-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME    ଅନ୍ୟାନ୍ୟ

ସକାଳ ର ମୁଖ୍ୟ ଖବର

19-Oct-2020



୧-ଦେଶର ୧୦ ଜଣ ପ୍ରମୁଖ କ୍ଷମତାଶାଳୀଙ୍କ ମଧ୍ୟରେ ପ୍ରଧାନମନ୍ତ୍ରୀ ଶୀର୍ଷରେ ରହିଛନ୍ତି। ଇଣ୍ଡିଆ ଟୁଡେ ପକ୍ଷରୁ ଆସନ୍ତା ୨୬ ତାରିଖରେ ପ୍ରକାଶ ପାଇବାକୁ ଥିବା ସ୍ବତନ୍ତ୍ର ସଂଖ୍ୟାରେ ଏହା କୁହାଯାଇଛି।

 

୨-ଅନୁସୂଚିତ ଜନଜାତି ଓ ଜନଜାତି ଉନ୍ନୟନ ବିଭାଗ ପକ୍ଷରୁ ମିସନ୍‌ ‘ସୁବିଦ୍ୟା’ରେ ୧୦ଟି ଜିଲ୍ଲା‌ରେ ଏସ୍‌ସି, ଏସ୍‌ଟି ହଷ୍ଟେଲ୍‌ଗୁଡ଼ିକର ମୂଲ୍ୟାଙ୍କନ ହେବ ।

 

୩-ଲଞ୍ଚ ହେଲା SAMEER ଆପ, ଏହି ଆପ୍ ସାହାଯ୍ୟରେ ପ୍ରତ୍ୟେକ ବ୍ୟକ୍ତି ନିଜର ତଥା ଅନ୍ୟ ରାଜ୍ୟର ପ୍ରଦୂଷଣର ମାତ୍ରା ସମ୍ପର୍କରେ ଅବଗତ ହୋଇପାରିବେ।

 

୪-ବ୍ରହ୍ମୋସ ସୁପରସୋନିକ କ୍ରୁଜ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ, ଭାରତୀୟ ନୌସେନାର ଅଦୃଶ୍ୟ ବିଧ୍ଵଂସକ ଦ୍ଵାରା ଆଇଏନଏସ ଚେନ୍ନାଇରୁ ହେଲା ପରୀକ୍ଷା ।

 

୫-ଦିଲ୍ଲୀରେ ଓଡ଼ିଆ ସଂଗଠନ ପକ୍ଷରୁ ଏଥର ନିରାଡ଼ମ୍ବର ଦୁର୍ଗାପୂଜା ହେବ । ତେବେ, କରୋନା କଟକଣାକୁ ଦୃଷ୍ଟିରେ ରଖି ପରମ୍ପରା ଓ ବିଧିରକ୍ଷା ପୂର୍ବକ ଏହି ପୂଜାର ଆୟୋଜନ କରାଯିବ ବୋଲି ଆୟୋଜକଙ୍କ ପକ୍ଷରୁ କୁହାଯାଇଛି।

 

୬-ଆର୍‌ବିଆଇ ରିପୋର୍ଟରେ ୨୦୧୭-୧୮ ଓ ୨୦୧୮-୧୯ର ଚିତ୍ର : ଓଡ଼ିଶାରେ ପନିପରିବା, ଫଳ ଉତ୍ପାଦନ ହ୍ରାସ ।

 

୭-ଭାରତରେ କରୋନା ସକ୍ରିୟ ମାମଲା ନିୟମିତ ହ୍ରାସ ପାଇବାରେ ଲାଗିଛି – କ୍ରମାଗତ ଦ୍ୱିତୀୟ ଦିନରେ ସକ୍ରିୟ ମାମଲା ୮ ଲକ୍ଷ ତଳକୁ ରହିଛି ।

 

୮-ରାପିଡୋ ପକ୍ଷରୁ ଆପ୍ ଆଧାରିତ ଅଟୋ ବୁକିଙ୍ଗ ସେବା ‘ରାପିଡୋ ଅଟୋ’ର ଶୁଭାରମ୍ଭ ।

 

୯-ସନ୍ଧାନ କଲା ଭାରତ, ଓଏନଜିସି ଖର୍ଚ୍ଚ କଲା ୩୦୦୦ କୋଟି, ଏବେ ଭାରତ ହାତରୁ ଖସି ଯିବାକୁ ବସିଛି ଇରାନର ଗ୍ୟାସ୍ ପ୍ରକଳ୍ପ। 

 

୧୦-ଆଇଆରବିଏନ୍‍ ଯବାନଙ୍କ ଉନ୍ମତକାଣ୍ଡ ଘଟଣା; ଉଚ୍ଚ ସ୍ତରୀୟ ତଦନ୍ତ ଆରମ୍ଭ ।

 

୧୧-ଚଳିତ ସିଜିନ୍‌ର ପ୍ରମୁଖ ଘରୋଇ କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟ ରଣଜୀ ଟ୍ରଫି ୨୦୨୧ ଜାନୁୟାରୀରୁ ଆରମ୍ଭହେବ ବୋଲି ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲିଙ୍କ ଘୋଷଣା ।

 

୧୨-ଆଇପିଏଲ୍‌ ଇତିହାସରେ ପ୍ରଥମ ଥର ପାଇଁ ଗୋଟଏ ଦିନରେ ଦୁଇଟି ସୁପର ଓଭର : ପ୍ରଥମ ସୁପର ଓଭର ଟାଇ, ଦ୍ଵିତୀୟ ସୁପର ଓଭରରେ ମୁମ୍ବାଇକୁ ମାତ୍ ଦେଇ ସଞ୍ଜିବନୀ ପାଇଲା କିଙ୍ଗ୍ସ ଏକାଦଶ ପଞ୍ଜାବ ।

 

ଅଧିକ ସତର୍କ ରହିବା ଦରକାର,କୋଭିଡ୍ ନିୟମ କଡ଼ାକଡ଼ି ପାଳନ କରିବା,ମାସ୍କ ପିନ୍ଧିବା, ଶାରୀରିକ ଦୂରତା ରଖିବା ଓ ନିୟମିତ ହାତ ଧୋଇବା ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like