-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||     

HOME   ରାଜ୍ୟ

ଟ୍ରେନ୍ ଆଗକୁ ଡେଇଁବା ବେଳେ ଯୁବତୀଙ୍କୁ ଉଦ୍ଧାର କଲେ ଯୁବକ, ଜିଦ୍ ଧରିବାରୁ ଶେଷରେ ହେଲା ବିବାହ

12-Apr-2021



ସୋର(ପ୍ରେରଣା ଖବର ବ୍ୟୁରୋ): ଟ୍ରେନ୍ ଆଗକୁ ଡେଇଁ ଜୀବନ ହାରିବାକୁ ଆସିଥିଲେ ଯୁବତୀ । ଉଦ୍ଧାର କରି ଜୀବନସାଥୀ କଲେ ଯୁବକ । ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ବାଲେଶ୍ବର ଜିଲ୍ଲା ସୋର ଅଞ୍ଚଳରେ । ଘଟଣାଟି ଚଳଚ୍ଚିତ୍ରର କାହାଣୀ ପରି ଲାଗୁଥିଲେ ବି ସତ । ହୀନ୍ଦି ଚଳଚ୍ଚିତ୍ର କୁଆଁରାରେ ଅଭିନେତା ଗୋବିନ୍ଦା ଜଣେ ଯୁବତୀଙ୍କୁ ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରୁଥିବା ବେଳେ ଉଦ୍ଧାର କରିଥିଲେ । ଯୁବତୀଙ୍କ ମିଛି ମିଛିକା ସ୍ବାମୀର ଅଭିନୟ ମଧ୍ୟ କରିଥିଲେ । ମାତ୍ର ଏଠି କିନ୍ତୁ ହୋଇଛି ଓଲାଟ ।  ଯୁବକ ଜଣଙ୍କ ଯୁବତୀକୁ ଟ୍ରେନ୍ ଲାଇନରୁ ଉଦ୍ଧାର କରି ଯୁବତୀଙ୍କ ଜୀବନ ବଞ୍ଚାଇ ତାଙ୍କୁ ଜୀବନସାଥୀ କରିଛନ୍ତି ।  ଯୁବତୀ ଜଣଙ୍କ ଉଚ୍ଚ ଜାତିରେ ହୋଇ ମଧ୍ୟ  ଜଣେ ଅସବର୍ଣ୍ଣ ଜାତିର ଯୁବକଙ୍କୁ ବିବାହ କରି ସଂସାର ଆରମ୍ଭ କରିଛନ୍ତି ।

ସୂଚନାଯୋଗ୍ୟ ଯେ, ସୋର ବ୍ଲକ୍ ବାଳଙ୍ଗ ପଞ୍ଚାୟତ ପନଦା ଅଞ୍ଚଳର ଜଣେ ଯୁବତୀ ତପସ୍ବିନୀ ବିବାହକୁ ନେଇ ଘରୋଇ କଳିରୁ ଆତ୍ମହତ୍ୟା କରିବା ପାଇଁ ନିଜ ଘରଠାରୁ ୭ କି.ମି. ଦୂର ମୁଳିସିଂ ଲେବଲକ୍ରସିଂ ଗେଟ୍ ନିକଟରେ ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା କରିବାକୁ ଉଦ୍ୟମ କରିବା ବେଳେ କିଛି ଲୋକ ଯୁବତୀଙ୍କୁ ଅଟକାଇବାକୁ ଚେଷ୍ଟା କରୁଥିଲେ ।  ସେହି ବାଟ ଦେଇ କେଦାରପୁର ଅଞ୍ଚଳର ଜଣେ ଯୁବକ ଯାଉଥିବା ବେଳେ ଯୁବତୀ ଜଣକୁ ଟ୍ରେନ୍ ଆଗରୁ ଉଦ୍ଧାର କରିଥିଲେ ।  ଯୁବକ ଜଣଙ୍କ ତାଙ୍କୁ ମୃତ୍ୟୁ ମୁଖରୁ ଉଦ୍ଧାର କରିଥିବାରୁ ତାଙ୍କୁ ବିବାହ କରିବାକୁ ଜିଦ୍ ଧରିଥିଲେ ଯୁବତୀ । ନେହେଲେ ପୁଣି ସେ ଆତ୍ମହତ୍ୟା କରିବେ ବୋଲି କହିଥିଲେ । ଯୁବକ ଜଣଙ୍କ ଅସବର୍ଣ୍ଣ ଜାତି ବୋଲି ଯୁବତୀଙ୍କୁ ଜଣାଇବା ପରେ ଯୁବତୀ ଜଣଙ୍କ ଜାତିଗୋତ୍ର ଭେଦ ଭାବକୁ ଭୁଲି ବିବାହ କରିବାକୁ ନିଜ ଜିଦ୍ ରେ ଅଟଳ ରହିଥିଲେ ।  ଫଳରେ ଯୁବକ ଜଣଙ୍କ ଯୁବତୀଙ୍କୁ ନିଜ ଘରକୁ ଆଣିବା ପରେ ଉଭୟ ପରିବାର ଓ ଭଦ୍ରଲୋକଙ୍କ ଉପସ୍ଥିତିରେ ଉଭୟ ବିବାହ କରିବାକୁ ରାଜି ହେବା ପରେ ଗତକାଲି ସୋର ସ୍ଥିତ କ୍ଷେମେଶ୍ବର ମନ୍ଦିରରେ ଉଭୟଙ୍କ ବିବାହ ବୈଦିକ ରୀତି ନୀତିରେ ଅନୁଷ୍ଠିତ ହୋଇଛି ।


News Comment




Photo in News

Advertisment
Lastest News
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026

You Might Also Like