-+91-9937148622 |

prerana_bgr@rediffmail.com |

  Monday 6th July 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||      ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||      ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ    (05-Jul-2026)       ||      କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ    (05-Jul-2026)       ||      ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ    (05-Jul-2026)       ||      ଓଟିଇଟି ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ   (05-Jul-2026)       ||      ଭୂଦାନ ଜମିର ବଣ୍ଟନ ଏବଂ ମ୍ୟୁଟେସନ୍ ଉପରେ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସ୍ଥଗିତାଦେଶ♦️ସମସ୍ତ ଆରଡିସି ଏବଂ ଜିଲ୍ଲାପାଳଙ୍କୁ ରାଜସ୍ୱ ସଚିବଙ୍କ ଚିଠି   (05-Jul-2026)       ||      ମାଲକାନଗିରି ଜିଲ୍ଲାରେ ୧୪୩୭ ପରୀକ୍ଷାର୍ଥୀ ଦେଲେ ଓଟିଇଟି    (05-Jul-2026)       ||     

HOME   ଜିଲ୍ଲା

ପ୍ରେସ ଏସୋସିଏସନ ନର୍ଲା ପକ୍ଷରୁ ଶୃଙ୍ଖଳିତ ସାମ୍ବାଦିକ ସଭା।

13-Apr-2021



କଳାହାଣ୍ଡି,ନର୍ଲା(ସଞ୍ଜୀବ ଦାସ) ପ୍ରେସ ଏସୋସିଏସନ ନର୍ଲା ଆନୁକୂଲ୍ୟରେ ଶୃଙ୍ଖଳିତ ସାମ୍ବାଦିକ ସଭାର ଆୟୋଜନ ନର୍ଲା କଲେଜ ଛକସ୍ଥିତ ଏଆରଟେଲ ଅଫିସ ଗୃହରେ ଅନୁଷ୍ଠିତ ହୋଇଯାଇଛି। ସଭା ପୂର୍ବରୁ ନର୍ଲା ପ୍ରେସ ଏସୋସିଏସନର ସମସ୍ତ କାର୍ଯ୍ୟରତ ସାମ୍ବାଦିକମାନେ ଏକାଠି ହୋଇ ସାମ୍ବାଦିକଙ୍କ ବିଭିନ୍ନ ଅସୁବିଧା ଓ ସୁରକ୍ଷା ପାଇଁ ନର୍ଲା ଥାନା ଏସ.ଆଇ ବଂଶୀଧର ସାମିଲଙ୍କୁ ଏକ ଦାବିପତ୍ର  ଶୋଭାଯାତ୍ରାରେ ଯାଇ ପ୍ରଦାନ କରିଥିଲେ। ଏହା ପରେ ଶୃଙ୍ଖଳିତ ସାମ୍ବାଦିକ ସଭାରେ ଓଜେୟୁର ପ୍ରତିଷ୍ଠାତା, ସ୍ଵର୍ଗତ ପ୍ରଭାତ ଦାଶଙ୍କ ସ୍ମୃତି ଚାରଣ କରି ନିରବ ପ୍ରାର୍ଥନା କରାଯାଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ ଓଜେୟୁ ରାଜ୍ୟ ସଂଘ ସାଧାରଣ ସମ୍ପାଦକ ଶଶିଭୂଷଣ ପ୍ରହରାଜ ଯୋଗଦେଇ ସାମ୍ବାଦିକତାର ପରିଚୟ, ସୁରକ୍ଷା, ଶୃଙ୍ଖଳିତ ସାମ୍ବାଦିକଙ୍କ ଭୂମିକା ଉପରେ ଆଲୋକପାତ କରିଥିଲେ ।

ଅନ୍ୟତମ ଅତିଥି ରୂପେ ନର୍ଲା ସରପଞ୍ଚ ଚିରଞ୍ଜିବୀ ଗୈ।ଡିଆ ଯୋଗଦାନ କରି ସାମ୍ବାଦିକଙ୍କ କାର୍ଯ୍ୟପନ୍ଥା ଉପରେ ମାର୍ଗଦର୍ଶନ ଦେଇ ନୂତନ ପ୍ରେସ ଏସୋସିଏସନର ପ୍ରଶଂସା କରିଥିଲେ।ସଭାରେ ବରିଷ୍ଠ ସାମ୍ବାଦିକ ତଥା ନର୍ଲା ସମାଜ ପ୍ରତିନିଧି ମନୋଜ କୁମାର ଷଡଙ୍ଗୀ ସଭା ପରିଚାଳନା କରିଥିଲେ। ବରିଷ୍ଠ ସାମ୍ବାଦିକ ଦୀପକ କୁମାର ଠାକୁର ସଂଗଠନର ଏକତା ଉପରେ ଧ୍ୟାନ ଆକର୍ଷଣ କରିଥିଲେ।, ବରିଷ୍ଠ  ସାମ୍ବାଦିକ ଅଜୟ କୁମାର ସେନାପତି, ଭିକାରୀ  ଗଉଡ, ତ୍ରିଲୋଚନ ଗଉଡ, ପ୍ରଦୀପ କୁମାର ଗଉଡ,ସଞ୍ଜିବ ଦାସ,ସୁମିତ କୁମାର ଶର୍ମା, ଗଣେଶ ଭୋଇ, ସରୋଜ ସାହୁ,ପାୟାଧର ସାହୁ ଓ ନର୍ଲା ନିର୍ବାଚନ ମଣ୍ଡଳୀରୁ ଅନେକ ସାମ୍ବାଦିକ ବନ୍ଧୁ ଯୋଗଦାନ କରି ଶୃଙ୍ଖଳିତ ସାମ୍ବାଦିକ ଉପରେ ସୁଚିନ୍ତିତ ମତାମତମାନ ରଖିଥିଲେ। ନର୍ଲା ପ୍ରେସ ଆସୋସିଏସନର ଆଗାମୀ କାର୍ଯ୍ୟକ୍ରମ ଓ ରୂପରେଖ ଉପରେ ବିସ୍ତୃତ ଆଲୋଚନା ପରେ ସଭା ଶେଷରେ ବରିଷ୍ଠ ସାମ୍ବାଦିକ ଅଜୟ କୁମାର ସେନାପତି ଧନ୍ୟବାଦ ଅର୍ପଣ କରି ସଭା ସାଙ୍ଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   06-Jul-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   06-Jul-2026
  ଜିଲ୍ଲା  
ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   06-Jul-2026
  ଜିଲ୍ଲା  
*ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   06-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   06-Jul-2026
  ରାଜ୍ୟ  
କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି   05-Jul-2026
  ଜିଲ୍ଲା  
ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   05-Jul-2026
  ରାଜ୍ୟ  
ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   05-Jul-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ   05-Jul-2026
  ଖେଳ  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   05-Jul-2026
  ଜିଲ୍ଲା  
ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   05-Jul-2026
  ଜିଲ୍ଲା  
ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   05-Jul-2026

You Might Also Like