-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ମଙ୍ଗଳ ଦୀପଙ୍କ ଦୁଃଖ ବୁଝିଲେ ପ୍ରସାଶନ: ମିଳିଲା ହୁଇଲ୍ ଚ୍ୟାର ସହିତ ଦିବ୍ୟାଙ୍ଗ ଭତ୍ତା

11-Apr-2021



କଳାହାଣ୍ଡି,କୋକସରା(ତ୍ରିନାଥ ବେଶ୍ରା): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଫୁପ୍ ଗାଁ ଗ୍ରାମପଞ୍ଚାୟତ ମଜୁରସାହି ଗ୍ରାମର ଦିବ୍ୟାଙ୍ଗ ମଙ୍ଗଳ ଦୀପ (୫୫),  ପତ୍ନୀ ସତ୍ୟବତି ଦୀପ (୫୦) ତାଙ୍କ ଚାରିଝିଅ ଗୋଟିଏ  ପୁଅ l ପରିବାର ମଧ୍ୟରେ ସେ ହିଁ ଜଣେ ରୋଜଗାରକ୍ଷମ  ବ୍ୟକ୍ତି ଥିଲେ। ଦୁର୍ଭାଗ୍ୟବଶତଃ, ଦୁର୍ଘଟଣାଗ୍ରସ୍ତ ହୋଇ ଡାହାଣ ଗୋଡ଼ର ଜଘଂ ଭାଗ ଭାଙ୍ଗିଜିବାରୁ  ବର୍ତମାନ ତିନିବର୍ଷ ହେଲା ଦିବ୍ୟାଙ୍ଗ ହୋଇ ଘରେ ବସି ଦିନ ବିତାଉଛନ୍ତି ମଙ୍ଗଳ ଦୀପ । ଏହି ଖବର ଆମ  ନିଉଜ୍  ପୋର୍ଟାଲରେ ପ୍ରସାରିତ ହେବା ଫଳରେ ସ୍ଥାନୀୟ ବିଡ଼ିଓ ମନୀଷା ଦାସ ତୁରନ୍ତ ପଦକ୍ଷେପ ନେଇଥିଲେ ।

ଖବର ପ୍ରସାରଣର ୭୨ ଘଣ୍ଟା ମଧ୍ୟରେ ଦିବ୍ୟାଙ୍ଗ ମଙ୍ଗଳ ଦୀପ ଙ୍କ ନାଁ ରେ ଭିନ୍ନକ୍ଷମ ସାର୍ଟିଫିକେଟ୍  (ଡିଜ୍ ଏବୁଲ୍ ଆଇଡ଼ି କାର୍ଡ଼) କରି, ମଧୁବାବୁ ପେନସନ୍ ଯୋଜନା ରେ ଭିନ୍ନକ୍ଷମ ଭତ୍ତା ମଞ୍ଜୁର କରି ପାଞ୍ଚଶହ ଟଙ୍କା ସହିତ ନିତ୍ୟ ଚଲାବୁଲା କରିବା ପାଇଁ   ହୁଇଳ୍  ଚ୍ୟାର୍ ପ୍ରଦାନ କରିବା ପାଇଁ କୋକସରା ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଦୀପକ କୁମାର ବେହେରା ମଙ୍ଗଳ ଦୀପଙ୍କ ଘରକୁ ଯାଇ ନିଜ କରକମଳରେ ମଙ୍ଗଳ ଦୀପ ଙ୍କୁ ଅର୍ପିତ କରିଥିଲେ। ଏଠାରେ ପଞ୍ଚାୟତ ନିର୍ବାହୀ ଅଧିକାରୀ ଓ ଆଶା କର୍ମୀ ଭେଜମତୀ ସବର ଉପସ୍ଥିତି ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like