-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ରାଜ୍ୟ

କୋଇଲା ଖଣି ମ୍ୟାନେଜର ଅଫିସରୁ ମହିଳା କର୍ମଚାରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ

14-Apr-2021



ଝାରସୁଗୁଡା (ପ୍ରେରଣା ଖବର) : ଏମସିଏଲ କୋଇଲା ଖଣି ମ୍ୟାନେଜର ଅଫିସରେ କାର୍ଯ୍ୟରତ ୪ର୍ଥ ଶ୍ରେଣୀ ମହିଳା କର୍ମଚାରୀଙ୍କ ଆତ୍ମହତ୍ୟା । ବ୍ରଜରାଜନଗର ନିକଟସ୍ଥ ବୋନ୍ଦିଆ ଖଣି ମ୍ୟାନେଜରଙ୍କ ଅଫିସରେ କାର୍ଯ୍ୟ କରୁଥିବା ମହିଳା କର୍ମଚାରୀ ରଜନୀ ବେହେରା ବେକରେ ରଶି ଲଗାଇ କଲେ ଆତ୍ମହତ୍ୟା କରିଛନ୍ତି । ମଙ୍ଗଳବାର ଦ୍ବିପ୍ରହରରେ ଭୋଜନ ଅବକାଶ ସମୟରେ ଅଫିସରେ କାର୍ଯ୍ୟରତ ସମସ୍ତ ଅଧିକାରୀ, କର୍ମଚାରୀ ଘରକୁ ଖାଇବାକୁ ଯାଇଥିଲା ବେଳେ ରଜନୀ ଘରକୁ ନଯାଇ ଅଫିସରେ ରହିଥିଲେ। ପରେ ସମସ୍ତେ ପୁଣି କାର୍ଯ୍ୟରେ ଯୋଗଦେବା ପରେ ବୋନ୍ଦିଆ ଖଣି ମ୍ୟାନେଜର ପି.କେ. ବେହେରାଙ୍କ କାର୍ଯ୍ୟାଳୟ ନିକଟରେ ରହିଥିବା ଅନ୍ୟ ଏକ କୋଠରୀରେ ନିଜ ବେକରେ ରାଶି ଲଗାଇ ଝୁଲୁଥିବା ଦେଖିଲେ ଅନ୍ୟ କର୍ମଚାରୀ । ଆତ୍ମହତ୍ୟାର କାରଣ ଜଣାପଡିନାହିଁ । କିନ୍ତୁ ସ୍ବାଭାବିକ ଭାବେ ପ୍ରଶ୍ନ ଉଠୁଛି ଜଣେ ମହିଳା ବିଧବା କର୍ମଚାରୀ ଅଫିସରେ କାହିଁକି କଲେ ଆତ୍ମହତ୍ୟା । ରାମପୁର ପୋଲିସର ଘଟଣାର ତଦନ୍ତ ଆରମ୍ଭ କରିଛି ।

ମୃତ ମହିଳା କର୍ମଚାରୀ ନିଜ ସ୍ବାମୀଙ୍କ ଦେହାନ୍ତ ପରେ ୨୦୧୦ ମସିହାରେ ୪ର୍ଥ ଶ୍ରେଣୀ କର୍ମଚାରୀ ଭାବେ ନିଯୁକ୍ତି ପାଇଥିଲେ। ବ୍ରଜରାଜନଗରରେ ଏକୁଟିଆ ରହୁଥିଲେ ମହିଳା । ତାଙ୍କ ପିଲାମାନେ ନିଜ ଗାଁ ଅନୁଗୋଳ ଜିଲ୍ଲାରେ ରହୁଥିଲେ । ବୁଧବାର ସକାଳୁ ମ୍ରୁତ ମହିଳାଙ୍କ ସଂପର୍କୀୟମାନେ ବ୍ରଜରାଜନଗର ପହଞ୍ଚିବା ପରେ ମୃତକଙ୍କ ଝିଅକୁ ଏମସିଏଲରେ ଚାକିରୀ ନଦେବା ପର୍ଯ୍ୟନ୍ତ ଶବକୁ ଉଠାଇବେ ନାହିଁ ବୋଲି ଜିଦ୍ ଧରି ବସିଛନ୍ତି । ଅଫିସ ଭିତରେ ଜଣେ ମହିଳା କର୍ମଚାରୀଙ୍କ ଆତ୍ମହତ୍ୟା ଘଟଣା ଅନେକ ପ୍ରଶ୍ନବାଚୀ ସୃଷ୍ଟି କରିଛି । କିଛିଦିନ ତଳେ ଲଖନପୁର ଖୋଲାମୁହଁ କୋଇଲା ଖଣିର ଜଣେ ଅଧିକାରୀ ମହିଳା କର୍ମଚାରୀଙ୍କୁ ଯୌନ ଉତ୍ପୀଡନ ଦେବା ଅଭିଯୋଗ ଆସିବା ପରେ ସଂପୃକ୍ତ ଅଧିକାରୀଙ୍କୁ ଅନ୍ୟତ୍ର ବଦଳି କରି ଦିଆଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like