-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

କୋସଳାଚଳରେ ଆଇନ ବିଶ୍ୱ ବିଦ୍ୟାଳୟର ସ୍ଥାପନ ଓ କୋସଳାଂଚଳର ସମସ୍ତ ବେସରକାରୀ ଆଇନ ମହାବିଦ୍ୟାଳୟକୁ ସରକାର ହାତକୁ ନେବାକୁ କେ.ୱାଇ.ସି.ସି. ଓ ଏକେଏସ୍‌ୟୁ ର ଦାବି

12-Apr-2021



ବଲାଙ୍ଗିର, (ପ୍ରେରଣା ଖବର): ଇତି ମଧ୍ୟରେ ରାଜ୍ୟ ସରକାର ତାଙ୍କର ଆଂଚଳିକ ବୈଷମ୍ୟ ଜନିତ ନିତୀର ଅନ୍ୟ ଏକ ଜ୍ୱଳନ୍ତ ଉଦାହରଣ ଦେଖାଇଛନ୍ତି । କଟକର ମଧୁସୁଦନ ଆଇନ ମହାବିଦ୍ୟାଳୟକୁ ଆଇନ ବିଶ୍ୱ ବିଦ୍ୟାଳୟର ଘୋଷଣା କରିବା ସହ ରାଜ୍ୟର ସମସ୍ତ ଆଇନ ମହାବିଦ୍ୟାଳୟମାନଙ୍କୁ ସେହି ବିଶ୍ୱ ବିଦ୍ୟାଳୟ ସହ ସହବନ୍ଧିତ କରିବାକୁ ନିଷ୍ପତ୍ତି ନେଇଛନ୍ତି । ଏହି କ୍ରମରେ କୋଶଳାଂଚଳର ୮ଟି ଆଇନ ମହାବିଦ୍ୟାଳୟକୁ ମଧ୍ୟ ଜବରଦସ୍ତି କଟକ ମଧୁସୁଦନ ଆଇନ ବିଶ୍ୱ ବିଦ୍ୟାଳୟ ଅଧିନରେ ରଖିବାକୁ ନିଷ୍ପତ୍ତି ନେଇଛନ୍ତି ।
    ଏଠାରେ ଉଲ୍ଲେଖଯୋଗ୍ୟ ଯେ ସଭ୍ୟତାର ବିକାଶ ପାଇଁ ଶିକ୍ଷାର ବିକେନ୍ଦ୍ରୀକରଣ ନିହାତି ଆବଶ୍ୟକ ଅଟେ ଏବଂ କୋଶଳାଂଚଳର ମଧ୍ୟ ତିନୋଟି ବିଶ୍ୱ ବିଦ୍ୟାଳୟ ଯଥା ସମ୍ବଲପୁର ବିଶ୍ୱ ବିଦ୍ୟାଳୟ, ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟ ଓ କଳାହାଣ୍ଡି ବିଶ୍ୱ ବିଦ୍ୟାଳୟ ମଧ୍ୟ ରହିଅଛି । ସରକାର ଚାହିଁଥିଲେ ଉକ୍ତ ବିଶ୍ୱ ବିଦ୍ୟାଳୟମାନଙ୍କ ଅଧିନରେ ସଂପୃକ୍ତ ମହାବିଦ୍ୟାଳୟମାନଙ୍କୁ ରଖି ପାରିଥାନ୍ତେ କିମ୍ବା ଶିକ୍ଷାର ଆଂଚଳିକ ଭାରସାମ୍ୟ ରକ୍ଷା କରିବା ପାଇଁ କୋସଳାଂଚଳରେ ମଧ୍ୟ ଏକ ଆଇନ ବିଶ୍ୱ ବିଦ୍ୟାଳୟ ସ୍ଥାପନ କରି ପାରିଥାନ୍ତେ । ଏଣୁ ରାଜ୍ୟ ସରକାରଙ୍କ ଏତାଦୃଶ ଉପକୂଳ ଓଡିଶାବାଦୀ ନଓତିକୁ କୋସଲ ଯୁବ ସମନ୍ୱୟ ସମିତି ଓ ଅଲ କୋସଲ ଷ୍ଟୁଡେଣ୍ଟସ ୟୁନିୟନ ତିବ୍ର ନିନ୍ଦା କରିବା ସହ ଏହା ବିରୁଦ୍ଧରେ ଧାରାବାହିକ ଭାବେ ଆନ୍ଦୋଳନ କରିବାକୁ ନିଷ୍ପତ୍ତି କରିଛି । ଏହି ଆନ୍ଦୋଳନର କାର୍ଯ୍ୟସୂଚୀ ପ୍ରସ୍ତୁତ କରିବାକୁ ଉଭୟ ସଂଗଠନର କେନ୍ଦ୍ରୀୟ କର୍ମକର୍ତ୍ତାମାନଙ୍କୁ ନେଇ ଏକ କୋର କମିଟି ଗଠନ କରାଯାଇଛି । ଏହି କମିଟି ରେ କେୱାଇସିସି ସଭାପତି ଡୋଳାମଣି ପ୍ରଧାନ, କାର୍ଯ୍ୟକାରୀ ସଭାପତି ଦିପକ ରଥ, ରିଲୁ ରଥ, ବରିଷ୍ଠ ଯୁବ ନେତା ଦୀପକ ଦାସ, ସ୍ୱାଧିନ ମିଶ୍ର, ଯୁବ ନେତା ଅଚ୍ୟୁତ ସିପୁନ ଖମାରୀ, ଦିପକ ଦେବତା, ବିନୋଦ କାଲସାଏ, ଲରେନ୍ସ ପ୍ରଧାନ, ଇଂ. ଉମାଶଙ୍କର ବେହେରା, ମନୋଜ ରାଓ, ଦିଲେଶ୍ୱର ବାଗ, ଏକେଏସ୍‌ୟୁ ର ସଭାପତି ଆକାଶ ପଣ୍ଡା, କେନ୍ଦ୍ରୀୟ ସଂଯୋଜକ ଅସୀମ ପଟେଲ ପ୍ରମୁଖ ସ୍ଥାନୀତ ହୋଇଛନ୍ତି । ଏହି କମିଟି ତରଫରୁ ଆଗାମୀ ଦିନରେ ରାଜ୍ୟ ଓ କେନ୍ଦ୍ର ସରକାରଙ୍କୁ ଦାବିପତ୍ର ଦେବା ସହ ଧାରାବାହିକ ଭାବରେ ଆନ୍ଦୋଳନ କରାଯିବାକୁ ନିଷ୍ପତ୍ତି କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like