-+91-9937148622 |
prerana_bgr@rediffmail.com |
Sunday 10th May 2026 |
R.N.I. Regd No. ODIODI/2010/46693
Breaking News
11-Apr-2021
ସମ୍ବଲପୁର (ପ୍ରେରଣା ଖବର ବ୍ୟୁରୋ): କଟକ ବଡ଼ ମେଡିକାଲରୁ ଗ୍ୟାଙ୍ଗଷ୍ଟାର ହାଇଦର ଫେରାର ହେବା ଘଟଣା । ମାମଲାରେ କାର୍ଯ୍ୟାନୁଷ୍ଠାନ ନେଇଛି ପୋଲିସ । ୬ଜଣ ପୋଲିସ କର୍ମଚାରୀଙ୍କ ସସ୍ପେଣ୍ଡ କଲେ ସମ୍ବଲପୁର ଏସ୍ପି । ହାଇଦରର ସୁରକ୍ଷା ଦାୟିତ୍ୱରେ ଥିବା ୬ଜଣ ପୋଲିସ କର୍ମଚାରୀଙ୍କୁ ସସ୍ପେଣ୍ଡ କରାଯାଇଛି । ଜଣେ ହାବିଲଦାର ଓ ୫ଜଣ କନେଷ୍ଟବଳଙ୍କୁ ସସ୍ପେଣ୍ଡ କରିଛନ୍ତି ସମ୍ବଲପୁର ଏସ୍ପି ।