-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||     

HOME   ରାଜ୍ୟ

ଟିଟିଲାଗଡର ରହସ୍ୟମୟ ଶିବ ମନ୍ଦିର: ବାହାରେ ତାପମାନ ଯେତେ ଅଧିକ ଥିଲେ ବି ଭିତରେ ଏସି ଭଳି ଥଣ୍ଡା

12-Apr-2021



ବଲାଙ୍ଗୀର(, ଟିଟିଲାଗଡ଼(ପ୍ରେରଣା ଖବର ବ୍ୟୁରୋ) : ହିନ୍ଦୁ ଧର୍ମରେ ଶ୍ରାବଣ ମାସକୁ ପବିତ୍ର ମାସ ବୋଲି କୁହାଯାଏ। ଶ୍ରାବଣ ମାସରେ ଶିବ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ ଲାଗିଥାଏ। ଏହି ପବିତ୍ର ମାସରେ ଶିବଲିଙ୍ଗରେ ଜଳାଭିଷେକ କଲେ ସବୁ ମନୋସ୍କାମନା ପୂରଣ ହୋଇଥାଏ ବୋଲି କୁହାଯାଏ। ଶ୍ରବଣ ମାସରେ କାଉଡିଆ ଯାତ୍ରା ଆରମ୍ଭ ହୋଇଥାଏ। ଭାରତରେ ଅନେକ ପୁରାତନ ଓ ରହସ୍ୟମୟ ଶିବ ମନ୍ଦିର ରହିଛି। ଏହି ମନ୍ଦିରରେ ଦର୍ଶନ କଲେ ଭାଗ୍ୟ ଖୋଲିଯାଏ ବୋଲି ବିଶ୍ୱାସ

ରହିଛି। ବିଶେଷ କରି ଶ୍ରାବଣ ଓ କାର୍ତ୍ତିକ ମାସରେ ଏହି ମନ୍ଦିରରେ ଶିବଙ୍କୁ ଦର୍ଶନ କଲେ ବିଶେଷ କୃପା ପ୍ରାପ୍ତ ହୋଇଥାଏ। ଭାରତରେ ଏମିତି ଏକ ଶିବ ମନ୍ଦିର ଅଛି ଯାହାର ରହସ୍ୟ ସମସ୍ତଙ୍କୁ ଚକିତ କରିଦେଇଥାଏ। ଏମିତି ମନ୍ଦିରର ରହସ୍ୟ ନା ପୁରାତତ୍ତ୍ୱ ବିଭାଗ ଜାଣିପାରିଛି ନା ବୈଜ୍ଞାନିକ।

ଓଡିଶା ବଲାଙ୍ଗୀର ଜିଲ୍ଲା ଟିଟିଲାଗଡ଼ରେ ଅବସ୍ଥିତ ଏହି ଶିବ ମନ୍ଦିର ଆଜି ବି ରହସ୍ୟମୟ। ଟିଟିଲାଗଡ଼ ରାଜ୍ୟର ସବୁଠାରୁ ଗରମ ସହର। ଏଠାରେ ଖରା ବି ଅଧିକ ହୁଏ ଓ ଗରମ ମଧ୍ୟ ଅଧିକ ହୁଏ। ସେଥିପାଇଁ ଟିଟିଲାଗଡ଼କୁ ତତଲାଗଡ ମଧ୍ୟ କୁହାଯାଏ। ଟିଟିଲାଗଡ଼ କୁମୁଡା ପାହାଡ଼ରେ ରହିଛି ଶିବ-ପାର୍ବତୀଙ୍କ ଏହି ମନ୍ଦିର। ପାହାଡ ଉପରେ ଥିବାରୁ ଏଠାରେ ଭୀଷଣ ଗରମ ହୁଏ। କିନ୍ତୁ ଆଶ୍ଚର୍ଯ୍ୟର କଥା ହେଲା ମନ୍ଦିର ବାହାରେ ଯେତେ ଗରମ ହେଲେ ବି ମନ୍ଦିର ଭିତର ଏସି ଭଳି ଥଣ୍ଡା। ଭିତରେ ଟିକିଏ ହେଲେ ଗରମର ପ୍ରଭାବ ଦେଖିବାକୁ ମିଳେନି। ବାହାରେ ଟିକିଏ ସମୟ ଛିଡା ହେବା ବି ଭକ୍ତଙ୍କ ପାଇଁ ମୁସକିଲ ହୋଇଯାଏ। କିନ୍ତୁ ମନ୍ଦିର ଭିତରକୁ ପ୍ରବେଶ କରୁ କରୁ ଥଣ୍ଡା ଅନୁଭୂତ ହୋଇଥାଏ।
ମନ୍ଦିର ପୂଜାରୀ କୁହନ୍ତି ଯେ ମନ୍ଦିରରେ ସ୍ଥାପିତ ଦେବାଦେବୀଙ୍କ ପ୍ରତିମା ଯୋଗୁଁ ଭିତରେ ଥଣ୍ଡା ଅନୁଭୂତ ହୋଇଥାଏ। ଭଗବାନ ଭୋଲେନାଥ ଓ ମାତା ପାର୍ବତୀଙ୍କ ମୂର୍ତ୍ତିରୁ ଥଣ୍ଡା ପବନ ଆସିଥାଏ ଯାହା ମନ୍ଦିର ବାତାବରଣକୁ ଥଣ୍ଡା ରଖିଥାଏ।

ଥଣ୍ଡା ବାତାବରଣ କେବଳ ମନ୍ଦିର ଯାଏଁ ହିଁ ସୀମିତ। ତେବେ ଏହା 

ପଛରେ କଣ ରହସ୍ୟ ରହିଛି ତାକୁ ଜାଣିବାକୁ ବହୁତ ପ୍ରୟାସ ହୋଇଛି। କିନ୍ତୁ ଏଜି ଯାଏଁ ତାର ନିଷ୍କର୍ସ ବାହାରି ପାରିନାହିଁ। ଆଜି ବି ଏହା ରହସ୍ୟ ଘେରରେ ରହିଛି ଯେ କାହିଁକି ବାହାରେ ଏତେ ଗରମ ପରିବେଶ ଥିଲେ ବି ଭିତର ବାତାବରଣ ଏତେ ଥଣ୍ଡା। କିଛି ଲୋକ ଏହାକୁ ଚମତ୍କାର କହୁଥିବା ବେଳେ କିଛି ଅନ୍ଧବିଶ୍ୱାସ ମଧ୍ୟ କୁହନ୍ତି।


News Comment




Photo in News

Advertisment
Lastest News
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026

You Might Also Like