-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ଜାତିଆଣା ଭାବ ନେଇ ଗ୍ରାମବାସୀ ଙ୍କ ଉପଜିଲ୍ଲାପାଳ ଙ୍କ ନିକଟରେ ବିକ୍ଷୋଭ ସହ ଧାରଣା ପ୍ରଦର୍ଶନ

12-Apr-2021



ଟିଟିଲାଗଡ଼(ପ୍ରେରଣା ଖବର): ଟିଟିଲାଗଡ ଥାନା ଅନ୍ତର୍ଗତ ସିରୁଲ ଗ୍ରାମ ପଞ୍ଚାୟତ ରୁ ଗ୍ରାମବାସୀ ଟିଟିଲାଗଡ ଉପଜିଲ୍ଲାପାଳ ତଥା ପୌରପରିଷଦ ଅଧିକାରୀ ଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରି ଦୀର୍ଘ ସମୟ ଧରି ଧାରଣା ଦେଇଥିଲେ ।  ସୂଚନାଯୋଗ୍ୟ ଯେ, ବେହେରା ପଡା ରେ ପାନୀୟ ଜଳଯୋଗାଣ ନେଇ ଗ୍ରାମ ର ହରିଜନ ପଡା ବାସୀ ଙ୍କ ବ୍ୟବହୃତ ପାଣି ଜାତୀୟ ରାଜପଥ-୫୯ କୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା କୁ ଆସି ଆବର୍ଜନାମୟ ହେବା ଦ୍ୱାରା ଯାତାୟତ ବାଧା ପ୍ରାପ୍ତ ହୋଇଆସୁଥିବା ବେଳେ, ଉକ୍ତ ନଳକୂପ ନିକଟରେ ସୋପପିଟ ନିର୍ମାଣ ବ୍ୟବସ୍ଥା ପାଇଁ ଟିଟିଲାଗଡ ଉପଜିଲ୍ଲାପାଳ ସୋମେସ ଉପାଧ୍ୟାୟ ନିର୍ଦ୍ଦେଶ ଦେଇଥିଲେ । ସୋପପିଟ କିମ୍ବା ପାଇପ ଲାଇନ ବ୍ୟବସ୍ଥା ନିମନ୍ତେ ଦାବୀ କରାଯାଉଥିଲା,ଯଦ୍ୱାରା ଉକ୍ତ ବ୍ୟବହୃତ ନାଳ ପାଣି ଯୋଗୁଁ ଯାତାୟତ ଅସୁବିଧା ସହ ଆବର୍ଜନା ମୟ ପରିବେଶ ସୃଷ୍ଟି ହେଉଥିଲା ।ହେଲେ ଉପଜିଲ୍ଲାପାଳ ଙ୍କ ଏହି ସୋପପିଟ  ବ୍ୟବସ୍ଥା କୁ ଉକ୍ତ ହରିଜନ ପଡା ର ଧର୍ମୁ ମହାନନ୍ଦ, ଗୋବର୍ଦ୍ଧନ ଭାରାସାଗର ତଥା ଅନ୍ୟ ସାଇ  ବାସୀ ବିରୋଧ କରି ଡ୍ରେନ ବା ନାଳ ନିର୍ମାଣ କାର୍ଯ୍ୟ ପାଇଁ ଜିଦ ରେ ରହିଛନ୍ତି । ସେହିପରି ସେମାନଙ୍କୁ ଜାତିଆଣ ଭାବ ନେଇ ଏହି କାର୍ଯ୍ୟ କୁ ବିରୋଧ କରୁଥିବା ପ୍ରକାଶ କରିଛନ୍ତି । ଏହି କାର୍ଯ୍ୟ ସମ୍ପାଦନ କରାଇ ନ ଦେବା ନେଇ ଗ୍ରାମ ରେ ସରପଞ୍ଚ ତଥା ଅନ୍ୟ ସରକାରୀ ଅଧିକାରୀ ଙ୍କୁ ଉକ୍ତ ସାଇ ବାସୀ ଗତ ଶନିବାର ଦିନ ତୀଵ୍ର ବିରୋଧ କରିବା ସହ ବେଶ ଧସ୍ତା,ଧସ୍ତି ହୋଇ ତୀଵ୍ର ଉତେଜନା ପ୍ରକାଶ ପାଇଥିଲା । ପରିସ୍ଥିତି ଅଣାୟତ ହେବାରୁ ଟିଟିଲାଗଡ ପୋଲିସ ସୂଚନା ପାଇ ଏ  ଏସ ଆଇ ଖେମସିଙ୍ଗ ମାଝୀ ସଦଳ ବଳେ ଘଟଣା ସ୍ଥଳରେ ପହଞ୍ଚି ପରିସ୍ଥିତି ସମୀକ୍ଷା କରିଥିଲେ । ସୂଚନାଯୋଗ୍ୟ ଯେ ଏହି ସୋପକୀଟ ବଦଳ ରେ ଉକ୍ତ ସିରୁଲ ଗ୍ରାମପଞ୍ଚାୟତ ହରିଜନ ପଡା ନିବାସୀ ଡ୍ରେନ ବ୍ୟବସ୍ଥା କାର୍ଯ୍ୟକାରୀ କରିବା ପାଇଁ ଜିଦ ରେ ରହି ଉକ୍ତ କାର୍ଯ୍ୟ କୁ ବିରୋଧ କରିଥିଲେ । ଏହି ଡ୍ରେନ କରିବାକୁ ଜିଦ ରେ ରହି ସୋମବାର ଉକ୍ତ ସାଇ ର ଅନେକ ସଂଖ୍ୟା ରେ ମହିଳା, ଓ ଲୋକେ ଟିଟିଲାଗଡ ପୌରପରିଷଦ ଆଗରେ ଦୀର୍ଘ ସମୟ ଧରି ବିକ୍ଷୋଭ କରି ଧାରଣା ଦେଇଥିଲେ । ଏ ନେଇ ଉପ 

ଜିଲ୍ଲାପାଳ ତାଙ୍କୁ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ନେଇ ପ୍ରକାଶ ପରେ ଧାରଣା ପ୍ରତ୍ୟାହୃତ କରିଥିଲେ ।   ପ୍ରକାଶ ଯେ ଯାତାୟତ ଓ ମୁଖ୍ୟ ରାସ୍ତା ରେ ଉକ୍ତ ବ୍ୟବହୃତ ପାଣି ଯୋଗୁଁ ଆବର୍ଜନା ମୟ ପରିସ୍ଥିତି କୁ ନେଇ ଗ୍ରାମବାସୀ ବିରୋଧ କରି ଆସୁଥିବା ବେଳେ 
 ଏ ନେଇ ଯଥାଶୀଘ୍ର ଉପଯୁକ୍ତ ପଦକ୍ଷେପ ଗ୍ରହଣ କରିବା ସହ ବିଧିବଦ୍ଧ କାର୍ଯ୍ୟନୁଷ୍ଠାନ ଗ୍ରହଣ ପାଇଁ  ଦାବି ହେଉଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like