-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

କନ୍ଧମାଳ:ହରିଜନ କର୍ମଚାରୀ କଲ୍ୟାଣ ସମିତିର ବୈଠକ ଓ କର୍ମକର୍ତ୍ତା ନିର୍ବାଚନ

12-Apr-2021



କନ୍ଧମାଳ,(ପ୍ରେରଣା ଖବର ବ୍ୟୁରୋ): କନ୍ଧମାଳ ଜିଲା ହରିଜନ କର୍ମଚାରୀ କଲ୍ୟାଣ ସମିତିର ଏକ ବୈଠକ ଫୁଲବାଣୀ ଜିଲା ଫୁଟବଲ ସଂଘର କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି। ସମିତିର ଉପସଭାପତି ଗୁ୍ପ୍ତେଶ୍ୱର ଦିଗାଲଙ୍କ ଅଧ୍ୟକ୍ଷତାରେ  ଏହି ବୈଠକରେ ପ୍ରଥମେ ବାବାସାହେବ ଆମ୍ବେଦକରଙ୍କ ଫଟୋଚିତ୍ରରେ ଅତିଥି ମାନେ ପୁଷ୍ପ ମାଲ୍ୟାର୍ପଣ ଓ ପ୍ରଦୀପ ପ୍ରଜ୍ଜଳ୍ୱନ କରି ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ସମ୍ମାନୀତ ଅତିଥି ଭାବେ ଖଜୁରୀପଡା ବିଇଓ ଜଗନ୍ନାଥ ସାହାଣି, ଫିରିଙ୍ଗିଆ ବିଇଓ ବିନୋଦ ବିହାରୀ ଦିଗାଲ, ଏବିଡିଓ ସନ୍ତୋଷ ଦିଗାଲ, ଆଇନଜିବୀ ସତ୍ୟ ନାରାୟଣ ବେହେରା, ସ୍ୱାସ୍ଥ୍ୟ ବିଭାଗ ସୂଚନା ଅଧିକାରୀ ଧର୍ମେନ୍ଦ୍ର ତାଣ୍ଡି ପ୍ରମୁଖ ଯୋଗ ଦେଇଥିଲେ। ପ୍ରଥମେ ସଂଗଠନର ଦିବଙ୍ଗତ ନେତାଙ୍କ ପାଇଁ ନୀରବ ପ୍ରାର୍ଥନା କରାଯାଇଥିଲା। ବକ୍ତାମାନେ ନିଜ ନିଜର ମତ ରଖି ସଂଗଠନକୁ ସୁଦୃଢ କରିବା ପାଇଁ ପରାମର୍ଶ ଦେଇଥିଲେ। ଆଗାମୀ ଦିନରେ ସଂଘ ପାଇଁ କାର୍ଯ୍ୟାଳୟ ଗୃହ ନିର୍ମାାଣ ପାଇଁ ସର୍ବ ସମ୍ମତିକ୍ରମେ ମତ ପ୍ରକାଶ ପାଇଥିଲା। ଭୂତପୂର୍ବ ସଭାପତି ଗୋଲକ ବିହାରୀ ସାହାଣୀଙ୍କ ମୃତ୍ୟୁ ପରେ ସଂଘ ସୁପ୍ତ ଅବସ୍ଥାକୁ ଚାଲିଯାଇଥିବାରୁ ଏହାକୁ ପୁୁନର୍ଜୀବିତ କରିବା ପାଇଁ ସମିତିର ବିଭିନ୍ନ ପଦ ପଦବୀ ପାଇଁ କର୍ମକର୍ତ୍ତା ଚୟନ କରାଯାଇଥିଲା। ହରିଜନ କର୍ମଚାରୀ କଲ୍ୟାଣ ସମିତିର ବୈଠକରେ ସଭାପତି ଭାବେ ବେଣୁଧର ସେଠୀ, ଉପସବାପତି ଭାବେ ଗୁପ୍ତେଶ୍ୱର ଦିଗାଲ, ଶିବ ପ୍ରସାଦ ଦିଗାଲ, ବବିତା ସାହାଣୀ, ସାଧାରଣ ସଂପାଦକ ଭାବେ ବଦ୍ରିିକା ନାଥ ସାହାଣୀ, ସହ ସଂପାଦକ ଭାବେ ସୁବ୍ରତ ନାୟକ, କୋଷାଧ୍ୟକ୍ଷ ଭାବେ ଯୋଗେଶ୍ୱର ବେହେରା, ସଂଗଠନ ସଂପାଦକ ଭାବେ ଗୋଲାପୀ ଦିଗାଲ, ଗୀତାଞ୍ଜଳୀ ବେହେରା, ବୀରେନ୍ଦ୍ର ଦିଗାଲ, ଓମ ପ୍ରକାଶ ସାହାଣୀ, ରାଜୀବ ମହାନନ୍ଦ, ଲଲାଟେନ୍ଦୁ ନାୟକ, ଅଜିତ କୁମାର ସାହାଣୀ, କୁମୁଦ ସାହାଣୀ, ଆଦିତ୍ୟ ସାହାଣୀ, ସୁର ପ୍ରସାଦ ନାୟକ, ହିମାଂଶୁ ବେହେରା ଏବଂ କାର୍ଯ୍ୟ ନିର୍ବାାହୀ ସଂପାଦକ ଭାବେ ସୁରଥ ମୂନୀ, ଗଣେଶ ନାୟକଙ୍କୁ ସର୍ବ ସମ୍ମତି କ୍ରମେ ମନୋନୀତ କରାଯାଇଥିଲା। ଉପଦେଷ୍ଟା ଭବେ ଜଗନ୍ନାଥ ସାହାଣୀ, ବିନୋଦ ବିହାରୀ ଦିଗାଲ, ସନ୍ତୋଷ ଦିଗାଲ, ସୀମାଞ୍ଚଳ ବେହେରା, ରବି ମହାନନ୍ଦିଆ, କିଶୋର ବେହେରା ଏବଂ ଆଇନ ପରାମର୍ଶଦାତା ଭାବେ ସତ୍ୟ ନାରାୟଣ ବେହେରାଙ୍କୁ ମନୋନୀତ କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like