-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||     

HOME   ରାଜ୍ୟ

ହାଇଦର ଫେରାର୍ ଘଟଣା: SCB ଅଧିକାରୀଙ୍କ ପାଖରେ ନାହିଁ ତଥ୍ୟ

11-Apr-2021



କଟକ (ପ୍ରେରଣା ଖବର ବ୍ୟୁରୋ): କଟକ ଏସସିବିରୁ ଗ୍ୟାଙ୍ଗଷ୍ଟାର ହାଇଦର ଫେରାର ଘଟଣାରେ ଆରମ୍ଭ ହୋଇଛି ତନାଘନା । ତେବେ ଘଟଣା ନେଇ ପ୍ରତିକ୍ରିୟା ରଖିଛନ୍ତି ଏସସିବି ଜରୁରୀ କାଳୀନ ଅଧିକାରୀ ଭୁବନାନନ୍ଦ ମହାରଣା ।

ସେ କହିଛନ୍ତି ବୁର୍ଲାରୁ ଆସି ଗତ ୨୩ ତାରିଖରୁ ଏସସିବିରେ ଚିକିତ୍ସାଧିନ ଥିଲା ହାଇଦର । ତେବେ ସେ କେଉଁ ରୋଗରେ ଚିକିତ୍ସିତ ହେଉଥିଲା ତାହା ଏସସିବି କର୍ତ୍ତୃପକ୍ଷଙ୍କ ପାଖରେ କୌଣସି ତଥ୍ୟ ନାହିଁ । ଏହାସହ କେଉଁ ପରିସ୍ଥିତିରେ ହାଇଦର କ୍ୟାବିନକୁ ଗଲା ତାର ତଦନ୍ତ ପରେ ଜଣାପଡିବ । ପ୍ରୋଟକଲ ଅନୁସାରେ କ୍ୟାବିନ ଆବେଦନ ହୋଇଥିଲା ନା ଅନ୍ୟ କିଛି ଉଦ୍ଦେଶ୍ୟ ଥିଲା, ତାହା ତଦନ୍ତ ପରେ ହିଁ ସ୍ପଷ୍ଟ ହେବ ବୋଲି ସୂଚନା ଦେଇଛନ୍ତି ଜରୁରୀକାଳୀନ ଅଧିକାରୀ । ସେପଟେ ଗ୍ୟାଙ୍ଗଷ୍ଟରକୁ ଧରିବାକୁ ଆରମ୍ଭ ହୋଇଛି ଧରପଗଡ । କଟକର ସମସ୍ତ ସୀମାକୁ ସିଲ୍ କରିଦିଆଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026

You Might Also Like