-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ରାଜ୍ୟ

୨ହଜାର ଟପିଲା ସଂକ୍ରମଣ : ରାଜ୍ୟରେ ୩୦ଜିଲ୍ଲାରୁ ଚିହ୍ନଟ ହେଲେ ସଂକ୍ରମିତ, ୨୪ ଘଣ୍ଟାରେ ୨୨୬୭ ପଜିଟିଭ୍ ଚିହ୍ନଟ

14-Apr-2021



ଭୁବନେଶ୍ବର(ପ୍ରେରଣା ଖବର ବ୍ୟୁରୋ): ରାଜ୍ୟରେ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୨୬୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୫୫୩୫୩ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୧୪ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୯୫୩ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪୮ଜଣ, ବାଲେଶ୍ୱର ଜିଲ୍ଲାରୁ ୬୭ଜଣ, ବରଗଡ଼ ଜିଲ୍ଲାରୁ ୧୨୦ଜଣ, ଭଦ୍ରକ ଜିଲ୍ଲାରୁ ୨୮ଜଣ, ବଲାଙ୍ଗୀର ଜିଲ୍ଲାରୁ ୯୩ଜଣ, କଟକ ଜିଲ୍ଲାରୁ ୧୧୭ଜଣ, ଦେଓଗଡ଼ ଜିଲ୍ଲାରୁ ୧୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୫ଜଣ, ଗଜପତି ଜିଲ୍ଲାରୁ ୩୧ଜଣ, ଗଞ୍ଜାମ ଜିଲ୍ଲାରୁ ୭୦ଜଣ, ଜଗତସିଂହପୁର ଜିଲ୍ଲାରୁ ୩୫ଜଣ, ଯାଜପୁର ଜିଲ୍ଲାରୁ ୫୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫୫ଜଣ, କଳାହାଣ୍ଡି ଜିଲ୍ଲାରୁ ୩୪ଜଣ, କନ୍ଧମାଳ ଜିଲ୍ଲାରୁ ୧୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୨ଜଣ, କେନ୍ଦୁଝର ଜିଲ୍ଲାରୁ ୫୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୪୮ଜଣ, କୋରାପୁଟ ଜିଲ୍ଲାରୁ ୧୨ଜଣ, ମାଲକାନଗିରି ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୬୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୦୪ଜଣ, ନୟାଗଡ଼ ଜିଲ୍ଲାରୁ ୧୯ଜଣ, ନୂଆପଡ଼ା ଜିଲ୍ଲାରୁ ୧୦୪ଜଣ, ପୁରୀ ଜିଲ୍ଲାରୁ ୭୦ଜଣ, ରାୟଗଡ଼ା ଜିଲ୍ଲାରୁ ୨୭ଜଣ, ସମ୍ବଲପୁର ଜିଲ୍ଲାରୁ ୧୨୦ଜଣ, ସୋନପୁର ଜିଲ୍ଲାରୁ ୧୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୫୮ଜଣ, ଷ୍ଟେଟ୍‌ ପୁଲ୍‌ରୁ ୮୧ଜଣ ରହିଛନ୍ତି ।

Covid-19 Report For 13th April

New Positive Cases: 2267
In quarantine: 1314
Local contacts: 953

(Details of local contacts will be shared by concerned District Administration)

District Wise Cases:

1. Angul: 48
2. Balasore: 67
3. Bargarh: 120
4. Bhadrak: 28
5. Balangir: 93

6. Cuttack: 117
7. Deogarh: 12
8. Dhenkanal: 5
9. Gajapati: 31
10. Ganjam: 70
11. Jagatsinghpur: 35
12. Jajpur: 52
13. Jharsuguda: 55
14. Kalahandi: 34
15. Kandhamal: 12
16. Kendrapada: 12
17. Keonjhar: 55
18. Khurda: 348
19. Koraput: 12
20. Malkangiri: 2
21. Mayurbhanj: 60

22. Nawarangpur: 104
23. Nayagarh: 19
24. Nuapada: 104
25. Puri: 70
26. Rayagada: 27
27. Sambalpur: 120
28. Sonepur: 16
29. Sundargarh: 458
30. State Pool: 81

New recoveries: 523
Cumulative tested: 9461720
Positive: 355353
Recovered: 341123
Active cases: 12244


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like