-+91-9937148622 |

prerana_bgr@rediffmail.com |

  Monday 6th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||      ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||      ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ    (05-Jul-2026)       ||      କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ    (05-Jul-2026)       ||      ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ    (05-Jul-2026)       ||      ଓଟିଇଟି ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ   (05-Jul-2026)       ||      ଭୂଦାନ ଜମିର ବଣ୍ଟନ ଏବଂ ମ୍ୟୁଟେସନ୍ ଉପରେ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସ୍ଥଗିତାଦେଶ♦️ସମସ୍ତ ଆରଡିସି ଏବଂ ଜିଲ୍ଲାପାଳଙ୍କୁ ରାଜସ୍ୱ ସଚିବଙ୍କ ଚିଠି   (05-Jul-2026)       ||      ମାଲକାନଗିରି ଜିଲ୍ଲାରେ ୧୪୩୭ ପରୀକ୍ଷାର୍ଥୀ ଦେଲେ ଓଟିଇଟି    (05-Jul-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   (05-Jul-2026)       ||      *ସୋନପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ ର ସଘନ ସଂଶୋଧନର ଚିଠା ଭୋଟର ତାଲିକା ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ଙ୍କ ଦ୍ଵାରା ପ୍ରକାଶନ ଓ ପ୍ରେସ ବିବୃତ୍ତି* -   (05-Jul-2026)       ||     

HOME   ଜିଲ୍ଲା

ନିର୍ଝରିଣୀ ଆନୁକୂଲ୍ୟରେ କରୋନା ସଚେତନତା୍ ସଭା ଅନୁଷ୍ଠିତ

13-Apr-2021



କଣ୍ଟାବାଞ୍ଜି (ପ୍ରେରଣା ଖବର): କଣ୍ଟାବାଞ୍ଜିର ଅଗ୍ରଣୀ ସାରସ୍ଵତ ଅନୁଷ୍ଠାନ ନିର୍ଝରିଣୀ ଆନୁକୂଲ୍ୟରେ ଏକ କରୋନା ସଚେତନତା ସଭା ପଞ୍ଚବଟୀ ନିବାସ ଠାରେ ଅନୁଷ୍ଠିତ ହୋଇଯାଇଛି।ବର୍ତ୍ତମାନ କରୋନାର ଦ୍ବିତୀୟ ଲହରୀ କୁ ନଜରରେ ରଖି ସାମାଜିକ ଦୂରତା, ମାସ୍କ ପରିଧାନ ଓ ସେନିଟାଇଜେସନ ସହିତ ନିର୍ଝରିଣୀର ସଭାପତି ଶ୍ରୀ ରାମଚନ୍ଦ୍ର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ଶ୍ରୀ ଯୋଗେଶ୍ୱର

ଧରୁଆ,ଅତିରିକ୍ତ ତହସିଲଦାର ମୁଖ୍ୟ ଅତିଥି,ଅଧିବକ୍ତା ଶ୍ରୀ ବିଷ୍ଣୁ ପ୍ରସାଦ ଶର୍ମା,ମୁଖ୍ୟ ବକ୍ତା, ଶ୍ରୀ ସମୀମ ଅହମଦ ଖାନ,ସଭାପତି,ଓକିଲ ସଂଘ, ଓ ଶ୍ରୀ ଏସ.ଜଗନ୍ନାଥ ରାଓ,ସମ୍ପାଦକ, ଓକିଲ ସଂଘ, କଣ୍ଟାବାଞ୍ଜି ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ।ପ୍ରକୃତିବନ୍ଧୁ ତଥା ସମ୍ପାଦକ ବିରଞ୍ଚି ନାରାୟଣ ଦାଶ ସଭାର ଉଦ୍ଦେଶ୍ୟ ଓ ସ୍ୱାଗତ ଭାଷଣ ଦେଇ ଥିବା ବେଳେ ସହ ସମ୍ପାଦିକା ଅଂଜଳି ମାଝୀ ଅତିଥି ପରିଚୟ ପ୍ରଦାନ କରିଥିଲେ।ତା ପରେ ସଭାପତି ଓ ସମ୍ପାଦକଙ୍କ ଜନ୍ମ ଦିବସ ପାଳନ କରା ଯାଇଥିଲା।ପରିଷଦର ଦ୍ଵିମାସିକ ସାହିତ୍ୟ ପତ୍ରିକା ନିର୍ଝର ଅତିଥି ମାନେ ଉନ୍ମୋଚନ କରିଥିଲେ।କଣ୍ଟାବାଞ୍ଜିର ସୁପୁତ୍ର ଶ୍ରୀମାନ ସୁଦୀପ୍ତ ରଂଜନ ସାହୁ ମାତ୍ର ଉଣେଇଶ ବର୍ଷ ବୟସରେ ଇଂରାଜୀ ଭାଷାରେ ମନୁଆଲ ଅଫ ଷ୍ଟାର୍ଟ ଅପ ବିଜିନେସ ରଚନା କରି ବ୍ରାଭୋ ଇଣ୍ଟରନେସନାଲ ବୁକ ଅଫ ଓ୍ୱ।ର୍ଲଡ ରେକର୍ଡ଼ରେ ତାଙ୍କ ନାମ ଦର୍ଜ ହୋଇଥିବାରୁ ତାଙ୍କୁ ଉତ୍ତରୀୟ ଓ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା।ଠିକ ସେହିପରି ଓକିଲ ସଂଘର ନବ ନିର୍ବାଚିତ ସଭାପତି ସମୀମ ଖାନ ଓ ସମ୍ପାଦକ ଜଗନ୍ନାଥ ରେଡ୍ଡିଙ୍କୁ ମଧ୍ୟ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା।ବର୍ତ୍ତମାନ ସମୟରେ କରୋନାର ସ୍ଥିତି ଓ ପରିସ୍ଥିତି ଶୀର୍ଷକ ଉପରେ ଆଲୋଚନା କରିବା ପାଇଁ ଜୁନିଅର ରେଡକ୍ରସ ପରାମର୍ଶଦାତା ବିରଞ୍ଚି ନାରାୟଣ ଦାଶ ଅତିଥି ମାନଙ୍କୁ ଅନୁରୋଧ କରିଥିଲେ।ସମସ୍ତ ଅତିଥି ସାମାଜିକ ଦୂରତା, ମାସ୍କ ପରିଧାନ ଓ ହାତ ଧୋଇବା ଉପରେ ଗୁରୁତ୍ୱ ଦେବା ସହିତ ୪୫ବର୍ଷ ଉର୍ଦ୍ଧ୍ବ ବ୍ୟକ୍ତି ଟୀକ ନେବାପାଇଁ ଗୁରୁତ୍ୱ ଦେଇଥିଲେ।ତାପରେ ଝାଞ୍ଜିରେ ଝାଞ୍ଜିରେ କବିତା ଲହରୀ ବହୁ ଭାଷୀ କବିତା ପାଠ ରେ କବି ବିଭୁଦତ୍ତ ସାହୁ, ଅଞ୍ଜଳି ମାଝୀ, ଉମେଶ ବେହେରା, ଶ୍ୟାମ ସୁନ୍ଦର ଗୁରୁ, ପ୍ରଭାତ ମିଶ୍ର, ନରେନ୍ଦ୍ର କୁମାର ସୁନା,ବ୍ରଜଶ୍ୟାମ ଗୁରୁ, ରବି ନାରାୟଣ ତ୍ରିପାଠୀ, କବିତା ପାଠ କରିଥିଲେ।ଶ୍ରୀ ବିଭୁଦତ୍ତ ସାହୁ ସଭା ପରିଚାଳନା ଓ ପରିଚାଳନା ସମ୍ପାଦିକା 

ମମତା ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ।ଅନୁଷ୍ଠାନ ତରଫରୁ  ଜନ ସାଧାରଣଙ୍କୁ ମାସ୍କ ବଣ୍ଟନ କରାଯାଇଥିଲା।ଏହି କାର୍ଯ୍ୟକ୍ରମ ରେ ଶ୍ରୀ ଦାମୋଦର ସାହୁ, ଶ୍ରୀ ଥମିର ଛତ୍ରିଆ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   06-Jul-2026
  ଜିଲ୍ଲା  
*ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   06-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   06-Jul-2026
  ରାଜ୍ୟ  
କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି   05-Jul-2026
  ଜିଲ୍ଲା  
ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   05-Jul-2026
  ରାଜ୍ୟ  
ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   05-Jul-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ   05-Jul-2026
  ଖେଳ  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   05-Jul-2026
  ଜିଲ୍ଲା  
ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   05-Jul-2026
  ଜିଲ୍ଲା  
ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   05-Jul-2026
  ଜିଲ୍ଲା  
ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   05-Jul-2026
  ରାଜ୍ୟ  
ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   05-Jul-2026

You Might Also Like