-+91-9937148622 |

prerana_bgr@rediffmail.com |

  Sunday 5th July 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ପଂଚାୟତ ଆଦିବାସୀ ଉଚ୍ଚ ବିଦ୍ୟାଳୟ ମନହୀରା ଠାରେ ବନୋମହୋତ୍ସବ ସପ୍ତାହ ପାଳନ   (04-Jul-2026)       ||      କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   (04-Jul-2026)       ||      କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   (04-Jul-2026)       ||      ପ୍ରତ୍ୟେକ ଯୋଗ୍ୟ ପରିବାରକୁ ପକ୍କା ଘର♦️ ବାରିପଦାରେ ୬୧ ଜଣ ହିତାଧିକାରୀଙ୍କୁ PMAY-U 2.0 କାର୍ଯ୍ୟାଦେଶ ପ୍ରଦାନ   (04-Jul-2026)       ||      କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ କେନ୍ଦ୍ରର ସ୍ୱୀକୃତି : ଭାରତ ସରକାରଙ୍କୁ ବରଗଡ଼ ସାଂସଦଙ୍କ କୃତଜ୍ଞତା   (04-Jul-2026)       ||      ନିର୍ଦ୍ଧାରିତ ଦର ଠାରୁ ଅଧିକ ପାର୍କିଂ ଦେୟ ନେଉଥିବା ଅଭିଯୋଗ ପରେ ବରପାଲି ରେଳ ପାର୍କିଂ ଠିକାଦାର କ୍ଷମା ପ୍ରାର୍ଥନା କଲେ    (04-Jul-2026)       ||      ଖରସ୍ରୋତା ମହାବିଦ୍ୟାଳୟରେ ‘ଭାରତୀୟ ଜ୍ଞାନ ପରମ୍ପରାରେ ପରିବେଶ ବିଜ୍ଞାନ’ ଉପରେ ରାଜ୍ୟସ୍ତରୀୟ ଆଲୋଚନାଚକ୍ର   (04-Jul-2026)       ||      ସୌଭିକଙ୍କ ସପକ୍ଷରେ ବାହାରିଲା ଓଡ଼ିଶା କ୍ରାନ୍ତି ମଞ୍ଚ ନିମକ ହାରାମିକୁ ଉଚିତ ଜବାବ ଦିଆଯିବ ।   (04-Jul-2026)       ||      ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ପାଳିତ:ଶପଥ ପାଠ ଓ କୁଇଜ ମାଧ୍ୟମରେ ସଚେତନତା    (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      କୁତୁର୍ଲା ପେକ୍ସ ପରିଦର୍ଶନ କଲେ ନରସିଂହ♦️ ଧାନ ବିକ୍ରିର ଶେଷ ଦିନରେ ମଧ୍ୟ ଉଠିପାରୁନାହିଁ ଚାଷୀଙ୍କ ଧାନ♦️୧୮ ଜଣ ଚାଷୀଙ୍କ ଆସିନାହିଁ ଟୋକନ, ଚାଷୀ ହତାଶ   (03-Jul-2026)       ||      ଭାରତ ନିର୍ବାଚନ ଆୟୋଗଙ୍କ ଦ୍ଵାରା ଗଣମାଧ୍ୟମ ଏବଂ ସମ୍ପର୍କିତ ସମ୍ମିଳନୀ♦️ ଓଡ଼ିଶାରୁ ସୂଚନା ଓ ଲୋକସମ୍ପର୍କ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ୧୩ଜଣ ଡିଆଇପିଆରଓ ଙ୍କ ଯୋଗଦାନ    (03-Jul-2026)       ||      ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା ଏବଂ ୨୫ରେ ବାହୁଡା଼ ଯାତ୍ରା   (03-Jul-2026)       ||      ଓଡ଼ିଶାରେ ଭୋଟର ତାଲିକା ର ସ୍ୱତନ୍ତ୍ର ସଘନ ସଂଶୋଧନ ପାଇଁ ୧୦ ଜଣ ବରିଷ୍ଠ  ଆଇ ଏ ଏସ ଅଧିକାରୀ ଭୋଟର ତାଲିକା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ    (03-Jul-2026)       ||      ଜାପାନୀ ସଂସ୍ଥା ସହ ଐତିହାସିକ ଚୁକ୍ତି, ଗ୍ରୀନ୍ ଏନର୍ଜି କ୍ଷେତ୍ରରେ ଜାପାନୀ ବ୍ୟବସାୟୀକ ନେତୃବୃନ୍ଦଙ୍କ ସହ ସହଭାଗିତା, ରାଜ୍ୟରେ ହେବ ବ୍ୟାପକ ପୁଞ୍ଜିନିବେଶ   (03-Jul-2026)       ||      କମଗାଁ ମହାବିଦ୍ୟାଳୟ ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରେମାନନ୍ଦ ପଟେଲଙ୍କ ସେବା ନିବୃତ୍ତ,   (03-Jul-2026)       ||      ଅବସରନେଲେ ମୁଖ୍ୟମନ୍ତ୍ରୀ ପୁରସ୍କାରପ୍ରାପ୍ତ ପ୍ରଧାନଶିକ୍ଷକ ଦିଲ୍ଲୀପ ମହାନ୍ତି    (03-Jul-2026)       ||      ମାୟାବର୍ହ୍। ହାଇସ୍କୁଲରେ ଜାତୀୟ ବିଦ୍ୟୁତ୍ ସୁରକ୍ଷା ସପ୍ତାହ ପାଳିତ   (03-Jul-2026)       ||      ଝରୀଗାଁ ତହସିଲଦାର ଙ୍କ ବିରଦ୍ଧରେ ଥାନରେ ଲିଖିତ ଅଭିଯୋଗ*   (03-Jul-2026)       ||     

HOME   ରାଜ୍ୟ

ରେକର୍ଡ : ରାଜ୍ୟରେ ୩୦ଜିଲ୍ଲାରୁ ଚିହ୍ନଟ ହେଲେ ସଂକ୍ରମିତ, ୨୪ ଘଣ୍ଟାରେ ୧୭୪୧ ପଜିଟିଭ୍ ଚିହ୍ନଟ

12-Apr-2021



ଭୁବନେଶ୍ବର(ପ୍ରେରଣା ଖବର ବ୍ୟୁରୋ): ରାଜ୍ୟରେ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୭୪୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୫୧୩୦୨ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୧୫ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୭୨୬ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪୩ଜଣ, ବାଲେଶ୍ୱର ଜିଲ୍ଲାରୁ ୧୫୮ଜଣ, ବରଗଡ଼ ଜିଲ୍ଲାରୁ ୯୭ଜଣ, ଭଦ୍ରକ ଜିଲ୍ଲାରୁ ୧୧ଜଣ, ବଲାଙ୍ଗୀର ଜିଲ୍ଲାରୁ ୯୩ଜଣ, ବୌଦ୍ଧ ଜିଲ୍ଲାରୁ ୫ଜଣ, କଟକ ଜିଲ୍ଲାରୁ ୫୮ଜଣ, ଦେଓଗଡ଼ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୧୪ଜଣ, ଗଞ୍ଜାମ ଜିଲ୍ଲାରୁ ୯ଜଣ, ଜଗତସିଂହପୁର ଜିଲ୍ଲାରୁ ୯ଜଣ, ଯାଜପୁର ଜିଲ୍ଲାରୁ ୩୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪୩ଜଣ, କଳାହାଣ୍ଡି ଜିଲ୍ଲାରୁ ୧୧୪ଜଣ, କନ୍ଧମାଳ ଜିଲ୍ଲାରୁ ୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, କେନ୍ଦୁଝର ଜିଲ୍ଲାରୁ ୫୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୦୪ଜଣ, କୋରାପୁଟ ଜିଲ୍ଲାରୁ ୯ଜଣ, ମାଲକାନଗିରି ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୮୦ଜଣ, ନୟାଗଡ଼ ଜିଲ୍ଲାରୁ ୭ଜଣ, ନୂଆପଡ଼ା ଜିଲ୍ଲାରୁ ୯୬ଜଣ, ପୁରୀ ଜିଲ୍ଲାରୁ ୫୪ଜଣ, ରାୟଗଡ଼ା ଜିଲ୍ଲାରୁ ୩୫ଜଣ, ସମ୍ବଲପୁର ଜିଲ୍ଲାରୁ ୧୨୧ଜଣ, ସୋନପୁର ଜିଲ୍ଲାରୁ ୧୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୬୮ଜଣ, ଷ୍ଟେଟ୍‌ ପୁଲ୍‌ରୁ ୪୬ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୫୧୩୦୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୨୫୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୪୦୦୬୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୬୪୦୦୪୫୬ ସାମ୍ପୁଲ ଟେଷ୍ଟ୍ ହୋଇଛି ।


Covid-19 Report For 11th April

New Positive Cases: 1741
In quarantine: 1015
Local contacts: 726

(Details of local contacts will be shared by concerned Dist Administration)

District Wise Cases:

1. Angul: 43
2. Balasore: 158
3. Bargarh: 97
4. Bhadrak: 11
5. Balangir: 93

6. Boudh: 5
7. Cuttack: 58
8. Deogarh: 9
9. Dhenkanal: 2
10. Gajapati: 14
11. Ganjam: 9
12. Jagatsinghpur: 9
13. Jajpur: 38
14. Jharsuguda: 43
15. Kalahandi: 114
16. Kandhamal: 8
17. Kendrapada: 2
18. Keonjhar: 53
19. Khurda: 204
20. Koraput: 9
21. Malkangiri: 3

22. Mayurbhanj: 39
23. Nawarangpur: 80
24. Nayagarh: 7
25. Nuapada: 96
26. Puri: 54
27. Rayagada: 35
28. Sambalpur: 121
29. Sonepur: 13
30. Sundargarh: 268
31. State Pool: 46

New recoveries: 459
Cumulative tested: 9400456
Positive: 351302
Recovered: 340062
Active cases: 9259


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ପଂଚାୟତ ଆଦିବାସୀ ଉଚ୍ଚ ବିଦ୍ୟାଳୟ ମନହୀରା ଠାରେ ବନୋମହୋତ୍ସବ ସପ୍ତାହ ପାଳନ   04-Jul-2026
  ଜିଲ୍ଲା  
କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   04-Jul-2026
  ଜିଲ୍ଲା  
କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   04-Jul-2026
  ମହାନଗର  
ପ୍ରତ୍ୟେକ ଯୋଗ୍ୟ ପରିବାରକୁ ପକ୍କା ଘର♦️ ବାରିପଦାରେ ୬୧ ଜଣ ହିତାଧିକାରୀଙ୍କୁ PMAY-U 2.0 କାର୍ଯ୍ୟାଦେଶ ପ୍ରଦାନ   04-Jul-2026
  ଜିଲ୍ଲା  
କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ କେନ୍ଦ୍ରର ସ୍ୱୀକୃତି : ଭାରତ ସରକାରଙ୍କୁ ବରଗଡ଼ ସାଂସଦଙ୍କ କୃତଜ୍ଞତା   04-Jul-2026
  ଜିଲ୍ଲା  
ନିର୍ଦ୍ଧାରିତ ଦର ଠାରୁ ଅଧିକ ପାର୍କିଂ ଦେୟ ନେଉଥିବା ଅଭିଯୋଗ ପରେ ବରପାଲି ରେଳ ପାର୍କିଂ ଠିକାଦାର କ୍ଷମା ପ୍ରାର୍ଥନା କଲେ   04-Jul-2026
  ଜିଲ୍ଲା  
ଖରସ୍ରୋତା ମହାବିଦ୍ୟାଳୟରେ ‘ଭାରତୀୟ ଜ୍ଞାନ ପରମ୍ପରାରେ ପରିବେଶ ବିଜ୍ଞାନ’ ଉପରେ ରାଜ୍ୟସ୍ତରୀୟ ଆଲୋଚନାଚକ୍ର   04-Jul-2026
  ଜିଲ୍ଲା  
ସୌଭିକଙ୍କ ସପକ୍ଷରେ ବାହାରିଲା ଓଡ଼ିଶା କ୍ରାନ୍ତି ମଞ୍ଚ ନିମକ ହାରାମିକୁ ଉଚିତ ଜବାବ ଦିଆଯିବ ।   04-Jul-2026
  ଜିଲ୍ଲା  
ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ପାଳିତ:ଶପଥ ପାଠ ଓ କୁଇଜ ମାଧ୍ୟମରେ ସଚେତନତା   03-Jul-2026
  ଜିଲ୍ଲା  
ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   03-Jul-2026
  ଜିଲ୍ଲା  
ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   03-Jul-2026
  ଜିଲ୍ଲା  
କୁତୁର୍ଲା ପେକ୍ସ ପରିଦର୍ଶନ କଲେ ନରସିଂହ♦️ ଧାନ ବିକ୍ରିର ଶେଷ ଦିନରେ ମଧ୍ୟ ଉଠିପାରୁନାହିଁ ଚାଷୀଙ୍କ ଧାନ♦️୧୮ ଜଣ ଚାଷୀଙ୍କ ଆସିନାହିଁ ଟୋକନ, ଚାଷୀ ହତାଶ   03-Jul-2026

You Might Also Like