-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||     

HOME   ରାଜ୍ୟ

ସଂକ୍ରମଣ ରୋକିବାକୁ କଠୋର ହେଲେ ଗଞ୍ଜାମ ପ୍ରଶାସନ: ସଚେତନ ନହେଲେ, ନିୟମ ନମାନିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ

11-Apr-2021



ଗଞ୍ଜାମ(ପ୍ରେରଣା ଖବର): ବଢୁଥିବା ସଂକ୍ରମଣକୁ ଚେକ୍ ଦେବାରୁ ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ଜୋରଦାର ତୟାରି ।  ଏଣିକି ଗ୍ରାହକ ମାସ୍କ ପରିଧାନ କରିନଥିଲେ ଦୋକାନୀ ଠାରୁ ଆଦାୟ ହେବ ଜୋରିମାନା । ଭିଡିଓ କନଫରେନ୍ସ ଜରିଆରେ ଜ଼ିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ଜିଲ୍ଲାର କୋଭିଡ ସ୍ଥିତି ସମୀକ୍ଷା କରିଛନ୍ତି । ସମସ୍ତ ଅଧିକାରୀ ମାନଙ୍କୁ ସତର୍କତା ମୂଳକ ପଦକ୍ଷେପ ଗ୍ରହଣ ନିର୍ଦ୍ଦେଶ ଦେଇଛନ୍ତି । ବର୍ତମାନ ଯାହା ସବୁ କାର୍ଯ୍ୟଧାରା ଗ୍ରହଣ କରାଯିବ ସବୁ ଗୁଡିକ ଵିକେନ୍ଦ୍ରୀକରଣ କରି କରାଯିବ। ଫେରୁଥିଵା ପ୍ରବାସୀ ମାନଙ୍କର ପଞ୍ଜିକରଣ ନିହାତି ଆବଶ୍ୟକ ।  

ଯେଉଁ ପ୍ରବାସୀମାନେ ପଞ୍ଜିକରଣ କରୁନାହାନ୍ତି ସେମାନଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ସଂକ୍ରମିତ ବ୍ୟକ୍ତିଙ୍କୁ ଏକୁଟିଆ ଵା ଆଇସୋଲେସନରେ ରଖିବାକୁ ସମସ୍ତ ସୁବିଧା ଥାଇ ବେଡ଼ ପ୍ରସ୍ତୁତ କରିବାକୁ ଜ଼ିଲ୍ଲାପାଳ ନିର୍ଦେଶ ଦେଇଛନ୍ତି । ଚିହ୍ନଟ ହେଉଥିବା ସଂକ୍ରମିତ ବ୍ୟକ୍ତିଙ୍କୁ ନିଜ ଘରେ ସାତଦିନ ପର୍ଯ୍ୟନ୍ତ ଆଇସୋଲେସନରେ ରଖି ତାଙ୍କ ଘର ସମ୍ମୁଖରେ ପୋଷ୍ଟର ଲଗାଯିବ । ଜିଲ୍ଲାବାସୀଙ୍କୁ ମାସ୍କ ପରିଧାନ ଏବଂ ସାନିଟାଇଜେସନର ବ୍ୟବହାରକୁ ଗୁରୁତ୍ୱ ଦିଆଯାଉଛି I ଯେଉଁ ଦୋକାନ ଵା ମଲ ଗୁଡିକରେ ଗ୍ରାହକ ମାସ୍କ ପରିଧାନ ନକରି ସାମଗ୍ରୀ କିଣୁଥିଵା ନଜର ଆସିଲେ ଏଣିକି ଦୋକାନୀ ମାନଙ୍କ ଠାରୁ ଜୋରିମାନା ଆଦାୟ କରାଯିବ ।

ଯେଉଁ ଅଞ୍ଚଳରେ ସଂକ୍ରମିତ ଚିହ୍ନଟ ହେବେ ସେହି ଅଞ୍ଚଳକୁ କରେଣ୍ଟଇନ ଅଞ୍ଚଳ ଘୋଷଣା କରି ଖାଦ୍ୟ ଓ ଅନାନ୍ୟ ସାମଗ୍ରୀ ଯୋଗାଇବାର ବ୍ୟବସ୍ଥା କରାଯିବ I ଅସ୍ଥାୟୀ ପରିଚାଳନା ସେଣ୍ଟର ଗୁଡିକରେ ଚିକିତ୍ସକ ମୁତୟନ ସହ ଅକ୍ସୁଜେନ ରହିତ ଆମ୍ବୁଲାନ୍ସ ପ୍ରସ୍ତୁତକରି ରଖାଯିବ । ପାଞ୍ଚସୂତ୍ରୀ କାର୍ଯ୍ୟକ୍ରମରେ ମାସ୍କ ପରିଧାନ ଓ ସାନିଟାଇଜେସନକୁ ଗୁରୁତ୍ୱ ଦିଆଯିବ I ସମସ୍ତ ବସ ଡ୍ରାଇଭର ମାନଙ୍କୁ ଟିକା ଦିଆଯିବ । ପ୍ରତି ବ୍ଲକ ଓ ବିଜ୍ଞାପିତ ଅଞ୍ଚଳରେ କୋଭିଡ କେୟାର ସେଣ୍ଟର ପ୍ରସ୍ତୁତ କରାଯିବ I କୌଣସି ଅଧିକାରୀ ଓ ଶିକ୍ଷକଗଣ ନିଜ ହେଡ଼କ୍ୱାଟର ଛାଡ଼ିବେ ନାହିଁ । କୋଭିଡ କେୟାର ସେଣ୍ଟର ଆବଶ୍ୟକ ରହିଛି ଏଣୁ ଦଶମ ଶ୍ରେଣୀ ଛାତ୍ର ପଢୁଥିବା ସ୍କୁଲ ଛାଡି ଅନ୍ୟ ସମସ୍ତ ସ୍କୁଲ ପ୍ରସ୍ତୁତ କରି ରଖିବାକୁ କୁହାଯାଇଛି….


News Comment




Photo in News

Advertisment
Lastest News
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026

You Might Also Like