-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ସିଭିଲ କୋର୍ଟରେ ରାଷ୍ଟ୍ରୀୟ ଲୋକ ଅଦାଲତ: ୨ଠ୫ ଗୋଟି ବିଭିନ୍ନ ମାମଲାର ଫଇସଲା 

12-Apr-2021



ବଲାଙ୍ଗିର,(ପ୍ରେରଣା ଖବର): ବଲାଙ୍ଗୀର ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ସ୍ଥାନୀୟ ସିଭିଲ କୋର୍ଟ ପରିସରରେ ଜିଲ୍ଲା ଦୌରା ଜଜ୍ ତଥା ଆଇନ ସେବା ପ୍ରାଧିକରଣର ଅଧ୍ୟକ୍ଷ ଲୋକନାଥ ମହାପାତ୍ରଙ୍କ ଅଧ୍ୟକ୍ଷତାରେ  ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ 205  ଗୋଟି ମମଲାର ଫଇସଲା କରାଯାଇଥିଲା । ତନ୍‌ମଧ୍ୟରରୁ୧୭ ଗୋଟି ଦେୱାନି ମାମଲାର ଫଇସଲା ହୋଇଥିବା ବେଳେ ୧ଠ ଗୋଟି ବ୍ୟାଙ୍କ ମାମଲାର ସମାଧାନ କରାଯାଇ ୨୯,୪୮,୩୫୫ଟଙ୍କା ଆଦାୟ ହୋଇଥିଲା । ସେହିପରି ୧୧ଗୋଟି ମୋଟର ଦୁର୍ଘଟଣାଜନିତ ମାମଲାର ଫଇସଲା କରାଯାଇ ମୋଟ୍ ୩୫,୩୩,ଠଠଠ ଟଙ୍କା କ୍ଷତିପୂରଣ ଦେବା ପାଇଁ ଆଦେଶ ହୋଇଥିଲା । ସେହିପରି ୧ଠ୪ ଗୋଟି ଫୌଜଦାରୀ ମାମଲାର ଫଇସଲା କରାଯାଇଥିଲା । ୫୫ଗୋଟି ପ୍ରାକ୍ ମୁକଦ୍ଦମାର ଫଇସଲା କରାଯାଇ ୧୮,ଠ୧,ଠ୧୬ ଟଙ୍କା ଆଦାୟ କରାଯିବା ସଙ୍ଗେ ସଙ୍ଗେ ୮ଗୋଟି ପାରିବାରିକ ମିଳାମିଶା ମାମଲାର ଫଇସଲା ହୋଇଥିଲା । ଏହି ଲୋକ ଅଦାଲତକୁ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଦେବାଶିଷ ଦାଶ ଓ କୋର୍ଟ ମ୍ୟାନେଜର ପ୍ରୀତିରାଣୀ ନାଗ ପରିଚାଳନା କରିଥିଲେ । ସ୍ଥାୟୀ ଲୋକ ଅଦାଲତର ଜଜ୍ ପ୍ରଶାନ୍ତ କୁମାର ଦାସ, ପରିବାର କୋର୍ଟ ର ଜଜ୍ ପ୍ରଶାନ୍ତ କୁମାର ନାୟକ, ଭିଜିଲାନ୍ସ କୋର୍ଟ ଜଜ୍ ଅଜନ୍ତା ଷଡଙ୍ଗୀ, ଅତିରିକ୍ତ ଜିଲ୍ଲା ଜଜ୍‌(ପ୍ରଥମ) ଦେବାଶିଷ ରାଉତ, ଅତିରିକ୍ତ ଜିଲ୍ଲା ଜଜ୍‌(ଦ୍ୱିତୀୟ) ପ୍ରଜ୍ଞା ପରମିତା ରାଉଳ, ଏସ୍‌ସି ଓ ଏସ୍‌ଟି ପ୍ରିଜାଇଡିଂ ଅଫିସର ସରୋଜ କୁମାର ଦାସ, ମୁଖ୍ୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ୍ ଅଭିଳାଷ ସେନାପତି, ସିଭିଲ କୋର୍ଟ ରେଜିଷ୍ଟାର ଅମିତ କୁମାର ବାରିକ, ସିଭିଲ ଜଜ୍‌(ବରିଷ୍ଠ)ସସ୍ମିତା ନନ୍ଦିନୀ ତ୍ରିପାଠୀ, ଅତିରିକ୍ତ ସିଭିଲ ଜଜ୍‌(ବରିଷ୍ଠ)ସୀମା ତ୍ରିପାଠୀ, ଏସ୍‌ଡିଜେଏମ୍ କୈôଳାସ ସାହୁ, ସିଭିଲ ଜଜ୍‌(କନିଷ୍ଠ)ସସ୍ମିତା ସେଠୀ, ସ୍ପେସିଆଲ ଜୁଡିସିଆଲ ମାଜିଷ୍ଟ୍ରେଟ୍ ରମେଶ ଚନ୍ଦ୍ର ରାୟଗୁରୁ, ଜେଏମ୍‌ଏଫ୍‌ସି ସୌରଭ ଶର୍ମା, ଜେଏମ୍‌ଏଫ୍‌ସି ଅବିନାଶ ନନ୍ଦ, ଜିଲ୍ଲା ଜଜ୍ କୋର୍ଟର ପବ୍ଲିକ ପ୍ରସିକ୍ୟୁଟର ସୁବାଷ ଚନ୍ଦ୍ର ମହନ୍ତଙ୍କ ସମେତ ବହୁ ଓକିଲ ମାମଲାର ଗୁଡିକର ଶୁଣାଣି ସମୟରେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026

You Might Also Like