-+91-9937148622 |

prerana_bgr@rediffmail.com |

  Sunday 10th May 2026 |

| | | |

R.N.I. Regd No. ODIODI/2010/46693

Breaking News

ସଡ଼କ ଦୁର୍ଘଟଣାରେ ଦୁଇଜଣ ଆହତ , ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କୁ ଉଦ୍ଧାର କରି ମେଡିକାଲ କୁ ପଠାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   (10-May-2026)       ||       କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||       କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||      ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ    (10-May-2026)       ||      ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ    (10-May-2026)       ||      *ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   (10-May-2026)       ||      *ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   (10-May-2026)       ||      *ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   (10-May-2026)       ||      *ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   (10-May-2026)       ||      ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   (09-May-2026)       ||      ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   (09-May-2026)       ||      ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   (09-May-2026)       ||      ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (09-May-2026)       ||      ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   (09-May-2026)       ||      ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   (09-May-2026)       ||      ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର    (09-May-2026)       ||      ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-May-2026)       ||      ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||     

HOME   ରାଜ୍ୟ

ବୁଦ୍ଧ ଗୋସ୍ୱାମୀ ଯାଦବ କମିଟି ପକ୍ଷରୁ ଲଉଡି ମହୋତ୍ସବ ପାଳିତ

13-Apr-2021



କଟକ(ପ୍ରେରଣା ଖବର ବ୍ୟୁରୋ): କଟକ ଜିଲ୍ଲା ଫକୀରପଡା ଗ୍ରାମରେ ବୁଦ୍ଧ ଗୋସ୍ୱାମୀ ଯାଦବ କମିଟି ପକ୍ଷରୁ

ଲଉଡି ମହୋତ୍ସବ ଅନୁଷ୍ଠିତ ହୋଇ ଉଲ୍ଲେଖନୀୟ କୃତିତ୍ୱ ନିମନ୍ତେ ବିଭିନ୍ନ ସଂଗଠନକୁ ସମ୍ବର୍ଦ୍ଧିତ କରାଯାଇଥିଲା । ଆଜିର ଏହି ଲଉଡି ମହୋତ୍ସବରେ ପାଖାପାଖି ଦଶରୁ ଉର୍ଦ୍ଧ୍ବ ଲଉଡ଼ି ଗୋଷ୍ଠି ଭାଗ ନେଇଥିଲେ । ଏହି ନିଆରା ଲଉଡି ଖେଳ ଦେଖିବା ପାଇଁ ଆଖପାଖ ଗ୍ରାମର ବହୁ ଲୋକଙ୍କ ସମାଗମ ଦେଖିବାକୁ ମିଳିଥିଲା ।
ସରସ୍ୱତୀ କଳା ପରିଷଦର ସମ୍ପାଦକ ନାଟ୍ୟକାର ଅଶୋକ କୁମାର ପଟ୍ଟନାୟକଙ୍କ ପରିଚାଳନାରେ ଅନୁଷ୍ଠିତ ଏହି ସଭାରେ  ମୁଖ୍ୟ ଅତିଥିଭାବେ ଅଖିଳ ଭାରତୀୟ ଯାଦବ ମହାସଭାର ଯୁବ ସଭାପତି ଇଂ.ପ୍ରଦୀପ ବେହେରା ଓ ସମ୍ମାନିୟ  ଅତିଥିଭାବେ ବିନୋଦ ବେହେରା,ଚିତ୍ତ ରଞ୍ଜନ ବେହେରା,ସମର ବେହେରା ଆଦି ବହୁ ମାନ୍ୟଗଣ୍ୟ ବ୍ୟକ୍ତିବିଶେଷ ଯୋଗଦେଇ ଏହି ଯାଦବ ସଂକୃତିର ପୁନରୁଦ୍ଧାର ଓ ମହାନତା ସମ୍ପର୍କରେ ଆଲୋକପାତ କରିବାସହ ବୁଦ୍ଧ ଗୋସ୍ୱାମୀ ଯାଦବ କମିଟିର ଏହି ନିଆରା ପଦକ୍ଷେପକୁ ଭୂୟସୀ ପ୍ରସଂଶା କରିଥିଲେ ।
ଏହି ଲଉଡି ମହୋତ୍ସବରେ ରାଧା ମାଧବ ଲଉଡି ସଂଘ,ମା ବରୁଣେଇ ଯାଦବ ସଂଘ,ସିଦ୍ଧ ଖଣ୍ଡୁଆଳି ଲଉଡି ସଂଘ,ସିମିଳି ଗୋଶାଇଁ ଲଉଡି ସଂଘର ଲଉଡି ଖେଳ ଅତି ଉଞ୍ଚ କୋଟିର ଥିଲା ।
ଏହି ଲଉଡି ମହୋତ୍ସବକୁ କମିଟି ପକ୍ଷରୁ ପୂର୍ଣ୍ଣଚନ୍ଦ୍ର ନାୟକ,ସନାତନ ବେହେରା,ସଞ୍ଜୟ କୁମାର ବେହେରା,ମନୋଜ କୁମାର ବେହେରା,କୃଷ୍ଣଚନ୍ଦ୍ର ନାୟକ ଓ ବିଜୟ ବେହେରା ଆଦିବହୁ କାର୍ଯ୍ୟକର୍ତା ପ୍ରମୁଖ ଉପସ୍ଥିତ ରହି ପରିଚାଳନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଡ଼କ ଦୁର୍ଘଟଣାରେ ଦୁଇଜଣ ଆହତ , ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କୁ ଉଦ୍ଧାର କରି ମେଡିକାଲ କୁ ପଠାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   10-May-2026
  ଜିଲ୍ଲା  
 କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର   10-May-2026
  ଜିଲ୍ଲା  
 କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର   10-May-2026
  ଜିଲ୍ଲା  
ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ   10-May-2026
  ଜିଲ୍ଲା  
ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ   10-May-2026
  ଜିଲ୍ଲା  
*ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   10-May-2026
  ଜିଲ୍ଲା  
*ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   10-May-2026
  ଜିଲ୍ଲା  
*ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   10-May-2026
  ଜିଲ୍ଲା  
*ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   10-May-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   09-May-2026
  ଜିଲ୍ଲା  
ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   09-May-2026
  ଜିଲ୍ଲା  
ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   09-May-2026

You Might Also Like