-+91-9937148622 |

prerana_bgr@rediffmail.com |

  Sunday 10th May 2026 |

| | | |

R.N.I. Regd No. ODIODI/2010/46693

Breaking News

ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   (09-May-2026)       ||      ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   (09-May-2026)       ||      ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   (09-May-2026)       ||      ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (09-May-2026)       ||      ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   (09-May-2026)       ||      ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   (09-May-2026)       ||      ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର    (09-May-2026)       ||      ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-May-2026)       ||      ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      *ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   (09-May-2026)       ||      ଡ. ସଂଗୀତା ମିଶ୍ରଙ୍କୁ ଓଡିଶା ଗୌରବ ସମ୍ମାନ   (09-May-2026)       ||      ପିକେଏସ୍ ଫାଉଣ୍ଡେସନ୍ ର ବାର୍ଷିକୋତ୍ସବ♦️ ଡଃ. ମଞ୍ଜୁବାଳା ପଣ୍ଡା ଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ: ସମାଜରେ ଉଦାରବାଦୀ ଲୋକଙ୍କର ଆବଶ୍ୟକତା ରହିଛି- ଲିଙ୍ଗରାଜ    (09-May-2026)       ||      *ନବରଙ୍ଗପୁର ଜିଲ୍ଲାରେ କେନ୍ଦୁପତ୍ର ଦେଉଛି ଆଦିବାସୀ ଲୋକଙ୍କୁ ରୋଜଗାର*   (09-May-2026)       ||      ଲୋକ ମାଳ ମାଳ ମଦ ପ୍ରବଳ , ଜଗତସିଂହପୁର ଥାନା କବଜାରେ ପୁଣି ବଡ଼ ମଦ ବେପାରୀ    (09-May-2026)       ||      Mm   (09-May-2026)       ||      ପଞ୍ଚାୟତ ସମିତି ବୈଠକରେ ତରଭାକୁ ଉପଖଣ୍ଡ ମାନ୍ୟତା ଦାବୀ ଉଠିଲା    (09-May-2026)       ||      ରାଜ୍ୟ ସରକାର ନିୟମକୁ ଫୁ କରି ଯନ୍ତ୍ରୀ,ଠିକାଦାର ଶ୍ରମିକଙ୍କୁ ଦ୍ୱିପ୍ରହରରେ କାମ କରାଉଛନ୍ତି ♦️ଏବେ ଶ୍ରମିକ ଛାତରୁ ପଡ଼ି ମୃତ୍ୟୁ ହେବା ପଛରେ ଦାୟୀ କିଏ ?   (09-May-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ବିଶ୍ୱ ରେଡକ୍ରସ ଦିବସ ପାଳିତ   (08-May-2026)       ||     

HOME   ଦେଶ ବିଦେଶ

ଘାତକ ହେଉଛି କରୋନା, ଦେଶରେ ୨୪ ଘଣ୍ଟାରେ ଦେଢ ଲକ୍ଷରୁ ଅଧିକ କେସ୍

11-Apr-2021



ନୂଆଦିଲ୍ଲୀ (ପ୍ରେରଣା ଖବର ବ୍ୟୁରୋ) ଦେଶରେ କରୋନା ସଂକ୍ରମଣ ସଂଖ୍ୟା ବୃଦ୍ଧି ଜାରି ରହିଛି । ଦୈନିକ ଆକ୍ରାନ୍ତ ସଂଖ୍ୟା ବଢିବାରେ ଲାଗିଛି । ମହାରାଷ୍ଟ୍ର, ଗୁଜରାଟ, ମଧ୍ୟପ୍ରଦେଶ ସମେତ ଅନେକ ରାଜ୍ୟରେ ସଂକ୍ରମଣକୁ ଦୃଷ୍ଟିରେ ରଖି ଅନେକ କଠୋର ପଦକ୍ଷେପ ନିଆଯାଇଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ଲକ୍ଷ ୫୨ହଜାର ୮୭୯ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୮୩୯ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୮ଶହ ଟପିଛି । ଗତ ୨୪ ଘଣ୍ଟା ମଧ୍ୟରେ ୮୩୯ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୩୩ ଲକ୍ଷ ୫୮ହଜାର ୮୦୫ରେ ପହଞ୍ଚିଛି।

ଏତତ୍ ବ୍ୟତୀତ  ମୃତ୍ୟୁସଂଖ୍ୟା ୧ ଲକ୍ଷ ୬୯ ହଜାର ୨୭୫ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୧ କୋଟି ୨୦ ଲକ୍ଷ ୮୧ ହଜାର ୪୪୩ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୧୧୦୮୦୮୭ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   09-May-2026
  ଜିଲ୍ଲା  
ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   09-May-2026
  ଜିଲ୍ଲା  
ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   09-May-2026
  ଜିଲ୍ଲା  
ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   09-May-2026
  ଜିଲ୍ଲା  
ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   09-May-2026
  ଜିଲ୍ଲା  
ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   09-May-2026
  ଜିଲ୍ଲା  
ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର   09-May-2026
  ରାଜ୍ୟ  
ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-May-2026
  ଅପରାଧ  
ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   09-May-2026
  ଜିଲ୍ଲା  
ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର   09-May-2026
  ଜିଲ୍ଲା  
ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର   09-May-2026
  ଜିଲ୍ଲା  
*ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   09-May-2026

You Might Also Like