-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ରାଜ୍ୟ

ଆଜି ୧୧ ଜିଲ୍ଲାରେ କାଳବୈଶାଖି ବର୍ଷା ! ୧୫ ଯାଏଁ ତାତିରୁ ମିଳିବ ତ୍ରାହି

12-Apr-2021



ଭୁବନେଶ୍ୱର,(ପ୍ରେରଣା ଖବର ବ୍ୟୁରୋ): ସୋମବାର ରାଜ୍ୟର ୧୧ଟି ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି । ବିଜୁଳି, ଘଡ଼ଘଡ଼ି ସହ ବର୍ଷା ଓ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବୋହିବ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ ।

ପାଣିପାଗ ବିଭାଗର ଅନୁମାନ ଅନୁସାରେ, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ, ନୂଆପଡ଼ା, ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବ । ତେଣୁ ଏହି ଜିଲ୍ଲାଗୁଡିକ ପାଇଁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ସେହିପରି ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ତାତିରୁ ଆଶ୍ୱସ୍ତି ମିଳିବ । ବର୍ତ୍ତମାନ ରାଜ୍ୟରେ କାଳବୈଶାଖୀ ଜାରି ରହିବ । ଦକ୍ଷିଣ ଓଡ଼ିଶାରେ ପ୍ରାୟ ପ୍ରତିଦିନ ଏହା ପ୍ରଭାବରେ ବର୍ଷା ହେବ । ତାପମାତ୍ରା ବିଶେଷ ବୃଦ୍ଧି ପାଇବ ନାହିଁ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍‌ ବିଶ୍ୱାସ କହିଛନ୍ତି।

ସେହିପରି ସୋଆ ଜଳବାୟୁ ଓ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ଚନ୍ଦ୍ର ସାହୁ ପୂର୍ବାନୁମାନ କରିଛନ୍ତି ଯେ, ଆସନ୍ତାକାଲି ସକାଳ ସମୟରେ ଖରା ପାଗ ହେବ। ମାତ୍ର ଉପରବେଳା କିଛି ସ୍ଥାନରେ କାଁ ଭାଁ ବର୍ଷା ହେବ । ୧୪ ତାରିଖ ପର୍ଯ୍ୟନ୍ତ ଏଭଳି ପାଗ ଜାରି ରହିବ । ୧୫ରେ ଟ୍ରପଲାଇନ୍‌ ପ୍ରଭାବରେ ଅଧିକ ବର୍ଷା ହେବ । ଯାହା ୧୬ ପର୍ଯ୍ୟନ୍ତ ଅନୁଭୁତ ହେବ । ତେବେ ୧୯ରୁ ତାତି ପୁଣି ଲେଉଟିବ ବୋଲି ଡ. ସାହୁ ଆକଳନ କରିଛନ୍ତି । ରବିବାର ସକାଳ ୮ଟା୩୦ ସୁଦ୍ଧା ରାୟଗଡ଼ାରେ ୮ ମିଲିମିଟର, ମାଲକାନଗିରିରେ ୭ ମିଲିମିଟର ଓ କୋରାପୁଟରେ ୪ ମିଲିମିଟର ବର୍ଷା ହୋଇଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ରେକର୍ଡ଼ କରିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like