-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||     

HOME   ଦେଶ ବିଦେଶ

ମଙ୍ଗଳବାରଠୁ ଲଗାତାର ୬ ଦିନ ବନ୍ଦ ରହିବ ବ୍ୟାଙ୍କ: ସୋମବାର ସାରି ଦିଅନ୍ତୁ ବ୍ୟାଙ୍କ କାମ

11-Apr-2021



ନୂଆଦିଲ୍ଲୀ(ପ୍ରେରଣା ଖବର ବ୍ୟୁରୋ): ଯଦି ଆପଣଙ୍କର ବ୍ୟାଙ୍କ ସମ୍ବନ୍ଧୀୟ କିଛି ଜରୁରୀ କାମ ଅଛି ତାହେଲେ ସୋମବାର ଦିନ ସାରିଦେବ ଭଲ। ଯଦି ସୋମବାର ଦିନ ବ୍ୟାଙ୍କ କାମ ନ କରୁଛନ୍ତି ତାହେଲେ ଆପଣଙ୍କୁ ସପ୍ତାହେ ଯାଏଁ ଅପେକ୍ଷା କରିବାକୁ ପଡିବ। ଏପ୍ରିଲ ମାସରେ ମୋଟ ୯ ଦିନ ବ୍ୟାଙ୍କ ବନ୍ଦ ରହିବ। ଆଗାମୀ ସପ୍ତାହରେ ୬ ଦିନ ବ୍ୟାଙ୍କ ବନ୍ଦ ରହିବ। ସେଥିପାଇଁ ବ୍ୟାଙ୍କ ଯିବା ପୂର୍ବରୁ ବ୍ୟାଙ୍କ ଛୁଟି ଲିଷ୍ଟ ଚେକ କରିଦିଅନ୍ତୁ ଯେ ବ୍ୟାଙ୍କ କେଉଁ କେଉଁ ଦିନ ବନ୍ଦ ରହିବ।

ସବୁ ରାଜ୍ୟ ପାଇଁ ଅଲଗା ଅଲଗା ରହିବ ଛୁଟି ନିୟମ-

ସବୁ ରାଜ୍ୟରେ ବ୍ୟାଙ୍କ ୧୫ ଦିନ ଛୁଟି ରହିବନି। କାରଣ କିଛି ପର୍ବପର୍ବାଣି ଦେଶରେ ସବୁ ରାଜ୍ୟରେ ପାଳନ କରାଯାଏନାହିଁ। ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ୱେବସାଇଟରେ ଉପଲବ୍ଧ ତଥ୍ୟ ଅନୁଯାୟୀ, ଏପ୍ରିଲ ମାସରେ ଦେଶର ଭିନ୍ନ ଭିନ୍ନ ରାଜ୍ୟରେ ବ୍ୟାଙ୍କ ଅବକାଶ ନିର୍ଦ୍ଧାରିତ କରାଯାଇଛି।

ଏପ୍ରିଲ ୧୩ ତାରିଖ, ମଙ୍ଗଳବାର – ଉଗାଡି, ତେଲୁଗୁ ନବବର୍ଷ, ବୈଶାଖୀ, ବିଜୁ ଫେଷ୍ଟିଭାଲ୍, ଗୁଡ଼ି ପାଡୱା

୧୪ ତାରିଖ, ବୁଧବାର – ଡ.ଆମ୍ବେଦକର ଜୟନ୍ତୀ, ଅଶୋକ ଦି ଗ୍ରେଟଙ୍କ ଜନ୍ମଦିନ, ତାମିଲ ନବବର୍ଷ, ମହାବିଷୁବ ସଂକ୍ରାନ୍ତି, ବୋହାଗ ବିହୁ

୧୫ ତାରିଖ, ଗୁରୁବାର – ହିମାଚଳ ଡେ, ବିଶୁ, ବଙ୍ଗାଳି ନବବର୍ଷ, ସରହୁଲ

୧୬ ତାରିଖ, ଶୁକ୍ରବାର – ବୋହାଗ ବିହୁ

୧୮ ତାରିଖ, ରବିବାର – ସାପ୍ତାହିକ ଅବକାଶ

୨୧ ତାରିଖ, ମଙ୍ଗଳବାର – ରାମ ନବମୀ, ଗରୀୟା ପୂଜା

୨୪ ତାରିଖ, ଶନିବାର – ଚତୁର୍ଥ ଶନିବାର

୨୫ ତାରିଖ, ରବିବାର – ମହାବୀର ଜୟନ୍ତୀ, ସାପ୍ତାହିକ ଅବକାଶ


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026

You Might Also Like