-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||     

HOME   ଜିଲ୍ଲା

ବିଦ୍ୟାଳୟରେ ଛାତ୍ରୀ, ବାହାରେ ତାଲା: ଅଚେତ ଅବସ୍ଥାରେ ଉଦ୍ଧାର, ଅବହେଳା ନା ଆକ୍ରୋଶ ଉଠିଲା ପ୍ରଶ୍ନ

13-Apr-2021



ଗଞ୍ଜାମ(ପ୍ରେରଣା ଖବର) : ଗଞ୍ଜାମ ସାନଖେମୁଣ୍ଡି ପାଟପୁର ବାଳିକା ଉଚ୍ଚ ବିଦ୍ୟାଳୟ ଛାତ୍ରୀକୁ ତାଲା ପକାଇଲେ ଶିକ୍ଷକ । ପାଟପୁର ଥାନାରେ ଅଭିଯୋଗ ପରେ ପୋଲିସରେ ଉପସ୍ଥିତିରେ ତାଲା ଖୋଲାଯିବାରୁ ଅଚେତ ଅବସ୍ଥାରେ ଉଦ୍ଧାର ହେଲେ ଛାତ୍ରୀ ।

ସୂଚନା ଥାଉକି ବିଦ୍ୟାଳୟର ଜଣେ ଦଶମ ଶ୍ରେଣୀ ଛାତ୍ରୀ ସକାଳୁ ବିଦ୍ୟାଳୟକୁ ଯାଇ ଫେରି ନଥିଲେ । ଅଭିଭାବକ ବହୁ ଖୋଜାଖୋଜି ପରେ ବିଦ୍ୟାଳୟ ପରିସରରେ ଛାତ୍ରୀ ଜଣଙ୍କ ଅଚେତ ଅବସ୍ଥାରେ ପଡି ରହିଥିଲେ । ପରେ ପରିବାର ଲୋକ ଓ ସ୍ଥାନୀୟ ବାସିନ୍ଦା ପୋଲିସକୁ ଖବର ଦେଇଥିଲେ। ପୋଲିସ ଆସି ବିଦ୍ୟାଳୟ ସଭାପତିଙ୍କ ଉପସ୍ଥିତିରେ ତାଲା ଖୋଲି ଛାତ୍ରୀଙ୍କୁ ଉଦ୍ଧାର କରିଥିଲା । ତେବେ ଛାତ୍ରୀ ଜଣଙ୍କ କହିବା ମୁତାବକ  ସ୍କୁଲର ପ୍ରଧାନ ଶିକ୍ଷକ ଓ ଶିକ୍ଷୟିତ୍ରୀମାନେ ଜାଣି ଶୁଣି ତାଲା ପକାଇ ଚାଲିଯାଇଛନ୍ତି ।

ଛାତ୍ରୀ ଜଣଙ୍କ ସ୍କୁଲ ଛୁଟି ସମୟରେ ପରିସ୍ରାଗାର ଯାଇଥିଲେ ସେ ଫେରିଲା ବେଳକୁ ଦେଖିଥିଲେ ବିଦ୍ୟାଳୟ ଫାଟକରେ ତାଲା ପକାଇ ଚାଲି ଯାଇଥିଲେ । ପରେ ଦୀର୍ଘ ସମୟ ହେବାରୁ  ଛାତ୍ରୀ ଜଣଙ୍କ ଅସୁସ୍ଥତା ଅନୁଭବ କରି ବାରଣ୍ଡାରେ ପଡି ରହିଥିଲେ । ତାଲା ଖୋଲିଲା ପରେ ଅଭିଭାବକ ଆଡ଼ପଡ଼ା ମେଡ଼ିକାଲ ନେଇଥିଲେ । ସେପଟେ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଦୀନବନ୍ଧୁ ବେହେରା କହିଛନ୍ତି ଯେ ତାଲା ପକାଇବା ସମୟରେ ପରିସର ମଧ୍ୟରେ କେହି ନଥିଲେ । ଛାତ୍ରୀ ଜଣଙ୍କ କିଭଳି ଆସିଲେ ଆମେ ଜାଣି ନାହୁଁ । ତେବେ ସ୍କୁଲ ସଭାପତି କହିଛନ୍ତି ସ୍କୁଲକୁ ବଦନାମ କରିବାକୁ ଏହା ଏକ ଚକ୍ରାନ୍ତ । ସେପଟେ ଅଭିଭାବକ କହିଛନ୍ତି ନ୍ୟାୟ ନମିଳିଲେ ଆମେ ଜିଲ୍ଲାପାଳଙ୍କ ଦ୍ୱାରସ୍ଥ ହେବୁ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026

You Might Also Like