-+91-9937148622 |

prerana_bgr@rediffmail.com |

  Sunday 10th May 2026 |

| | | |

R.N.I. Regd No. ODIODI/2010/46693

Breaking News

ସନ୍ଧ୍ୟା ହେଲେ ଚଉଳିଆଗଞ୍ଜ ଖେଳ ପଡିଆ ♦️ ଜମୁଛି ଅସାମାଜିକ ଯୁବକଙ୍କ ଆଡ୍ଡା   (10-May-2026)       ||      ପୋଲିସ ଭବନରେ ଗୁରୁତତ୍ୱପୂର୍ଣ୍ଣ ବୈଠକ   (10-May-2026)       ||      ବରଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଛତା ବଣ୍ଟନ    (10-May-2026)       ||      ବରଗୁଡା ଗ୍ରାମ ଠାରେ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ l   (10-May-2026)       ||      ମୁଖ୍ୟମନ୍ତ୍ରୀ ହେବା ପରେ ଆକ୍ସନ୍ ମୋଡରେ ବିଜୟ,   (10-May-2026)       ||      *ମୌଦଲପୁର ଠାରେ ନାମ ଯଜ୍ଞ" ଅନୁଷ୍ଠିତ*   (10-May-2026)       ||      ପରିବାର ଭିତରୁ ଯୁବ ପିଢିଙ୍କ ଭିତରେ ସଂସ୍କାର ଆଣିଲେ ସେମାନେ ସଂସ୍କୃତି ର ଅବକ୍ଷୟକୁ ରୋକି ପାରିବେ    (10-May-2026)       ||      ସଡ଼କ ଦୁର୍ଘଟଣାରେ ଦୁଇଜଣ ଆହତ , ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କୁ ଉଦ୍ଧାର କରି ମେଡିକାଲ କୁ ପଠାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   (10-May-2026)       ||       କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||       କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||      ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ    (10-May-2026)       ||      ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ    (10-May-2026)       ||      *ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   (10-May-2026)       ||      *ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   (10-May-2026)       ||      *ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   (10-May-2026)       ||      *ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   (10-May-2026)       ||      ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   (09-May-2026)       ||      ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   (09-May-2026)       ||      ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   (09-May-2026)       ||      ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (09-May-2026)       ||     

HOME   ରାଜ୍ୟ

ସୁଝିଲାନି ଜାତକ, ବିବାହ ପାଇଁ ମନା କଲେ ପରିବାର ଲୋକେ ; ଏକାଠି ଝୁଲି ପଡିଲେ ପ୍ରେମୀ ଯୁଗଳ

13-Apr-2021



ଝାରସୁଗୁଡ଼ା(ପ୍ରେରଣା ଖବର): ପ୍ରେମ ପାଇଁ ଗଲା ଜୀବନ । ଯଦି ବଞ୍ଚିବା, ନେହେଲେ ମରିବା ଏକାଠି । ଆମେ ଯଦି ଆମର ନହେବା, ତାହେଲେ କାହାର ହେବାନି । ନା ତୁ ହେବୁ କାହାର, ମୁଁ ହେବି କାହାର । ଏପରି  କିଛି ନିଷ୍ପତ୍ତି ନେଇ ନିଜ ଜୀବନ ହାରିଦେଇଛନ୍ତି ପ୍ରେମୀ ଯୁଗଳ । ସାମାନ୍ୟ ଜାତକ ଆମ ଦୁହିଁକୁ ଅଲଗା କରିପାରିବନି । କାହାଣୀ ଟି ଗପ ଲାଗୁଥିଲେ ବି ଘଟଣାଟି ସତ ।  ଝାରସୁଗୁଡ଼ା ଜିଲ୍ଲା ଲଖନପୁର ବ୍ଲକ କୁମ୍ଭାରବନ୍ଧ ପୋଲିସ ଫାଣ୍ଡି ରେଙ୍ଗାଳି କିଷାନପଡ଼ା ଗାଁରେ ଘଟିଯାଇଛି ଏପରି ଅଭାବନୀୟ ଘଟଣା ।

ଖବର ଅନୁଯାୟୀ, କିଷାନପଡ଼ା ଗାଁର ଜଣେ ୨୭ବର୍ଷୀୟ ଯୁବକ ସମ୍ବଲପୁରର ଜଣେ ୨୨ବର୍ଷୀୟ ଯୁବତୀଙ୍କ ସହ ପ୍ରେମ ସଂପର୍କ ଗଢିଉଠିଥିଲା । ଉଭୟ ପ୍ରେମକୁ ବିବାହର ରୂପ ଦେବାକୁ ଚେଷ୍ଟା କରିଥିଲେ । ପରିବାରକୁ ମଧ୍ୟ ପ୍ରେମ ସଂପର୍କ ବିଷୟରେ କହିଥିଲେ । ଉଭୟ ଗୋଟିଏ ଜାତିର ହୋଇଥିବାରୁ ବିବାହ ପାଇଁ ପରିବାର ଲୋକେ ରାଜି ହୋଇଥିଲା । କିନ୍ତୁ ପ୍ରେମର ଏହି ରାସ୍ତାରେ ବାଧକ ସାଜିଲା ଜାତକ ସୁଝା । ପରିବାର ଲୋକେ ଜାତକ ସୁଝା ପରେ ଉଭୟଙ୍କ ନାମ ପାଞ୍ଚି ଅନୁସାରେ ମେଳ ଖାଇନଥିଲା । ବିବାହ ପାଇଁ ରାଜି ହୋଇନଥିଲେ ।

ସେପଟେ ଯୁବକଙ୍କ ପରିବାର ଲୋକେ ଯୁବକଙ୍କ ବିବାହ ଅନ୍ୟ ଜାଗାରେ ଠିକ୍‌ କରିଦେଲେ । ଆସନ୍ତା ମେ ୫ତାରିଖରେ ବିବାହ ପାଇଁ ଲଗ୍ନ ସ୍ଥିର ମଧ୍ୟ ହୋଇଥିଲା । ଯୁବକର ଏହି ବାହାଘରେ କୌଣସି ପ୍ରକାରର ଉଚ୍ଛାନଥିଲା । ଏମିତିକି ପ୍ରେମିକାକୁ ବାଇକ୍‌ ଯୋଗେ ନିଜ ଘରକୁ ଆଣିଥିଲା ପ୍ରେମିକ । ଉଭୟଙ୍କ ପରିବାର ଲୋକ ଏହା ଜାଣିବା ପରେ ପ୍ରେମିକଙ୍କ ଘରେ କିଛି ସମାଧାନ ନେଇ ଆପୋଷ ବୁଝାମଣା ହୋଇଥିଲା । କିନ୍ତୁ ସେହିଦିନ ରାତିରେ ଉଭୟ ପ୍ରେମୀଯୁଗଳ ଗୋଟିଏ କୋଠରୀରେ ନିଜକୁ ବନ୍ଦ କରିଦେଇଥିଲା ।

ସକାଳ ହେବାରୁ ପରିବାର ଲୋକେ ଘର ଭିତରୁ କୌଣସି ଶବ୍ଧ ହେବାରୁ ଘରର କବାଟ ଖୋଲିଥିଲେ । କବାଟ ଖୋଳି ଦେଖିବା ବେଳକୁ ଘର ଭିତରେ ଝୁଲୁଛି ୨ଜଣଙ୍କ ମୃତଦେହ । ଘଟଣାସ୍ଥଳରେ କୁମ୍ଭାରବଦ୍ଧା ଫାଣ୍ଡି ଅଧିକାରୀ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛନ୍ତି । ଏପରିକି ଏକ ଅପମୃତ୍ୟୁ ମାମଲା ରୁଜୁ କରି ଶବ ବ୍ୟବଚ୍ଛେଦ ପାଇଁ  ନିକଟସ୍ଥ ମେଡିକାଲକୁ ପଠାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସନ୍ଧ୍ୟା ହେଲେ ଚଉଳିଆଗଞ୍ଜ ଖେଳ ପଡିଆ ♦️ ଜମୁଛି ଅସାମାଜିକ ଯୁବକଙ୍କ ଆଡ୍ଡା   10-May-2026
  ଜିଲ୍ଲା  
ପୋଲିସ ଭବନରେ ଗୁରୁତତ୍ୱପୂର୍ଣ୍ଣ ବୈଠକ   10-May-2026
  ଜିଲ୍ଲା  
ବରଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଛତା ବଣ୍ଟନ   10-May-2026
  ଜିଲ୍ଲା  
ବରଗୁଡା ଗ୍ରାମ ଠାରେ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ l   10-May-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ହେବା ପରେ ଆକ୍ସନ୍ ମୋଡରେ ବିଜୟ,   10-May-2026
  ଜିଲ୍ଲା  
*ମୌଦଲପୁର ଠାରେ ନାମ ଯଜ୍ଞ" ଅନୁଷ୍ଠିତ*   10-May-2026
  ରାଜ୍ୟ  
ପରିବାର ଭିତରୁ ଯୁବ ପିଢିଙ୍କ ଭିତରେ ସଂସ୍କାର ଆଣିଲେ ସେମାନେ ସଂସ୍କୃତି ର ଅବକ୍ଷୟକୁ ରୋକି ପାରିବେ   10-May-2026
  ଜିଲ୍ଲା  
ସଡ଼କ ଦୁର୍ଘଟଣାରେ ଦୁଇଜଣ ଆହତ , ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କୁ ଉଦ୍ଧାର କରି ମେଡିକାଲ କୁ ପଠାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   10-May-2026
  ଜିଲ୍ଲା  
 କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର   10-May-2026
  ଜିଲ୍ଲା  
 କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର   10-May-2026
  ଜିଲ୍ଲା  
ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ   10-May-2026
  ଜିଲ୍ଲା  
ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ   10-May-2026

You Might Also Like