-+91-9937148622 |

prerana_bgr@rediffmail.com |

  Sunday 10th May 2026 |

| | | |

R.N.I. Regd No. ODIODI/2010/46693

Breaking News

 କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||       କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||      ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ    (10-May-2026)       ||      ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ    (10-May-2026)       ||      *ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   (10-May-2026)       ||      *ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   (10-May-2026)       ||      *ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   (10-May-2026)       ||      *ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   (10-May-2026)       ||      ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   (09-May-2026)       ||      ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   (09-May-2026)       ||      ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   (09-May-2026)       ||      ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (09-May-2026)       ||      ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   (09-May-2026)       ||      ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   (09-May-2026)       ||      ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର    (09-May-2026)       ||      ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-May-2026)       ||      ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      *ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   (09-May-2026)       ||     

HOME   ଜିଲ୍ଲା

ରାସ୍ତା କଡରେ ପଡି କାନ୍ଦୁଥିଲା ନବଜାତ ଶିଶୁ, ଉଦ୍ଧାର କଲେ ଦମ୍ପତ୍ତି

12-Apr-2021



ସୁବର୍ଣ୍ଣପୁର(ପ୍ରେରଣା ଖବର): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଚନ୍ଦଲି ରାସ୍ତା କଡ଼ରୁ ନବଜାତ ଶିଶୁ ପୁତ୍ର ଉଦ୍ଧାର । ଉଲୁଣ୍ଡା ବ୍ଲକ୍ ମାଟଖାଇ ଗାଁର ଦମ୍ପତ୍ତି ଶିଶୁ ପୁତ୍ରକୁ ଉଦ୍ଧାର କରିଛନ୍ତି ।

ସୂଚନାଯୋଗ୍ୟ ଯେ, ମାଟଖାଇ ଗାଁର ସୁରୁସୂତା ମେହେର ଓ ପୀତବାସ ମେହେର ନିଜ ଗାଁରୁ ସୁବଲୟା ପଟକୁ ଯାଉଥିବା ବେଳେ ରାସ୍ତା କଡରେ ଏକ ଶିଶୁ ପୁତ୍ରଟି କାନ୍ଦୁଥିବାର ଦେଖିଥିଲେ । ସଙ୍ଗେ ସଙ୍ଗେ ଶିଶୁ ପୁତ୍ରକୁ ଉଦ୍ଧାର କରି ପ୍ରଥମେ ବୀରମହାରାଜପୁର ଡାକ୍ତରଖାନା ପରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଆମ୍ବୁଲାନ୍ସରେ ଆଣିଥିଲେ । ସୋନପୁର ଡାକ୍ତରଖାନାରେ ଶିଶୁ ପୁତ୍ରକୁ ଭର୍ତ୍ତି କରାଯାଇଛି । ଶିଶୁର ସ୍ବାସ୍ଥ୍ୟାବସ୍ଥା ଭଲ ଥିବା ଡାକ୍ତର କହିଛନ୍ତି । ଶିଶୁଟିକୁ କିଏ ଏବଂ କେଉଁ ପରିସ୍ଥିତିରେ ରାସ୍ତା କଡରେ ଫିଙ୍ଗି ଥିଲା ତାହା ଜଣା ପଡିନାହିଁ ।


News Comment




Photo in News

Advertisment
Lastest News
  ଜିଲ୍ଲା  
 କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର   10-May-2026
  ଜିଲ୍ଲା  
 କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର   10-May-2026
  ଜିଲ୍ଲା  
ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ   10-May-2026
  ଜିଲ୍ଲା  
ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ   10-May-2026
  ଜିଲ୍ଲା  
*ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   10-May-2026
  ଜିଲ୍ଲା  
*ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   10-May-2026
  ଜିଲ୍ଲା  
*ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   10-May-2026
  ଜିଲ୍ଲା  
*ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   10-May-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   09-May-2026
  ଜିଲ୍ଲା  
ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   09-May-2026
  ଜିଲ୍ଲା  
ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   09-May-2026
  ଜିଲ୍ଲା  
ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   09-May-2026

You Might Also Like