-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||     

HOME   ଜିଲ୍ଲା

ନିଶାମଣୀ ହାଇସ୍କୁଲରେ ମୋ ସ୍କୁଲ ଅଭିଯାନ...

13-Apr-2021



ବରଗଡ଼,(ମୁକୁନ୍ଦ ଦାସ): ନିଶାମଣୀ ହାଇସ୍କୁଲଠାରେ ମୋ ସ୍କୁଲ ଅଭିଯାନ ପରିପେକ୍ଷୀରେ ଏକ ସଭା ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ସ୍କୁଲର କୃତୀ ଛାତ୍ରଛାତ୍ରୀମାନଙ୍କୁ ପୁରସ୍କାର ବଣ୍ଟନ କରାଯାଇଥିଲା । ପ୍ରଧାନ ଶିକ୍ଷୟତ୍ରୀ ଦିବ୍ୟକାନ୍ତି ଭୋଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମକୁ ଶିକ୍ଷୟତ୍ରୀ ରୋଜାଲିନ ମିଶ୍ର ପରିଚାଳନା କରିଥିଲେ । କାର୍ଯ୍ୟକ୍ରମରେ ସ୍କୁଲର ପୁରାତନ ଛାତ୍ର ତଥା ଆନ୍ତର୍ଜାତିକ ମାନ୍ୟତାପ୍ରାପ୍ତ ପ୍ରଶିକ୍ଷକ ଜୟପ୍ରକାଶ ଶତପଥୀ, ଅବସରପ୍ରାପ୍ତ ବିଜ୍ଞାନ ଶିକ୍ଷୟତ୍ରୀ ତେରେସକୋଭା ଦାଶ, ସ୍କୁଲର ଚେୟାରମେନ ସୁଜାତା ବାଗ, ମନୋହର ସାହୁ, ସନ୍ତୋଷୀ ଅଗ୍ରୱାଲ ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରିଥିଲେ । ସ୍କୁଲର ଦଶମ ଶ୍ରେଣୀର ତପସ୍ୱିନୀ ରଥ, ମୀନତି କୁମ୍ଭାର, ମୋହିତ ନାଗ, ବିଶ୍ୱାମିତ୍ର ମେହେର ଓ ଅଭିଷେକ ଛତ୍‌ତରଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା । ଅନ୍ୟମାନଙ୍କ ମଧ୍ୟରେ ଶିକ୍ଷୟତ୍ରୀ ସଙ୍ଗୀତା ପାଢ଼ୀ, ପ୍ରଶାନ୍ତି ପଣ୍ଡା, ମମତା ପଣ୍ଡା, ସୁନିତି ବାଗ, ମନିଷା ସାହୁ ଓ ନିରୁପମା ରାୟ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ । ଭବିଷ୍ୟତରେ ମଧ୍ୟ ଏହି ସ୍କୁଲର ପୁରାତନ ଛାତ୍ରଛାତ୍ରୀମାନଙ୍କୁ ନେଇ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ବୋଲି ଶ୍ରୀ ଶତପଥୀ ଘୋଷଣା କରିଥିଲେ । ଶେଷରେ ରୋଜାଲିନ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026

You Might Also Like