-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ଦାଦନ ଶ୍ରମିକର ପ୍ରବାସରେ ହତ୍ୟା ସନ୍ଦେହ

11-Apr-2021



ଗଞ୍ଜାମ (ଉମା ମହାରଣା) ଗଞ୍ଜାମଜିଲ୍ଲାର ବୁଗୁଡା ବ୍ଳକ ଅଧିନସ୍ଥ ବିରଞ୍ଚିପୁର ପଞ୍ଚାୟତର ଜଗତପାଟଣା ଗ୍ରାମର ଟୁନାଗୌଡ ବୟସ 40 ସେ ଗରିବ ଶ୍ରେଣିର ା ସେ ନିତି ମୂଲଲାଗି ଯାହା ରୋଜଗାର ଯାହା କରନ୍ତି ା  ସେହି ଟଙ୍କାରେ ତାଙ୍କର ପୁଅଝିଅଙ୍କୁ ପାଠ ପଢାଇବାସହ ଖାଇବା ଖର୍ଚ ସହ ସବୁକିଛି କରୁଥାନ୍ତି ା ହେଲେ ନିଜ ଭିଟାମାଟିରେ ମଜୁରି ନମିଳିବାରୁ ା ମଧ୍ୟପ୍ରଦେଶ ଅଞ୍ଚଳକୁ ଦାଦନ ଖଟିବାକୁ ଡାକିକରି ନେଇଥିଲେ ା 
ବୁଗୁଡା ଅଞ୍ଚଳର ଜଣେ ଠିକାଦାର ଟୁନାଗୌଡଙ୍କୁ ା ହେଲେ ଟୁନାଗୌଡ ମଧ୍ୟପ୍ରଦେଶର ଭୋପାଳ ଅଞ୍ଚଳରେ ପହଞ୍ଚିଥିଲେ ା ସେ ଆଜକୁ ଏଗାର ଦିନ ତଳେ ସେଠାରେ ପହଞ୍ଚିଥିଲେ ା ସେଠାରେ କାମକରି ସେ ନିଜ ଘରକୁ ଟଙ୍କା ପଠାଇବାର ଆସା କରିଥିଲେ ପରିବାରଲୋକେ ା  ହେଲେ ଏଗାରଦିନ ମଧ୍ୟରେ ଟଙ୍କା ପାଇବା ବଦଳରେ ପାଇଲେ ମୂତ୍ୟୁର ଖବର ା 
ସବୁ ଆସା କୁ ଛଡାଇନେଲେ ନରରୁପି ରାକ୍ଷାସ ା ହେଲେ କୌଣସି କିଛି କାରଣରୁ ଜିବନ୍ତ ଅବସ୍ଥାରେ ଟୁନାଗୌଡଙ୍କ ଶରିରକୁ ଜାଳିଦେଲେ ଦୂର୍ବୁତ ା ମଧ୍ୟପ୍ରଦେଶ ର ଭୋପାଳ ପୋଲିସ୍ ହତ୍ୟାର ସନ୍ଦେହ କରି ତାହାର ତଦନ୍ତ ଚଳାଇଛି ା ଭୋପାଳ ପୋଲିସ୍ କୌଣସି କିଛି ତଥ୍ୟପାଇ ଟୁନାଗୌଡଙ୍କ  ପରିବାର ଲୋକଙ୍କୁ ଦୁରଭାଷ ଯନ୍ତ୍ର ମାଧ୍ୟମରେ ଗତକାଲି ଦିନ ଗୋଟାଏ ରେ ଟୁନା ଗୌଡଙ୍କର ମୂତ୍ୟୁଖବର ପରିବାର ଲୋକଙ୍କୁ ଜଣାଇଥିଲେ ା ମଧ୍ୟ ଏଠି ପରିବାର ଲୋକେ ସବ କୁ ନିଜ ଗ୍ରାମକୁ ଆଣିବା ତ ଦୁରର କଥା ଦେଖିବା କୁ ମଧ୍ୟ ଜିବା  ସକ୍ଷମ ନାହିଁା ଏବେ ତାଙ୍କ ପରିବାର ଲେକେ ଦୁଃଖରେ ଭାଙ୍ଗି ପଡିଛନ୍ତି ା ଆର୍ଥିକ ସ୍ୱଛଳ ନଥିବା ଯୋଗୁଁ ତାଙ୍କ ପରିବାରକୁ ସରକାରି ସହାୟତା ଯୋଗାଇଦେବା ନିମନ୍ତେ ା 
ଚାହିଁ ବସିଛନ୍ତି ପରିବାରଲୋକେ


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like