-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||     

HOME   ରାଜ୍ୟ

କରୋନା ଆକ୍ରାନ୍ତ ଥିବା ନର୍ସଙ୍କ ବେଖାତିର ମନୋଭାବ ନେଇ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି

11-Apr-2021



ଟିଟିଲାଗଡ(ପ୍ରେରଣା ଖବର):  ଟିଟିଲାଗଡ ରେଳ ଜଙ୍କସନକୁ ନିୟମିତ ଭାବେ ବିଭିନ୍ନ ଟ୍ରେନ ଯୋଗେ ରାଜ୍ୟ ବାହାରୁ ଶତାଧିକା ସଂଖ୍ୟାରେ ଦାଦନ ଶ୍ରମିକ ତଥା ସାଧାରଣ ଯାତାୟତ କରୁଥିବା ବେଳେ ଭାରତର ସମସ୍ତ ଅଞ୍ଚଳକୁ ଯାତାୟତ ସୁବିଧା ଥିବା ବେଳେ ଟିଟିଲାଗଡ ବଲାଙ୍ଗୀର ଜିଲ୍ଲାର ମୁଖ୍ୟ ସଂଯୋଗ ସ୍ଥାନ ପଲଟିଛି l କୋଭିଡ-୧୯ ଅନୁଯାୟୀ ହାଇରିକ୍ସ ଭାବେ ପରିଚିତ । ପ୍ରକାଶ ଯେ ଟିଟିଲାଗଡ ଉପଖଣ୍ଡ ମୁଖ୍ୟ ଚିକିତ୍ସାଳୟରେ ଏ ନେଇ ପରୀକ୍ଷା ସହ ବିଭିନ୍ନ ପ୍ରକାର କରୋନା ଆକ୍ରାନ୍ତଙ୍କୁ ଔଷଧ ପ୍ରଦାନ ଏବଂ 

ହୋମ ଆଇସୋଲେସନରେ ରଖାଯାଉଛି । ସେହିପରି ନିୟମିତ ଟୀକା ପ୍ରଦାନ ବ୍ୟବସ୍ଥା କରାଯାଇଛି । ହେଲେ ପରିତାପର ବିଷୟ ଏହି ଡ଼ାକ୍ତରଖାନାରେ କାର୍ଯ୍ୟରତ ତିଲୋତମା ସାହୁ ନାମ୍ନୀ ଜଣେ ନର୍ସ କରୋନା ଭୁତାଣୁରେ ସଂକ୍ରମିତ ହୋଇଥିବା ବେଳେ ତାଙ୍କ ଅବସ୍ଥା ଦେଖି ଡ଼ାକ୍ତର ବଲାଙ୍ଗୀର ମ୍ୟାଡିକାଲ କଲେଜ ଡ଼ାକ୍ତର ଖାନା କୁ ସ୍ଥାନାନ୍ତରିତ କରାଯାଇ ଥିଲା । ହେଲେ ଉକ୍ତ ନର୍ସ ବଲାଙ୍ଗୀର ଠାରୁ ଟିଟିଲାଗଡ ଉପଖଣ୍ଡ ମୁଖ୍ୟ ଚିକିତ୍ସାଳୟକୁ ଆସି ପୁନଃ ଏସି କେବିନ ନେଇ ରହିଛନ୍ତି, ଏ ନେଇ ଉପଖଣ୍ଡ ମୁଖ୍ୟ ଚିକିତ୍ସାଳୟ ସୁପରିଟେଣ୍ଡେନ 

ଡ଼. ପ୍ରଦୀପ ନାଏକ କିପରି ତାଙ୍କୁ ସ୍ୱତନ୍ତ୍ର ଏସି କ୍ୟାବିନରେ ଭର୍ତ୍ତି କରି ଚିକିତ୍ସା କରିବା ଅନୁମତି ଦେଇଛନ୍ତି ସେ ନେଇ ସ୍ଥାନୀୟ ଅଞ୍ଚଳରେ ତୀଵ୍ର ପ୍ରତିକ୍ରିୟା ସହ ସାଧାରଣ ରେ ଉତେଜନା ସୃଷ୍ଟି ହୋଇଛି । ଏ ନେଇ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ ନିକଟରୁ ଅନୁମତି ଦିଆଯାଇଛି ବୋଲି ବଲାଙ୍ଗୀର ଜିଲ୍ଲା ଜନସେବା ସଂଘ ସ୍ୱେଚ୍ଛାସେବୀ ସଂଗଠନ ଟିଟିଲାଗଡ ତରଫରୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନିମନ୍ତେ ଦାବି କରାଯାଇଛି ।  ଯଦି  ସରକାରୀ ଅଧିକାରୀ ଓ କର୍ମଚାରୀ ଏପରି ସଚେତନତାକୁ ନ ମଣିବେ ତେବେ ସାଧାରଣ ତାଙ୍କ ନିକଟରୁ କଣ ଶିଖିବେ ?   ବିଭାଗୀୟ ଉଚ୍ଚ ଶାସନ ସଚିବ ଏ ନେଇ ତୁରନ୍ତ ବିଧିବଦ୍ଧ କାର୍ଯ୍ୟାନୁଷ୍ଠାନ ଉକ୍ତ ଅଧିକାରୀଙ୍କୁ ଏହି ବେଆଇନ ଭାବେ ସଲାସୁତୁରା ନୀତି ଅବଲମ୍ବନ କରି ଥିବା ନେଇ ତାଙ୍କ ବିରୋଧ ରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ନେଇ ସାଧାରଣ ରେ ମତପ୍ରକାଶ ପାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026

You Might Also Like