଶ ପରିଷଦ" ପକ୍ଷରୁ କାର୍ଯ୍ୟକର୍ତା ସମାଜସେବୀ ପୀୟୂଷ ରଂଜନ ପରିଡା, ଚକ୍ରବର୍ତ୍ତୀ ଓତା,

ଲଷ୍ମୀଧର ଜେନା,ସନ୍ତୋଷ ଭୋଇ, ନିରଞ୍ଜନ ରାଉଳ,ଓମପ୍ରକାଶ ପରିଡ଼ା,ନୃସିଂହ ଚରଣ ସାହୁ,ସଂଜୟ ସାହୁ,ସିଦ୍ଧାନ୍ତ ଭୋଇ ପ୍ରମୁଖ ଉପସ୍ଥିତରହି ପ୍ରଦାନ କରିଛନ୍ତି । ପରିଷଦର ସଭାପତି ଯୁବସମାଜସେବୀ ଇଂ.ପ୍ରକାଶ ଚନ୍ଦ୍ର ସେଠୀ ତାଙ୍କ ବାର୍ତାରେ ଏହାଏକ ଦୁର୍ଭାଗ୍ୟଜନକ ତଥା ନିନ୍ଦନୀୟ ଘଟଣା କରୋନା ମହାମାରୀ ସମୟରେ ଏହା ରାଜ୍ୟବାସୀଙ୍କ ଉପରେ ବୋଝ ଉପରେ ନଳିତା ବିଡା ସଦୃଶ ବୋଲି ମତବ୍ୟକ୍ତ କରିବାସହ ଏହି ବର୍ଦ୍ଧିତ ବିଦ୍ୟୁତ ଦେୟ ପ୍ରତ୍ୟାହାର କରିବାକୁ ପୂର୍ଣଦାବି କରିଛନ୍ତି । (ଦୀପକ କୁମାର ଷଡଙ୍ଗୀ ଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର   09-May-2026
  ରାଜ୍ୟ  
ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-May-2026
  ଅପରାଧ  
ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   09-May-2026
  ଜିଲ୍ଲା  
ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର   09-May-2026
  ଜିଲ୍ଲା  
ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର   09-May-2026
  ଜିଲ୍ଲା  
*ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   09-May-2026
  ଜିଲ୍ଲା  
ଡ. ସଂଗୀତା ମିଶ୍ରଙ୍କୁ ଓଡିଶା ଗୌରବ ସମ୍ମାନ   09-May-2026
  ଜିଲ୍ଲା  
ପିକେଏସ୍ ଫାଉଣ୍ଡେସନ୍ ର ବାର୍ଷିକୋତ୍ସବ♦️ ଡଃ. ମଞ୍ଜୁବାଳା ପଣ୍ଡା ଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ: ସମାଜରେ ଉଦାରବାଦୀ ଲୋକଙ୍କର ଆବଶ୍ୟକତା ରହିଛି- ଲିଙ୍ଗରାଜ   09-May-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାରେ କେନ୍ଦୁପତ୍ର ଦେଉଛି ଆଦିବାସୀ ଲୋକଙ୍କୁ ରୋଜଗାର*   09-May-2026
  ଜିଲ୍ଲା  
ଲୋକ ମାଳ ମାଳ ମଦ ପ୍ରବଳ , ଜଗତସିଂହପୁର ଥାନା କବଜାରେ ପୁଣି ବଡ଼ ମଦ ବେପାରୀ    09-May-2026
  ଜିଲ୍ଲା  
Mm   09-May-2026
  ଜିଲ୍ଲା  
ପଞ୍ଚାୟତ ସମିତି ବୈଠକରେ ତରଭାକୁ ଉପଖଣ୍ଡ ମାନ୍ୟତା ଦାବୀ ଉଠିଲା   09-May-2026

You Might Also Like

                               
  ଜିଲ୍ଲା  

Mm