-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||     

HOME   ରାଜ୍ୟ

ଏନକାଉଣ୍ଟର ଭୟରେ ହାଇଦର ର ସହଯୋଗୀ ୟାକୁବ ଙ୍କ ଆତ୍ମସମର୍ପଣ

12-Apr-2021



ଭୁବନେଶ୍ୱର,(ପ୍ରେରଣା ଖବର ବ୍ୟୁରୋ): କଟକ ଚାଉଳିଆଗଞ୍ଜ ଥାନାରେ ହାଇଦର ର ସହଯୋଗୀ ସଲ୍ଲୁ ଓରଫ୍ ୟାକୁବ ଖାନ୍ ଆଜି ଆତ୍ମସମର୍ପଣ କରିଛି । କୁଖ୍ୟାତ ଗ୍ୟାଙ୍ଗଷ୍ଟର ହାଇଦର ଗିରଫ ହେବା ଘଟଣାକୁ ଦୀର୍ଘ ସମୟ ବିତି ଯାଇଥିବା ବେଳେ ଏପର୍ଯ୍ୟନ୍ତ ହାଇଦର ର  କୌଣସି ପତ୍ତା ମିଳିନାହିଁ । ଏପଟେ ହାଇଦରର ଅନ୍ୟତମ ସହଯୋଗୀ ପୁଲିସ ସମ୍ମୁଖରେ ଆତ୍ମସମର୍ପଣ କରିଛି । କଟକ ଚାଉଳିଆଗଞ୍ଜ ଥାନାରେ ହାଇଦର ର ସହଯୋଗୀ ସଲ୍ଲୁ ଓରଫ୍ ୟାକୁବ ଖାନ୍ ଆଜି ଆତ୍ମସମର୍ପଣ କରିଛି । ହାଇଦର ଏସସିବି ମେଡିକାଲରେ ଚିକିତ୍ସିତ ହେଉଥିବା ବେଳେ ୟାକୁବ ତାଙ୍କୁ ଦେଖା କରିଥିଲେ । ଏପରିକି ବହୁ ବାର ଉଭୟଙ୍କ ମଧ୍ୟରେ ଦେଖା ହୋଇଥିବା ବେଳେ ମିଳି ମିଶି ବିରିୟାନି ମଧ୍ୟ ଖାଇଥିଲେ । ହାଇଦର ଙ୍କ ଧରିବା ପାଇଁ ପୁଲିସକୁ ସବୁ ସହଯୋଗ କରିବ ବୋଲି ୟାକୁବ ପୁଲିସକୁ କହିଛି । ଏନକାଉଣ୍ଟର ଭୟରେ ୟାକୁବ ପୁଲିସ ସମ୍ମୁଖରେ ଆତ୍ମସମର୍ପଣ କରିଥିବା ଆଲୋଚନା ହେଉଛି ।
ସୂଚନାଯୋଗ୍ୟ ଯେ, ହାଇଦର ଫେରାର ହେବା ଘଟଣାରେ ଅବହେଳା ପଦର୍ଶନ ଯୋଗୁ ସମ୍ବଲପୁର ଏସପି ୬ ଜଣ ପୁଲିସ କର୍ମଚାରୀଙ୍କୁୁ ନିଲମ୍ବିତ କରିଛନ୍ତି । ଜଣେ ହାବିଲଦାରଙ୍କ ଏବଂ ୫ ଜଣ କନଷ୍ଟେବଳଙ୍କୁ ନିଲମ୍ବିତ କରିଛନ୍ତି ସମ୍ବଲପୁର ଏସପି ।  ହାବିଲଦାର ରମେଶ ଚନ୍ଦ୍ର ମାଝି, କନଷ୍ଟେଳବ ମହମ୍ମଦ ମୌସୁମ, ବୁଲବୁଲ ସାହୁ ଦୀପକ ସାହୁ, ଉମାକାନ୍ତ ବେହେରା, ସୁଧାଂଶୁ ମାଝିଙ୍କୁ ନିଲମ୍ବିତ କରାଯାଇଛି । ନିଲମ୍ବିତ କରିବା ସହ ସେମାନଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରୀ କରାଯାଇଥିବା ସୂଚନା ମିଳିଛି । ଡିଜିପି ଶ୍ରୀ ଅଭୟ ଏଡିଜି ଯଶବନ୍ତ ସିହ୍ନା, ପୁଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ, ମଧ୍ୟ ରେଞ୍ଜ ଡିଆଇଜି ଜେଏନ୍ ପଙ୍କଜଙ୍କୁ ନେଇ ଏକ ଉଚ୍ଚସ୍ତରୀୟ ବୈଠକ କରିଛନ୍ତି । କିପରି ହାଇଦରଙ୍କୁ ଧରାଯାଇପାରିବ ସେ ନେଇ ଆଲୋଚନା ଚାଲିଛି । କଟକ ସହ ଲାଗିଥିବା ସବୁ ଜିଲ୍ଲା ଗୁଡିକରେ ନାକାବନ୍ଦୀ କରିବାକୁୁ ନିର୍ଦ୍ଧେଶ ଦିଆଯାଇଛି । ବଛା,ବଛା ଅଫିସରଙ୍କୁ ନେଇ ଏକ ଟିମ୍ ଗଠନ କରାଯାଇଛି । ଛ ଗୋଟି  ଟିମ୍ ଗଠନ କରାଯାଇଥିବା ବେଳେ ସବୁ ଜିଲ୍ଲା ପୁଲିସକୁ ସଜାଗ ରହିବା ପାଇଁ କୁହାଯାଇଛି । 
ଦୀର୍ଘ ତିନି ଦଶନ୍ଧି ଧରି ଓଡ଼ିଶାର ଅପରାଧ ଜଗତରେ

ବାଦଶାହା ଭାବେ ରାଜ କରୁଥିବା ହାଇଦର  ସେ ଫେରାର ହୋଇଯାଇଥିଲା । ଘଟଣା ଜଣା ପଡ଼ିବା ପରେ ବିଭାଗୀୟ କର୍ତ୍ତୃପକ୍ଷ ଓ ପୁଲିସର ଚିନ୍ତା ଚିନ୍ତା ବଢ଼ି ଯାଇଛି । ତେବେ ସବୁ ଠାରୁ ଗୁରୁତ୍ୱପୂର୍ଣ୍ଣ ଓ ଦୁଭାର୍ଗ୍ୟ ଜନକ ଘଟଣା ହେଉଛି ଯେ,ଏତେ ବଡ଼ ଗ୍ୟାଙ୍ଗଷ୍ଟାର ଏସସିବିକୁ ଚିକିତ୍ସା ପାଇଁ ଆସିଥିବା ବେଳେ ସ୍ଥାନୀୟ ପୁଲିସକୁ ଏ ସମ୍ପର୍କରେ ଅବଗତ କରାଯାଇ ନଥିଲା ବା ସେମାନଙ୍କ ଠାରୁ ସୁରକ୍ଷା ମଗା ଯାଇ ନଥିଲା । ତେବେ ଆଗାମୀ ଦିନରେ ଉକ୍ତ ଫେରାର ହୋଇଥିବା ଅଭିଯୁକ୍ତ କୁ ପୋଲିସ କେବେ ଗିରଫ କରିବ ସେ ନେଇ ସାଧାରଣ ରେ ଚର୍ଚ୍ଚା ଜୋର ଧରିଛି ।


News Comment




Photo in News

Advertisment
Lastest News
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026

You Might Also Like