-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ରାଜନୀତି

ବୈଜୟନ୍ତ ପଣ୍ଡାଙ୍କ ମନ୍ତବ୍ୟକୁ ଦୃଢ ନିନ୍ଦା, କୁଶପୁତ୍ତଳିକା ଦାହ

18-Oct-2020



ବୈଜୟନ୍ତ ପଣ୍ଡାଙ୍କ ମନ୍ତବ୍ୟକୁ ଦୃଢ ନିନ୍ଦା, କୁଶପୁତ୍ତଳିକା ଦାହ । କଟକରେ ଛାତ୍ର ବିଜେଡି ତରଫରୁ ପୂର୍ବତନ ସାଂସଦ ବୈଜୟନ୍ତ ପଣ୍ଡାଙ୍କ ଓଡିଶା ପ୍ରତି ଅପମାନସୂଚକ ମନ୍ତବ୍ୟର ପ୍ରତିବାଦ କରାଯାଇଛି । ବାଦାମବାଡି ଛକରେ ଛାତ୍ର ବିଜେଡି ପକ୍ଷରୁ ବୈଜୟନ୍ତଙ୍କ ମନ୍ତବ୍ୟକୁ ନିନ୍ଦା କରାଯିବା ସହ ତୁରନ୍ତ କ୍ଷମା ପ୍ରାର୍ଥନା ପାଇଁ ଦାବି ହୋଇଛି । ଏନେଇ ବୈଜୟନ୍ତଙ୍କ କୁଶପୁତ୍ତଳିକା ଦାହ ମଧ୍ୟ କରିଛି ଛାତ୍ର ବିଜେଡି । ବୈଜୟନ୍ତ ଭୁଲ ନମାଗିଲେ ସାରା ରାଜ୍ୟରେ ପ୍ରତିବାଦକୁ ଜୋରଦାର କରାଯିବ ବୋଲି ଛାତ୍ର ବିଜେଡି ଚେତାବନୀ ଦେଇଛି!!*ଫେକ୍‌ ଭିଡିଓ ଭାଇରାଲ କରି ସାଂସଦଙ୍କୁ ବଦନାମ୍‌ କରିବାକୁ ଚେଷ୍ଟା କରିଥିବା ସାମ୍ବାଦିକଙ୍କୁ ସୁରକ୍ଷା ଦେବାକୁ ଯାଇ ବୈଜୟନ୍ତ ନିଜ ଟ୍ୱିଟ୍‌ ହ୍ୟାଣ୍ଡେଲରେ ଓଡ଼ିଶାକୁ ନେଇ ଅତ୍ୟନ୍ତ ହୀନ ମନ୍ତବ୍ୟ ଦେଇଛନ୍ତି । ସେ ଓଡ଼ିଶାକୁ ପାକିସ୍ତାନ ସହ ତୁଳନା କରି ଟ୍ୱିଟ୍ କରିଛନ୍ତି । ଯାହାକୁ ନେଇ ଏବେ ତୁମ୍ବିତୁଫାନ୍‌ ଆରମ୍ଭ ହୋଇଛି । ରାଜ୍ୟର ବିଭିନ୍ନ ମହଲରେ ବୈଜୟନ୍ତଙ୍କ ଏହି ଆଚରଣକୁ ନିନ୍ଦା କରାଯଇଛି । ଖାଲି ସେତିକି ନୁହେଁ ଏଭଳି ଟ୍ୱିଟକୁ ଦୃଢ ବିରୋଧ କରିଛନ୍ତି ବିଜେଡିର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ । ପ୍ରଣବ ଟ୍ୱିଟ୍ କରି ଲେଖିଛନ୍ତି ଯେ ନିଜ ରାଜ୍ୟକୁ ପାକିସ୍ତାନ ସହ ତୁଳନା କରି ଆହୁରି ଲଜ୍ଜାଜନକ ପରିସ୍ଥିତି ସୃଷ୍ଟି କରିଛନ୍ତି ବୈଜୟନ୍ତ । ବୈଜୟନ୍ତ ପଣ୍ଡା ଓଡ଼ିଶାର ସଂସ୍କୃତି ଏବଂ ଓଡ଼ିଶାବାସୀଙ୍କୁ ଅପମାନିତ କରିଛନ୍ତି!! ବୈଜୟନ୍ତ ପଣ୍ଡାଙ୍କ ମନ୍ତବ୍ୟକୁ ଦୃଢ ନିନ୍ଦା, କୁଶପୁତ୍ତଳିକା ଦାହ । କଟକରେ ଛାତ୍ର ବିଜେଡି ତରଫରୁ ପୂର୍ବତନ ସାଂସଦ ବୈଜୟନ୍ତ ପଣ୍ଡାଙ୍କ ଓଡିଶା ପ୍ରତି ଅପମାନସୂଚକ ମନ୍ତବ୍ୟର ପ୍ରତିବାଦ କରାଯାଇଛି । ବାଦାମବାଡି ଛକରେ ଛାତ୍ର ବିଜେଡି ପକ୍ଷରୁ ବୈଜୟନ୍ତଙ୍କ ମନ୍ତବ୍ୟକୁ ନିନ୍ଦା କରାଯିବା ସହ ତୁରନ୍ତ କ୍ଷମା ପ୍ରାର୍ଥନା ପାଇଁ ଦାବି ହୋଇଛି । ଏନେଇ ବୈଜୟନ୍ତଙ୍କ କୁଶପୁତ୍ତଳିକା ଦାହ ମଧ୍ୟ କରିଛି ଛାତ୍ର ବିଜେଡି । ବୈଜୟନ୍ତ ଭୁଲ ନମାଗିଲେ ସାରା ରାଜ୍ୟରେ ପ୍ରତିବାଦକୁ ଜୋରଦାର କରାଯିବ ବୋଲି ଛାତ୍ର ବିଜେଡି ଚେତାବନୀ ଦେଇଛି!!


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like