-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ସ୍ୱାସ୍ଥ୍ୟ ପରିଦର୍ଶିକା ସଂଧ୍ୟାରାଣୀ ଦାଶ ସମ୍ବର୍ଦ୍ଧିତ

12-Apr-2021



କଟକ(ପ୍ରେରଣା ଖବର) : କଟକ ଜିଲ୍ଲା ବୟାଳିଶମୌଜ଼ାର ଅଗ୍ରଣୀ ସାମାଜିକ ସଂଗଠନ  "ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ" ଓ "ଆନନ୍ଦ ନୃସିଂହ ସ୍ମୃତି ପୂଜ୍ୟପୂଜା ସଂସଦ" ମିଳିତ ଆନୁକୂଲ୍ୟରେ ଏବଂ କଟକ ଜିଲ୍ଲା କନ୍ଦରପୁରର ଅଗ୍ରଣୀ ସାଂସ୍କୃତିକ ସଂଗଠନ "ସରସ୍ୱତୀ କଳା ପରିଷଦ" ପରିଚାଳନାରେ ପରିଷଦର କଳାବିହାର,କନ୍ଦରପୁର କାର୍ଯ୍ୟାଳୟରେ ସାହିତ୍ୟ ସଭା,ସମ୍ବର୍ଦ୍ଧନା ପର୍ବ ଅନୁଷ୍ଠିତ ହୋଇଯାଇଛି । ପ୍ରତିଷ୍ଠାନର ସଭାପତି ଇଂ.ଅଶୋକ ବିଶ୍ୱାଳଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ଅତିଥିଭାବେ ସମ୍ପାଦକ ନାରାୟଣ ଚନ୍ଦ୍ର ମହାନ୍ତି,ସାଂସ୍କୃତିକ ସମ୍ପାଦକ ରୁଦ୍ରନାରାୟଣ ଦାଶ,ନାଟ୍ୟକାର ଅଶୋକ ପଟ୍ଟନାୟକ,ସରୋଜ ନଳିନୀ ପରିଜା,ବିକ୍ରମ ନନ୍ଦ, ମହାଦେବ ମହାରଣା,ଅଧ୍ୟାପକ କଲିମୁଲ୍ଲା,ପ୍ରଫୁଲ୍ଲ ଦାସ,ସ୍ୱାସ୍ଥ୍ୟପରିଦର୍ଶିକା ସଂଧ୍ୟାରାଣୀ ଦାଶ,କରୋନାଯୋଦ୍ଧା ଅଭିରାମ ସାହୁ ପ୍ରମୁଖ ଉପସ୍ଥିତଥିଲେ । ଏହି ସଭାରେ ତ୍ରୟ ଅନୁଷ୍ଠାନ ପକ୍ଷରୁ  ଚକ୍ରବର୍ତ୍ତୀ ଓତା,ଅଭିନେତା ଦୈତାରୀ ପ୍ରଧାନ,ପ୍ରଦୀପ ମହାଳି,ବାବୁଲି ପାତ୍ର କାର୍ଯ୍ୟକର୍ତାଙ୍କ ପରିଚାଳନାରେ  ଉଲ୍ଲେଖନୀୟ କୃତିତ୍ୱ ନିମନ୍ତେ ବହୁ ସାମ୍ବାଦିକ,କବି,ସମାଜସେବୀ,ଚିତ୍ରଶଳ୍ପୀ,ବିଭିନ୍ନ ସଂଗଠନ ଯଥା ସରସ୍ୱତୀ କଳା ପରିଷଦ,କୃତି ଶିକ୍ଷକ ବାଉରୀବଂଧୁ ସ୍ୱାଇଁ,ପୁନମ ପ୍ରିୟଦର୍ଶୀନୀ, ରେଶମା ରାଉତ,  ଅକ୍ଷୟ ଓଝା, ପୂର୍ବତନ ସରପଞ୍ଚ କନ୍ଦରପୁର ଚନ୍ଦ୍ରମଣି ସ୍ୱାଇଁ, ସିତାଂଶୁ ଜେନା,ବ୍ୟଙ୍ଗକବି ପ୍ରତାପ ବେହେରା, ଆଲୋକ ଭୋଇ,ଇଂ.ରବୀନ୍ଦ୍ର ରାଉଳ, ଇଂ.ବସନ୍ତ ରାଉତ,ଉତ୍କଳ ବିକାଶ ପରିଷଦ, ବିଷ୍ଣୁପ୍ରିୟା ଚାରିଟେବୁଲ ଟ୍ରଷ୍ଟ-ଓଡ଼ିଶା ପ୍ରମୁଖଙ୍କୁ ସମ୍ବର୍ଦ୍ଧିତ କରଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like