-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ଉଦ୍ଭାବକ କୃଷ୍ଣ ଚନ୍ଦ୍ର ନାଏକ ଙ୍କ ନିର୍ମିତ ପଞ୍ଚକର୍ମ ପରମାନନ୍ଦ କୃଷି ଯନ୍ତ୍ର ଉନ୍ମୋଚିତ

19-Oct-2020



ସମ୍ବଲପୁର(ସଞ୍ଜିବ ପାଣିଗ୍ରାହୀ ଙ୍କ ରିପୋର୍ଟ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କ ଦ୍ୱାରା ରାଜ୍ୟ ସ୍ତରୀୟ ଅବିନବ କୃଷି ଯନ୍ତ୍ରପାତି ସମ୍ମାନ ପ୍ରାପ୍ତ ଉଦ୍ଭାବକ କୃଷ୍ଣ ଚନ୍ଦ୍ର ନାଏକ ଙ୍କ ନିର୍ମିତ ପଞ୍ଚକର୍ମ ପରମାନନ୍ଦ କୃଷି ଯନ୍ତ ର ଆଜି ଶୁଭ ଉନ୍ମୋଚନ ହୋଇଛି l ଜ଼ିଲ୍ଲାର ଧନକଉଡା ବ୍ଲକ କନଖିଣ୍ଡା, ପିପଲ ପଡ଼ା ର ଚାଷୀ ବୀରେନ୍ଦ୍ର ବଢ଼ାଇ ଙ୍କ ଖଳା ରେ ଅନୁଷ୍ଠିତ ଏହି ଉନ୍ମୋଚନ କାର୍ଯ୍ୟକ୍ରମ ରେ କୃଷ୍ଣ ଚନ୍ଦ୍ର ନାଏକ ଙ୍କ ସହିତ ବିଜୁ ଯୁବ ଜନତା ଦଳ ରାଜ୍ୟ ସାଧାରଣ ସମ୍ପାଦକ ହୀରାଲାଲ ବେହେରା, କୃଷକ ସଂଗଠନ ର ଦେବେନ୍ଦ୍ର ପ୍ରଧାନ, ଅଗ୍ରଣୀ ଚାଷୀ ବୀରେନ୍ଦ୍ର ବଢ଼ାଇ, ସାହେବ ସାହୁ, ଜୟଲାଲ ଥାପା, ରାଜକୁମାର ସାହୁ, କୃଷକ ସାଥୀ ନରେଶ ନାଏକ, ଗକୁଲା ନାଏକ, ପ୍ରଦୀପ ପଟେଲ, ବିଜେଡି ଧନକଉଡା ବ୍ଲକ ସଭାପତି ରଜନୀ ସାହୁ ତଥା ଅନେକ ଚାଷୀ ଉପସ୍ଥିତ ଥିଲେ l ଏହି ଯନ୍ତ୍ର ଦ୍ଵାରା ଚାଷ ଜମିରୁ ନଳୀ ପୋକ ନିୟନ୍ତ୍ରଣ, ଧାନ ଉଡେଇବା, ମକା ରୁ ମଞ୍ଜି ବାହାର କରିବା, ଗଛରୁ ଚିନାବାଦାମ କାଢିବା ସହ ନଡ଼ିଆ କୋରିବା, ଛୁରୀ ଧାର କରିବା ଆଦି କାର୍ଯ୍ୟ କରାଯାଇ ପାରିବ l ଆଗାମୀ ଦିନରେ ଏହି ଯନ୍ତ ର ଓଡିଶା ରେ ବହୁଳ ପ୍ରସାର ହୋଇ କମ ଖର୍ଚ୍ଚ ରେ କୃଷକ ମାନେ ସାହାଯ୍ୟ ପାଇ ପାରିବେ l ସରକାର ଏହି ପଞ୍ଚକର୍ମ ପରମାନନ୍ଦ ଯନ୍ତ୍ର ଚାଷୀ ଭାଇ ମାନଙ୍କୁ ରିହାତି ମୂଲ୍ୟ ରେ ଯୋଗାଇ ଦେଲେ ଅନେକ ଚାଷୀ ଉପକୃତ ହୋଇପାରିବେ ବୋଲି ଆଶା କରାଯାଉଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like